banner
Breaking
Monthly Archives

January 2023

ନବୀନଙ୍କ ଫର୍ମୁଲାକୁ ଫଲୋ କଲେ ମୋଦି

ନୂଆଦିଲ୍ଲୀ : ଲୋକଙ୍କ ନିକଟକୁ ଯାଇ ସରକାରୀ ଯୋଜନା ବିଷୟରେ ବୁଝାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସରକାରର ସମସ୍ତ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସଂସଦର ବଜେଟ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ମନ୍ତ୍ରୀଙ୍କ ସହ ଏକ ବୈଠକ କରିଥିଲେ। ଧାରା ୩୭୦ ରଦ୍ଦ…
Read More...

ଭାରତୀୟ ମହିଳା ଦଳକୁ ଶୁଭେଚ୍ଛାର ସୁଅ

ନୂଆଦିଲ୍ଲୀ,୩୦।୧: ଭାରତୀୟ ଅଣ୍ଡର-୧୯ ମହିଳା ଦଳ ଟି-୨୦ ବିଶ୍ୱକପ ଜିତିବା ପରେ ଅଭିନନ୍ଦନର ସୁଅ ଛୁଟିଛି। ଅଣ୍ଡର-୧୯ ମହିଳା ଦଳ ରବିବାର ଇଂଲଣ୍ଡ ବିପକ୍ଷରେ ଚମତ୍କାର ୭ ଉଇକେଟ ବିଜୟ ସହ ମହିଳା କ୍ରିକେଟରେ ନିଜର ପ୍ରଥମ ଆଇସିସି ଟାଇଟଲ ଜିତିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ,…
Read More...

ଭାରତ ଜିତିଲା ଅଣ୍ଡର ୧୯ ମହିଳା ଟି୨୦ ବିଶ୍ବକପ୍

ପୋଶ୍ଚେଫଷ୍ଟ୍ରୁମ୍‌,୨୯।୧: ଭାରତ ଅଣ୍ଡର-୧୯ ମହିଳା ଟି-୨୦ ବିଶ୍ୱକପ ୨୦୨୩ ଟାଇଟଲ ହାସଲ କରିଛି। ଶେଫାଳି ବର୍ମାଙ୍କ ନେତୃତ୍ୱଧୀନ ଭାରତୀୟ ଦଳ ଫାଇନାଲରେ ଇଂଲଣ୍ଡକୁ ୭ ଉଇକେଟରେ ପରାସ୍ତ କରିଛି। ଟିମ ଇଣ୍ଡିଆ ଏହି ବିଶ୍ୱକପର ପ୍ରଥମ ସଂସ୍କରଣ ଜିତି ଇତିହାସ ସୃଷ୍ଟି କରିଛି । ପ୍ରଥମେ ବ୍ୟାଟିଂ…
Read More...

ଦ୍ବିତୀୟ ମ୍ୟାଚ ଜିତି ସିରିଜ ବରାବର କଲା ଭାରତ

ଲକ୍ଷ୍ନୌ : ଲକ୍ଷ୍ନୌ ଏକନା କ୍ରିକେଟ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୬ ଉଇକେଟରେ ବିଜୟୀ ହୋଇଛି। ଫଳରେ ଭାରତ ୧-୧ରେ ସିରିଜକୁ ପ୍ରତ୍ୟାବର୍ତ୍ତନ କରିଛି। ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା।…
Read More...

ବ୍ୟବସାୟୀ ସଂଘର ସଭାପତି ହେଲେ ବରିଷ୍ଠ ସାମ୍ବାଦିକ ତାରକ ମହାନ୍ତି

ଭୁବନେଶ୍ୱର,୨୯ା୧(ଓଡ଼ିଆ ନ୍ୟୁଜ): ନୀଳାଦ୍ରି ବିହାର ସେକ୍ଟର ୧ ସ୍ଥିତ ଲକ୍ଷ୍ମୀ ବଜାର ବ୍ୟବସାୟୀ ସଂଘର ସଭାପତି ଭାବେ ବରିଷ୍ଠ ସାମ୍ବାଦିକ ତଥା କବି ତାରକ ମହାନ୍ତି ନିର୍ବାଚିତ ହୋଇଛନ୍ତି । ଆଜି ନୀଳାଦ୍ରି ବିହାର ସେକ୍ଟର ୧ ଛକ ଠାରେ ସଂଘର ମାସିକିଆ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ…
Read More...

ଜର୍ମାନୀ ହକି ବିଶ୍ବକପ୍ ଚମ୍ପିଆନ୍

ଭୁବନେଶ୍ୱର : ଜର୍ମାନୀ ହକି ବିଶ୍ୱକପ୍‌ ୨୦୨୩ ଚାମ୍ପିଅନ୍‌ ହୋଇଛି। ଫାଇନାଲରେ ୫-୪ ଗୋଲ୍‌ରେ ବେଲଜିୟମକୁ ପରାସ୍ତ କରି ଜର୍ମାନୀ ଚାମ୍ପିଅନ୍‌ ଆଖ୍ୟା ଅର୍ଜନ କରିଛି। କଳିଙ୍ଗ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ନିର୍ଦ୍ଧାରିତ ସମୟରେ ଉଭୟ ଦଳ ୩-୩ ଗୋଲ୍‌ରେ ସୀମିତ…
Read More...

ବିଶ୍ବକପ୍ ଜିତିଲା ଭାରତ ମହିଳା ଦଳ(୧୯)

ପୋଶ୍ଚେଫଷ୍ଟ୍ରୁମ୍‌,୨୯।୧: ଭାରତ ଅଣ୍ଡର-୧୯ ମହିଳା ଟି-୨୦ ବିଶ୍ୱକପ ୨୦୨୩ ଟାଇଟଲ ହାସଲ କରିଛି। ଶେଫାଳି ବର୍ମାଙ୍କ ନେତୃତ୍ୱଧୀନ ଭାରତୀୟ ଦଳ ଫାଇନାଲରେ ଇଂଲଣ୍ଡକୁ ୭ ଉଇକେଟରେ ପରାସ୍ତ କରିଛି। ଟିମ ଇଣ୍ଡିଆ ଏହି ବିଶ୍ୱକପର ପ୍ରଥମ ସଂସ୍କରଣ ଜିତି ଇତିହାସ ସୃଷ୍ଟି କରିଛି । ପ୍ରଥମେ ବ୍ୟାଟିଂ…
Read More...

ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ

ଭୁବନେଶ୍ବର : ଗୁଳିମାଡରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ରବିବାର ପରଲୋକ ଘଟିଛି। ଆପୋଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ସୂଚନାଯୋଗ୍ୟ, ରବିବାର ବ୍ରଜରାଜନଗରେ ଏକ…
Read More...

ସରକାରୀ ଡାକ୍ତରଖାନାରେ ଛୁଟିଦିନରେ ଖୋଲା ରହିବ ଓଟି

ଭୁବନେଶ୍ୱର, ୨୮।୧(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ଡାକ୍ତରଖାନାରେ ଏଣିକି ଛୁଟିଦିନରେ ମଧ୍ୟ ଅସ୍ତ୍ରୋପଚାର ଗୃହ (ଓଟି) ଖୋଲା ରହିବ। ଫଳରେ ଜରୁରିକାଳୀନ ଚିକିତ୍ସା ସେବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିବା ବହୁ ଗରିବ ପରିବାର ଉପକୃତ ହୋଇପାରିବେ। ମାସର ଦ୍ୱିତୀୟ ଓ ଚତୁର୍ଥ ଶନିବାର ଏବଂ…
Read More...

ବିଶିଷ୍ଟ ସାହିତ୍ୟିକ ହୁସେନ ରବି ଗାନ୍ଧୀଙ୍କ ପରଲୋକ

କଟକ,୨୮ା୧: ବିଶିଷ୍ଟ ସାହିତ୍ୟିକ ତଥା ରାଜନେତା ହୁସେନ ରବି ଗାନ୍ଧୀଙ୍କର ଶନିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଅସୁସ୍ଥ ଥିବାରୁ ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଥିଲେ। ତେବେ ଆଜି ମଧ୍ୟାହ୍ନରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କର ଶେଷ ଦର୍ଶନ ଲାଗି…
Read More...