banner
Breaking
Monthly Archives

February 2023

ଅଗ୍ନିଶମ ବିଭାଗ ନାମ ପରିବର୍ତ୍ତନ

ଭୁବନେଶ୍ୱର,୨।୨(ବ୍ୟୁରୋ): ପରିବର୍ତ୍ତନ ହେଲା ଓଡ଼ିଶା ଅଗ୍ନିଶମ ବିଭାଗ ନାଁ। ଏହାର ନାଁକୁ ବଦଳାଇ ଅଗ୍ନିଶମ ଓ ଜରୁରୀ ସେବା ବିଭାଗ ହୋଇଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୌଣସି ବିପଦ ସମୟରେ ଉଦ୍ଧାର, ପୁନରୁଦ୍ଧାର ଏବଂ ରିଲିଫରେ ଅଗ୍ନିଶମ ବିଭାଗ ସେବା ଯୋଗାଇ…
Read More...

ଫେବୃଆରୀ ୨୧ରୁ ବଜେଟ ଅଧିବେଶନ

ଭୁବନେଶ୍ବର,୨।୨(ବ୍ୟୁରୋ): ଫେବୃୟାରୀ ୨୧ ତାରିଖରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ୨ଟି ପର୍ଯ୍ୟାୟରେ ଏହି ଅଧିବେଶନ ବସିବ। ଫେବୃୟାରୀ ୨୧ରୁ ମାର୍ଚ୍ଚ ୨ ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଏବଂ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ବସିବ।…
Read More...

ବଜେଟକୁ ଔପଚାରିକ ଅନୁମୋଦନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧।୨ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପୂର୍ବାହ୍ନ ୧୧ ଟାରେ ଦେଶର ସାଧାରଣ ବଜେଟ ୨୦୨୩ ଉପସ୍ଥାପନ କରିବେ। ଇତି ମଧ୍ୟରେ ଅର୍ଥମନ୍ତ୍ରୀ କ୍ୟାବିନେଟ ବୈଠକରେ ଯୋଗଦେବା ପାଇଁ ସଂସଦ ଗୃହରେ ପହଞ୍ଚିଛନ୍ତି। ଏହାପୂର୍ବରୁ ସେ ରାଷ୍ଟ୍ରପତି ଭବନରେ ପହଞ୍ଚିବା ପରେ ରାଷ୍ଟ୍ରପତି…
Read More...

ଆଜିଠାରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା

ଭୁବନେଶ୍ୱର,୧।୨ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ସକାଳ ୯ଟା ୩୦ରୁ ଛାତ୍ରୀଛାତ୍ରମାନେ ଲାବ୍‌ ମଧ୍ୟକୁ ପ୍ରବେଶ କରିବେ। ପ୍ରଥମ ସିଟିଂ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ।…
Read More...

ଆଜିଠାରୁ ଜନତା ମଇଦାନରେ ତୋଷାଳି ମେଳା

ଭୁବନେଶ୍ୱର,୧।୨(ବ୍ୟୁରୋ): ସପ୍ତଦଶ ତୋଷାଳି ଜାତୀୟ ହସ୍ତତନ୍ତ ମେଳା ବୁଧବାରଠାରୁ ଜନତା ମଇଦାନଠାରେ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ହସ୍ତତନ୍ତ ମନ୍ତ୍ରଣାଳୟର ବିକାଶ ଆୟୁକ୍ତ (ହସ୍ତଶିଳ୍ପ) ଓ ବିକାଶ ଆୟୁକ୍ତ (ହସ୍ତତନ୍ତ)ଙ୍କ ସହଭାଗିତାରେ ରାଜ୍ୟ…
Read More...

ମନମୋହନ ସିଂଙ୍କୁ ମିଳିବ ଲାଇଫ ଟାଇମ୍ ଆଚିଭମେଣ୍ଟ ସମ୍ମାନ

ଲଣ୍ଡନ : ଅର୍ଥନୀତି ଏବଂ ରାଜନୀତି ପ୍ରତି ଅବଦାନ ଲାଗି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କୁ ଲଣ୍ଡନରେ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ସମ୍ମାନରେ ସମ୍ମାନିତ କରାଯାଇଛି। ଗତ ସପ୍ତାହରେ ଏକ ପୁରସ୍କାର ଉତ୍ସବରେ ଏହି ସମ୍ମାନ ଘୋଷଣା କରାଯାଇଥିଲା। ବ୍ରିଟେନର ନ୍ୟାଶନାଲ ଇଣ୍ଡିଆନ…
Read More...

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଚିଠି

ଭୁବନେଶ୍ୱର : ଝାରସୁଗୁଡ଼ା ବିଧାୟକ ତଥା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗତ ରବିବାର ଗୁଳିମାଡ଼ରେ ନିହତ ହୋଇଛନ୍ତି। ମଙ୍ଗଳବାର ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ଭାବେ ନିର୍ବାଚନ କମିଶନ ଓ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମେତ ରାଜ୍ୟ ସଭା, ଲୋକ ସଭା, ଓଡ଼ିଶାର ସମସ୍ତ…
Read More...

ଜାମସେଦପୁରକୁ ଉଡ଼ିଲା ବିମାନ

ଭୁବନେଶ୍ୱର : ଭୁବନେଶ୍ୱରରୁ ଝାଡ଼ଖଣ୍ଡର ଜାମଶେଦପୁରକୁ ଦୈନିକ ବିମାନସେବା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଇଣ୍ଡିଆ ଓ୍ବାନ୍‌ ଏୟାର ପକ୍ଷରୁ ଏହି ସେବା ପ୍ରଦାନ କରାଯାଉଛି। ମଙ୍ଗଳବାର ସକାଳ ୭ଟା ୩୦ରେ ଏୟାରକ୍ରାଫ୍ଟ ଭିଟି-କେଏସ୍‌ଏସ୍‌ ଭୁବନେଶ୍ୱର ବିମାନବନ୍ଦରରୁ ଉଡ଼ାଣ ଶୁଭାରମ୍ଭ କରିଥିଲା।…
Read More...

ଗୋପାଳ ଦାସ ଭାଇକୁ ପୋଲିସର ଜେରା

ବ୍ରହ୍ମପୁର : ପୋଲିସ ଗୁଳିରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଚାଲିଛି। ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଏସ୍‌ପି ଶିଶିର ମିଶ୍ରଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ବ୍ରହ୍ମପୁର ଆସି ଦୁଇଟି ପର୍ଯ୍ୟାୟରେ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କ ପରିବାର ଲୋକଙ୍କୁ…
Read More...