banner
Breaking
Monthly Archives

January 2023

ରେକର୍ଡ ଭାଙ୍ଗିଲା ପଠାନ

ନୂଆଦିଲ୍ଲୀ: ସୁପରଷ୍ଟାର ଶାହାରୁଖ୍‌ ଖାନ୍‌ ଏବଂ ଦୀପିକା ପାଦୁକୋନ୍‌ ଅଭିନୀତ ଚଳଚ୍ଚିତ୍ର ‘ପଠାନ’ ଗ୍ଲୋବାଲ ବକ୍ସ ଅଫିସ୍‌ରେ ରେକର୍ଡ ସୃଷ୍ଟି କରିଛି। ଦୁଇ ଦିନରେ ଏହାର ଆୟ ୨୧୯.୬ କୋଟି ଟଙ୍କାରେ ପହଞ୍ଚତ୍ଥିବା ଚଳଚ୍ଚିତ୍ର ପ୍ରଯୋଜକ ଘୋଷଣା କରିଛନ୍ତି। ପ୍ରଡକ୍‌ଶନ ହାଉସ ୟାଶ ରାଜ ଫିଲ୍ମସ୍‌ର…
Read More...

ଟି୨୦ (୧୯) ମହିଳା ବିଶ୍ବକପ୍ ଫାଇନାଲରେ ଭାରତ

ଦକ୍ଷିଣ ଆଫ୍ରିକା : ଓପନର ଶ୍ୱେତା ଶେରାଓ୍ବତଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ପାର୍ଶଭି ଚୋପ୍ରାଙ୍କ ୩ ଉଇକେଟ ସଫଳତାକୁ ପାଥେୟ କରି ଭାରତ ୮ ଉଇକେଟରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ୧୯ ବର୍ଷରୁ କମ୍‌ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି। ଶୁକ୍ରବାର ଅନୁଷ୍ଠିତ ପ୍ରଥମ…
Read More...

ହ୍ବାଟ୍ସଆପରେ ହେବ ଅନେକ ପରିବର୍ତନ

ନୂଆଦିଲ୍ଲୀ : ହ୍ୱାଟ୍ସଆପ୍‌ରେ ଅନେକ ପରିବର୍ତ୍ତନ ହେବା ପାଇଁ ଯାଉଛି । ଏହାର ବ୍ୟବହାରକାରୀଙ୍କୁ ଆପ୍‌ରେ ଅନେକ ନୂଆ ଅପସନ୍‌ ମିଳିବ । ହ୍ୱାଟ୍ସଆପ୍‌ର ବିଟା ଭର୍ସନରେ ଏହା ଏବେ ଉପଲବ୍ଧ । ଏବେ ଏହି ସବୁ ନୂଆ ଫିଚର୍‌ର ପରୀକ୍ଷଣ କରାଯାଉଛି । ହ୍ୱାଟ୍ସଆପ୍‌ର ଡ୍ରଇଂ ଟୁଲ୍‌ରେ ଏବେ ପରିବର୍ତ୍ତନ…
Read More...

ହକି ବିଶ୍ବକପ୍ ଫାଇନାଲରେ ଜର୍ମାନୀ, ବେଲଜିୟମ

ଭୁବନେଶ୍ୱର: ଓଡିଶାରେ ଚାଲିଥିବା ହକି ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛନ୍ତି ଜର୍ମାନୀ ଏବଂ ବେଲଜିୟମ । ନେଦରଲାଣ୍ଡ ଓ ବେଲଜିୟମ ମଧ୍ୟରେ ଖେଳା ଯାଇଥିବା ଦ୍ୱିତୀୟ ସେମିଫାଇନାଲ ମ୍ୟାଚ ବେଶ ରୋମାଂଚପୂର୍ଣ୍ଣ ହୋଇଥିଲା । ନିର୍ଦ୍ଧାରିତ ସମୟରେ ଉଭୟ ଟିମ ୨ଟି ଲେଖାଁଏ ଗୋଲ ସ୍କୋର କରିଥିଲେ ।…
Read More...

ଶ୍ରୀକ୍ରିଷ୍ଣା ଇଣ୍ଟରନ୍ୟାସନାଲ ସ୍କୁଲରେ ବକୁଳ ବନ ଉଦ୍‌ଘାଟିତ

ଭୁବନେଶ୍ୱର : ପବିତ୍ର ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ ଓ ସରସ୍ୱତୀ ପୂଜା ଅବସରରେ ଭୁବନେଶ୍ୱର ମଳିପଡାସ୍ଥିତ ଶ୍ରୀକ୍ରିଷ୍ଣା ଇଣ୍ଟରନ୍ୟାସନାଲ ସ୍କୁଲରେ ସାଧାରଣତନ୍ତ୍ର ଦିବସ ପାଳନ, ସରସ୍ୱତୀ ପୂଜା, ବକୁଳ ବନ ଶିଶୁ ଉଦ୍ୟାନ ଉଦ୍‌ଘାଟନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ସ୍କୁଲର…
Read More...

ନୀଳାଦ୍ରି ବିହାର ବରିଷ୍ଠ ନାଗରିକ ଟ୍ରଷ୍ଟ ପକ୍ଷରୁ ସାଧାରଣତନ୍ତ୍ର ଦିବସ

ଭୁବନେଶ୍ବର: ନୀଳାଦ୍ରି ବିହାର ବରିଷ୍ଠ ନାଗରିକ ଟ୍ରଷ୍ଟ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଟ୍ରଷ୍ଟର ସମ୍ପାଦକ ବଂଶୀଧର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ସଭାପତି ସାଧୁଚରଣ ସାମନ୍ତରାୟ ପତାକା ଉତ୍ତୋଳନ କରିଥିଲେ। ମୁଖ୍ୟ ଅତିଥି ଭାବେ ଯୁବନେତା ମନୋଜ…
Read More...

ଉତ୍କଳ କନିକା ଗ୍ୟାଲେରିଆ ମଲରେ ସାଧାରଣତନ୍ତ୍ର ଦିବସ

ଭୁବନେଶ୍ବର: କଳ୍ପନା ସ୍ଥିତ ଉତ୍କଳ କନିକା ଗ୍ୟାଲେରିଆ ମଲରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଉତ୍କଳ ଗ୍ରୁପର ସହ ପ୍ରତିଷ୍ଠାତା ତଥା ବିଶିଷ୍ଟ ସମାଜସେବୀ ଭଁଓ୍ବରଲାଲ ବୈଦ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଶ୍ରୀ ବୈଦ ଜଣେ ପରଉପକାରୀ, ସାମାଜିକ କର୍ମୀ ଏବଂ ସମଗ୍ର ଭାରତରେ…
Read More...

ରାଜ୍ୟର ୩୪ ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ବର : କର୍ମକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ରାଜ୍ୟର ୩୪ ଜଣ ପୋଲିସ ମେଡାଲ ପ୍ରଦାନ କରାଯାଇଛି। ଟୁଇନ୍‌ ସିଟି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ସିକ୍ୟୁରିଟି ୱିଙ୍ଗ ଏସପି ସରୋଜ କୁମାର ମହାପାତ୍ରଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ମିଳିଛି। ଚନ୍ଦକା ଏସ୍‌ଓଜିର ୨ ଜଣ…
Read More...

ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର : ଆମ ସମ୍ବିଧାନ ଏକ ଆଦର୍ଶ ସମ୍ବିଧାନ, ଆମ ଗଣତନ୍ତ୍ରର ଆତ୍ମା। ଏକ ମହାନ୍‌ ଦେଶର ନାଗରିକ ଭାବରେ ଆମର ସକଳ ଶକ୍ତିର ଆଧାର ହେଉଛି ଆମର ସମ୍ବିଧାନ। ଏକ ସମୃଦ୍ଧ ତଥା ନ୍ୟାୟପୂର୍ଣ୍ଣ ସମାଜ ଗଠନ ପାଇଁ ଏହା ଆମକୁ ସବୁବେଳେ ପ୍ରେରଣା ଦେଇଚାଲିଛି। ଗଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ…
Read More...

ପରେଡରେ ଭାରତର ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ : କର୍ତ୍ତବ୍ୟ ପଥରେ ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭାରତର ନିଜର ସ୍ବଦେଶୀ ଶକ୍ତିର ପ୍ରଦର୍ଶନ କରିଛି। ବାୟୁସେନାର ଯୁଦ୍ଧ ବିମାନ ନିଜର ସମରକଳା କୌଶଳ ପ୍ରଦର୍ଶନ କରିଛି। ସମଗ୍ର ବିଶ୍ୱ ଭାରତର ଶକ୍ତି ସହିତ ପରିଚିତ ହୋଇଛି। ଚଳିତ ବର୍ଷର ଗଣତନ୍ତ୍ର ଦିବସ ପାଳନ ଅବସରରେ…
Read More...