banner
Breaking
Monthly Archives

January 2023

ପୁଣି ଜେରା ହେବେ ଅର୍ଚ୍ଚନା ଦମ୍ପତି

ଭୁବନେଶ୍ୱର : ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି ତଦନ୍ତ ଚଳାଇଛି। ତେବେ ଡିଜିଟାଲ ଏଭିଡେନ୍ସ ପାଇବା ବୁଧବାର ଇଡି ଅର୍ଚ୍ଚନାଙ୍କୁ ଜେଲ ଭିତରେ ଜେରା କରିବ। ଏଥିପାଇଁ ମଙ୍ଗଳବାର କୋର୍ଟ ଇଡିକୁ ଅନୁମତି ଦେଇଥିଲେ। ସେହିପରି ଗୁରୁବାର ଅର୍ଚ୍ଚନାଙ୍କ ବିଜନେସ…
Read More...

ରାଜଧାନୀରେ ନିର୍ମାଣ କାର୍ଯ୍ୟ ଉପରେ ରୋକ

ଭୁବନେଶ୍ୱର: ରାଜଧାନୀରେ ନିର୍ମାଣ କାମ ଉପରେ ରୋକ। ମାସେ ପାଇଁ ସମସ୍ତ ନିର୍ମାଣ କାମ ଉପରେ ରୋକ ଲଗାଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) କର୍ତୃପକ୍ଷ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଉ ଅଳ୍ପ ଦିନ ପରେ ପୁରୁଷ ହକି ବିଶ୍ୱକପ ମ୍ୟାଚ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ବିଏମସି…
Read More...

୫ ରେ କସ୍ତୁରୀର ୨୪ ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୩ା୧ : ଓଡ଼ିଶାର ଅଗ୍ରଣୀ ସ୍ୱେଚ୍ଛାସେବୀ, ସାଂସ୍କୃତିକ ଓ ଶିକ୍ଷାଭିିତ୍ତିକ ଅନୁଷ୍ଠାନ ‘କସ୍ତୁରୀ’ର ୨୪ତମ ବାର୍ଷିକ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସଭାପତି ବିଶ୍ୱନାଥ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ନିଷ୍ପତି ଅନୁଯାୟୀ କସ୍ତୁରୀ ପକ୍ଷରୁ ପୂର୍ବରୁ ଆୟୋଜିତ…
Read More...

ବାର୍ଷିକ ପତ୍ରିକା ଅନ୍ୱେଶଣର ପଞ୍ଚମ ସଂସ୍କରଣ ଉନ୍ମୋଚିତ

ଭୁବନେଶ୍ୱର,୩ା୧ : ଓଡିଶାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଆସ୍ଥା ସ୍କୁଲ ଅଫ୍ ମ୍ୟାନେଜମେଣ୍ଟର ବାର୍ଷିକ ପତ୍ରିକା ଅନ୍ୱେଶଣର ପଞ୍ଚମ ସଂସ୍କରଣ ଉନ୍ମୋଚିତ ହୋଇଯାଇଛି । ବାଣୀବିହାର ନିକଟସ୍ଥ ଏକ ହୋଟେଲରେ ଅନୁଷ୍ଠିତ ଏହି ଉତ୍ସବରେ ବିଶିଷ୍ଟ ଅତିଥି ଭାବେ ଉତ୍କଳ ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ…
Read More...

ଶିଖରଚଣ୍ଡୀ ମନ୍ଦିର ଉନ୍ନୟନ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ। 

ଭୁବନେଶ୍ବର: ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାର୍ଶ୍ବିକ ଅଞ୍ଚଳର ଉନ୍ନୟନ କରାଯାଇ ଏହାକୁ ଭୁବନେଶ୍ବର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବରେ ବିକଶିତ କରାଯିବ। ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତି କାର୍ଯ୍ୟ କରାଯିବ ଏବଂ ଏଥିପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀ…
Read More...

ବରିଷ୍ଠ ସାମ୍ବାଦିକ ଅଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର : ପ୍ରଯୋଜକ ତଥା ବରିଷ୍ଠ ସାମ୍ବାଦିକ ଆଳୟ ମହାନ୍ତିଙ୍କର ମଙ୍ଗଳବାର ପୂର୍ବାହ୍ନରେ ପରଲୋକ ଘଟିଛି। ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା। ଅସୁସ୍ଥତା ହେତୁ ସେ କିଛିଦିନ ହେଲା କ୍ୟାପିଟାଲ ହସ୍ପିଟାଲର ଆଇସିୟୁରେ ଚିକିତ୍ସାଧୀନ ଥିଲେ। ସେଠାରେ ତାଙ୍କର ବିୟୋଗ ଘଟିଛି। ସେ ଜଣେ ସରକାରୀ…
Read More...

ଆସୁଛି କରୋନାର ଚତୁର୍ଥ ଲହର, ମାସ୍କ ପିନ୍ଧନ୍ତୁ

ଭୁବନେଶ୍ବର: ମାର୍ଚ୍ଚ ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହରେ କୋଭିଡ-୧୯ ଚତୁର୍ଥ ଲହର ଆସିପାରେ। ଆକଳନ ଅନୁସାରେ ମାର୍ଚ୍ଚରେ ଚତୁର୍ଥ ଲହର ଆସିପାରେ ବୋଲି ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ସଚିବ ଡା.ଅଜିତ ମହାନ୍ତି ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ସଚିବ ଡା.ଅଜିତ ମହାନ୍ତି ସୂଚନା…
Read More...

ହିତାଧିକାରୀଙ୍କୁ ନବୀନଙ୍କ ନୂଆବର୍ଷ ଭେଟି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ନୂଆବର୍ଷ ଭେଟି। ଆଉ ବର୍ଷେ ମିଳିବ ମାଗଣା ଚାଉଳ। ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଆଉ ବର୍ଷେ ମିଳିବ ମାଗଣା ଚାଉଳ। ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଜାନୁଆରୀ ୨୦୨୩ ରୁ ଡିସେମ୍ବର ପର୍ଯ୍ୟନ୍ତ…
Read More...

ପୁଣି ମଇଦାନକୁ ଓହ୍ଲାଇବେ ଗାଙ୍ଗୁଲି

ନୂଆଦିଲ୍ଲୀ : ପୁଣି ଥରେ କ୍ରିକେଟ ମଇଦାନକୁ ଫେରିଛନ୍ତି ବିସିସିଆଇର ପୂର୍ବତନ ଅଧ୍ୟକ୍ଷ ତଥା ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି। ଆଗାମୀ ଦିନରେ ସେ ଆଇପିଏଲ୍‌ର ଫ୍ରାଞ୍ଚାଇଜ୍‌ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ବଡ଼ ଦାୟିତ୍ୱ ତୁଲାଇବେ। ତେବେ ଗାଙ୍ଗୁଲିଙ୍କୁ ଦିଲ୍ଲୀ ଫ୍ରାଞ୍ଚାଇଜ୍‌…
Read More...

ବିମାନ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୧୭୦ ଯାତ୍ରୀ

ପାଟନା : ବିହାରର ପାଟନା ବିମାନବନ୍ଦରରେ ଏକ ବଡ଼ ବିମାନ ଦୁର୍ଘଟଣାକୁ ଏଡ଼ାଇ ଦିଆଯାଇଛି। ଏଠାରେ ଗୋଏୟାରର ବିମାନ ସହିତ ଏକ ପକ୍ଷୀ ଧକ୍କା ହୋଇଥିଲା। ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧୭୦ ଯାତ୍ରୀ ସୁରକ୍ଷିତ ରହି ପାରିଛନ୍ତି। ସୂଚନାନୁସାରେ, ଗୋଏୟାରର ବିମାନ ମଙ୍ଗଳବାର ବାଙ୍ଗାଲୋରରୁ…
Read More...