banner
Breaking
Monthly Archives

February 2023

ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ ଜେନା

ଭୁବନେଶ୍ୱର : ରାଜ୍ୟର ମୁଖ୍ୟ ଶାସନ ସଚିବ ପଦବୀ ପାଇଁ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଇଏସ୍‌ ପ୍ରଦୀପ ଜେନା ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ। ମାର୍ଚ୍ଚ ୧ରୁ ବିଧିବଦ୍ଧ ଭାବରେ ସେ ଦାୟିତ୍ୱ ଗ୍ରହଣ କରିବେ ବୋଲି ବିଜ୍ଞପ୍ତିରେ ପ୍ରକାଶ ପାଇଛି। ୧୯୮୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସର…
Read More...

ଉତ୍ତରପ୍ରଦେଶରୁ ମାଫିଆ ରାଜ ହଟିଛି

ଲକ୍ଷ୍ନୌ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଆଇନ ଶୃଙ୍ଖଳା ପରିସ୍ଥିତିକୁ ପ୍ରଶଂସା କରି କହିଛନ୍ତି ଯେ ଏପରି ଏକ ସମୟ ଥିଲା ଯେତେବେଳେ ଉତ୍ତରପ୍ରଦେଶରେ ମାଫିଆ ରାଜ ଥିଲା ତଥା ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତି ଖରାପ ଥିଲା। କିନ୍ତୁ ଆଜି ଏହା ଉନ୍ନତ ଆଇନ ଶୃଙ୍ଖଳା ତଥା…
Read More...

ବିବାହ ବନ୍ଧନରେ ବାନ୍ଧି ହେଲେ ବିଧାୟକ

ଭବାନୀପାଟଣା : କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ରବିବାର ଦ୍ବିତୀୟ ବିବାହ କରିଛନ୍ତି। ନିଜ ନିର୍ବାଚନ ମଣ୍ଡଳୀସ୍ଥିତ ଦେକୋଟ ଗ୍ରାମର ଭବାନୀ ଅଗସ୍ତିଙ୍କ ଝିଅ ପ୍ରିୟଙ୍କାଙ୍କ ହାତ ଧରିଛନ୍ତି ଦିବ୍ୟଶଙ୍କର। ପୁରୀ…
Read More...

ନୀଳାଦ୍ରି ବିହାରରେ ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର,୨୫ା୨: ଭୁବନେଶ୍ୱର ମହାନଗର ନିଗମ ୧୪ ନମ୍ବର ଓାର୍ଡର ନୀଳାଦ୍ରି ବିହାର ସେକ୍ଟର ୫ ଠାରେ ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି । ଯୁବନେତା ମନୋଜ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଟିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉତ୍ତର ବିଧାୟକ ସୁଶାନ୍ତ…
Read More...

ଆସନ୍ତା ଶିକ୍ଷାବର୍ଷରୁ ଦଶମ ଶ୍ରେଣୀ ପାଇଁ ନୂଆ ପାଠ୍ୟକ୍ରମ

କଟକ ,୨୫।୨ : ଆସନ୍ତା ଶିକ୍ଷା ବର୍ଷଠାରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରୀ ନୂଆ ବିଷୟ ପଢ଼ିବେ। ଏହା ସହ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ପ୍ରକାଶିତ ଭୌତ୍ତିକ ବିଜ୍ଞାନ ବହିରେ ଷ୍ଟାର ଚିହ୍ନ ଥିବା ବିଷୟଗୁଡ଼ିକୁ ୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ପାଠ୍ୟକ୍ରମରେ ସାମିଲ କରାଯାଇଛି। ଏହି…
Read More...

ସ୍ବଚ୍ଛତା କ୍ଷେତ୍ରରେ ଭୁବନେଶ୍ୱରକୁ ପ୍ରଶଂସା

ଭୁବନେଶ୍ୱର : ସ୍ବଚ୍ଛତା କ୍ଷେତ୍ରରେ ସମଗ୍ର ଦେଶରେ ଭୁବନେଶ୍ବର ଏକ ଉଦାହରଣ ପାଲଟିଛି। ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ଦ୍ବାରା ସହରରେ ନିୟମିତ ସଫେଇ ହେଉଥିବାବେଳେ ଏହା ସ୍ବଚ୍ଛ ସର୍ବେକ୍ଷଣ ୨୦୨୩ରେ ନିଜର ଶୀର୍ଷ ପ୍ରଦର୍ଶନ ଦର୍ଶାଉଛି। ବିଏମ୍‌ସି ଦ୍ବାରା ରାସ୍ତାରେ ନିୟମିତ ସଫେଇ…
Read More...

ୱଣ୍ଡର ୱାର୍ଲ୍ଡରେ ପାଳିତ ହେବ ହୋଲିୟାଁ…..

ଭୁବନେଶ୍ବର: ଚଳିତ ବର୍ଷ ଓଡିଶାର ପୁରୀ ମାଳତିପାଟପୁର ସ୍ଥିତ ସର୍ବବୃହତ ୱାଟର ପାର୍କ ୱଣ୍ଡର ୱାର୍ଲ୍ଡ ହୋଲି ଉତ୍ସବକୁ ସ୍ୱତନ୍ତ୍ର ଭାବରେ ପାଳିବାକୁ ଯାଉଛି । ଏ ନେଇ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପ୍ରଦ୍ୟୁମ୍ନ ମିଶ୍ର । ହୋଲି ପର୍ବ ଉପଲକ୍ଷେ ଏଠାରେ ମାର୍ଚ୍ଚ ୭ ଓ…
Read More...

ଓଡିଶାରେ ପ୍ରଥମ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ଅସ୍ତ୍ରୋପଚାର

ଭୁବନେଶ୍ବର : ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଓଡିଶା ଆଉଏକ ମାଇଲ ଖୁଣ୍ଟ ଅତିକ୍ରମ କରିଛି । ଆଜି ଓଡିଶାରେ ପ୍ରଥମ କରି ରୋବୋଟିକ୍ ମେସିନ ସାହାର୍ଯ୍ୟରେ ଆଣ୍ଠୁ ପ୍ରତିରୋପଣ ଅସ୍ତ୍ରୋପଚାର କରାଯାଇଛି । ଭୁବନେଶ୍ୱରର ଆମ୍ରି ହସ୍ପିଟାଲରେ ଦୁଇ ଜଣ ବୟସ୍କ ମହିଳା ଓ ଜଣେ ପୁରୁଷଙ୍କର ରୋବୋଟିକ୍…
Read More...

ବଢ଼ିବ ତାତି, ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ୱର : ରାଜ୍ୟରେ ଏବେଠାରୁ ଅସମ୍ଭାଳ ହେଲାଣି ତାତି। ଫେବୃୟାରୀରେ ପାରଦ ୪୦ଡିଗ୍ରୀ ଛୁଇଁଯିବ ବୋଲି ପାଣିପାଗ ବିଭାଗ ଆକଳନ କରୁଥିବା ବେଳେ ଏବେ ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା ୩୭ ଡିଗ୍ରୀ ଉପରେ ରହୁଛି। ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର ଗତ କିଛିଦିନ ହେବ ସବୁଠାରୁ ଉତ୍ତପ୍ତ ସହର…
Read More...

ଲୋକାଭିମୁଖୀ ବଜେଟ ୨୦୨୩-୨୪ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ପୂର୍ଣ୍ଣାଙ୍ଗ ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଏହାକୁ ଉପସ୍ଥାପନ କରିଛନ୍ତି । ଗତ ଆର୍ଥିକ ବର୍ଷ ତୁଳନାରେ ବଜେଟର ଆକାର ୩୦ ହଜାର କୋଟି ଟଙ୍କା…
Read More...