ପ୍ରାଇଭେଟ୍ ସ୍କୁଲରେ ଗରିବ ପିଲାଙ୍କ ନାମଲେଖା ପାଇଁ ନୂଆ ନିୟମ
ଭୁବନେଶ୍ୱର : ଶିକ୍ଷା ଅଧିକାର ଆଇନ(ଆର୍ଟିଇ) ଅନୁସାରେ ଗରିବ ତଥା ଆର୍ଥତ୍କ ଅନଗ୍ରସର ପିଲାଙ୍କ ନାମଲେଖା ପାଇଁ ୨୫% ସଂରକ୍ଷଣ ରହିବା ଉଚିତ। ଏହାକୁ ରାଜ୍ୟରେ ଅଧିକାଂଶ ସ୍କୁଲ ପାଳନ କରୁ ନ ଥିବା ଦେଖାଯାଉଛି। ତେଣୁ ଏହାକୁ କଡ଼ାକଡ଼ି ପାଳନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।…
Read More...
Read More...