banner
Breaking
Monthly Archives

January 2023

୧୦୮ ତମ ବିଜ୍ଞାନ କଂଗ୍ରେସ

ନୂଆଦିଲ୍ଲୀ : ମହାକାଶ ବିଜ୍ଞାନ କ୍ଷେତ୍ରରେ ଆଜି ସମଗ୍ର ବିଶ୍ୱରେ ଭାରତ ଆଗୁଆ ରହିଛି। ପ୍ରତିବର୍ଷ ଇସ୍ରୋ ଅନ୍ୟ ଦେଶର ଉପଗ୍ରହ ଉତକ୍ଷେପଣ କରିବା ଜାରି ରଖିଛି। ବର୍ତ୍ତମାନ ସୂର୍ଯ୍ୟଙ୍କ ବିଷୟରେ ସୂଚନା ସଂଗ୍ରହ କରିବାକୁ ଇସ୍ରୋ ଏକ ବଡ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଏହା ବ୍ୟତୀତ…
Read More...

ବଟକୃଷ୍ଣ ପଣ୍ଡାଙ୍କ ଆଧ୍ୟାତ୍ମିକ କବିତା ସଂକଳନ ନିର୍ମାଲ୍ୟ କଣିକା ଉନ୍ମୋଚିତ

ଭୁବନେଶ୍ୱର - ନୀଳାଦ୍ରି ବିହାର ଠାରେ ପ୍ରତିବର୍ଷ ଭଳି ଶ୍ରୀମଦ୍ ଭାଗବତ ପାରାୟଣ କମିଟି ଦ୍ଵାରା ସ୍ଥାନୀୟ ଦୂର୍ଗାପୂଜା ମଣ୍ଡପ ଠାରେ ଏକାଦଶ ବର୍ଷର ପ୍ରବଚନ କାର୍ଯ୍ୟକ୍ରମ ଅବସରରେ କବି, ଲେଖକ, ସଂଗଠକ ତଥା ସମାଜସେବୀ ବଟକୃଷ୍ଣ ପଣ୍ଡାଙ୍କ ଦ୍ଵାରା ରଚିତ ଆଧ୍ୟାତ୍ମିକ କବିତା ସଂକଳନ ନିର୍ମାଲ୍ୟ…
Read More...

୧୭ରୁ ବସ୍ ଧର୍ମଘଟ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଦାବି ପୂରଣ ନେଇ ନିଖିଳ ଓଡ଼ିଶା ଘରୋଇ ବସ୍‌ ମାଲିକ ସଂଘ ପୁଣି ସରକାରଙ୍କୁ ଚେତାବନୀ ଦେଇଛି। ଆସନ୍ତା ୧୬ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ୧୭ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ରାଜ୍ୟବ୍ୟାପୀ ଘରୋଇ ବସ୍‌ ଚଳାଚଳ ବନ୍ଦ ରହିବ। ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ…
Read More...

ନୂତନ ସ୍ବାସ୍ଥ୍ୟ ପରାମର୍ଶଦାତାଙ୍କ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବିଜୁ କଲ୍ୟାଣ ସ୍ବାସ୍ଥ୍ୟ ଯୋଜନାରେ ଯୋଗାଇ ଦିଆଯାଉଥିବା ସେବାର ବିକାଶ ପାଇଁ ନୂଆ ସ୍ବାସ୍ଥ୍ୟ ପରାମର୍ଶଦାତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିଯୁକ୍ତି ଦେଇଛନ୍ତି । ବିଭିନ୍ନ ସରକାରୀ ଯୋଜନା, ମେଡିକାଲ କଲେଜ ଓ ହସ୍ପିଟାଲରେ…
Read More...

ବଢିଲା ମେଡିକାଲ କଲେଜ ଅଧ୍ୟାପକଙ୍କ ଦରମା

ଭୁବନେଶ୍ୱର,୪ା୧(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ବିଭିନ୍ନ ସରକାରୀ ମେଡିକାଲ କଲେଜରେ ଠିକାରେ ନିଯୁକ୍ତି ପାଇଥିବା ଅଧ୍ୟାପକମାନଙ୍କ ଦରମା ବୃଦ୍ଧି କରିଛନ୍ତି। ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏଟ ପ୍ରଫେସର ଓ ପ୍ରଫେସରଙ୍କ ଦରମା ବୃଦ୍ଧି ସହ ବାର୍ଷିକ ୩ରୁ ୫ ପ୍ରତିଶତ ଇନ୍‌କ୍ରିମେଣ୍ଟ ପାଇଁ …
Read More...

ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି ଜାଳିଲେ ୧୦୦୧ ଦୀପ

ଭୁବନେଶ୍ୱର,୪ା୧ ଭୁବନେଶ୍ୱରର ସର୍ବ ପୂରାତନ ପୀଠ ମା ଶିଖରଚଣ୍ଡୀ ମନ୍ଦିର ପର୍ଯଟନ କ୍ଷେତ୍ରର ମାନ୍ୟତା ପାଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଏହା ଘୋଷଣା କରିବା ପରେ ଅଞ୍ଚଳବାସୀଙ୍କ ମନରେ ଖୁସିର ଲହରୀ ଖେଳି ଯାଇଛି । ଆଜି ସନ୍ଧ୍ୟାରେ ମାଙ୍କ ପୀଠର ପାଦଦେଶରେ…
Read More...

ଏମ୍‌ସ ଭୁବନେଶ୍ୱରର ୪ର୍ଥ ବାର୍ଷିକ ସମାବର୍ତ୍ତନ ଉତ୍ସବ ଜାନୁଆରି ୭ରେ ଯୋଗଦେବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ମନସୁଖ…

ଭୁବନେଶ୍ୱର : ଚଳିତ ମାସ ୭ ତାରିଖରେ ଏମ୍‌ସ ଭୁବନେଶ୍ୱରର ୪ର୍ଥ ବାର୍ଷିକ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ଏବଂ ସାର ଓ ରସାୟନ ମନ୍ତ୍ରୀ ଡ. ମନସୁଖ ମାଣ୍ଡଭେୟ ଯୋଗଦେବେ। ଏଥିସହିତ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ…
Read More...

୭ରୁ ଜୀ-ସାର୍ଥକରେ ସେଲିବ୍ରେଟିଙ୍କ ‘ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ

ଭୁବନେଶ୍ବର : ଲୋକପ୍ରିୟ ଓଡ଼ିଆ ଚ୍ୟାନେଲ ଜୀ-ସାର୍ଥକରେ ଆଗାମୀ ଜାନୁଆରୀ ୭ ରୁ ଆରମ୍ଭ ହେବାକୁ ଯାଉଛି 'ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ, ଜୀ-ସାର୍ଥକ ସଂସାର ଡ୍ୟାନ୍ସ ଲିଗ୍'। ଜୀ-ସାର୍ଥକରେ ପ୍ରସାରିତ ହେଉଥିବା ମେଗା ଧାରାବାହିକଗୁଡ଼ିକର ଅଭିନେତ୍ରୀମାନେ ଏଥିରେ ପ୍ରତିଯୋଗୀ ଭାବରେ ଭାଗ ନେବେ।…
Read More...

ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ଭୁବନେଶ୍ୱର ଓ ରାଉରକେଲାରେ ହକି ବିଶ୍ୱକପ ଅନୁଷ୍ଠିତ ହେବ। ଏଥିପାଇଁ ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମ ପ୍ରସ୍ତୁତ ହୋଇ ସାରିଲାଣି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ଗସ୍ତରେ ଯାଇ ଏହି ଷ୍ଟାଡିୟମ୍‌ ଉଦ୍‌ଘାଟନ…
Read More...

ଲିକ୍ ହେଲା ପଠାନ ଟ୍ରେଲର

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଫିଲ୍ମ ‘ପଠାନ୍‌’ଖୁବ୍‌ଶୀଘ୍ର ରିଲିଜ୍‌ ହେବାକୁ ଯାଉଛି। ଏହି ଫିଲ୍ମ ମାଧ୍ୟମରେ ବଲିଉଡ ମେଗା ସୁପରଷ୍ଟାର ଶାହରୁଖ ଖାନ ପ୍ରାୟ ୪ ବର୍ଷ ପରେ ବଡ ପରଦାରେ ଫେରୁଛନ୍ତି। ନିକଟରେ ଫିଲ୍ମ ‘ପଠାନ୍‌’ର ‘ବେସର୍ମ ରଙ୍ଗ’ ଏବଂ ‘ଜୁମ ଜୋ ପଠାନ୍‌’ ଦୁଇଟି ଗୀତ ରିଲିଜ୍‌…
Read More...