banner
Breaking
Monthly Archives

February 2023

ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆସିଲା ନୂଆ ନିୟମ

ଭୁବନେଶ୍ୱର : ସିଚ୍‌ଏସ୍‌ଇ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମାର୍ଚ୍ଚ ୧ରୁ ଆରମ୍ଭ ହୋଇ ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ପରୀକ୍ଷାକୁ କଡ଼ାକଡ଼ି କରିବା ପାଇଁ ପରିଷଦ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥର ପ୍ରଶ୍ନପତ୍ରରେ କୌଣସି ପରୀକ୍ଷାର୍ଥୀ ଚିହ୍ନ ମାରିପାରିବେ ନାହିଁ।…
Read More...

ଆଜି ବଜେଟ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହର ଅନୁମୋଦନ ପାଇଁ ଉକ୍ତ ବଜେଟକୁ ବିଧାନସଭାରେ ଉପସ୍ଥାପନ କରିବେ। ଆସନ୍ତା ବର୍ଷ ସାଧାରଣ…
Read More...

ବସ୍ତି ବାସିନ୍ଦାଙ୍କ ସହିତ ରାତି କାଟିଲେ କଟକ ମେୟର

କଟକ : କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ମୋ’ ୱାର୍ଡ ଅଭିଯାନ ଗୁରୁବାରଠାରୁ ଆରମ୍ଭ ହୋଇଛି। ସିଏମ୍‌ସି ମେୟର ସୁବାସ ସିଂ ୧ ନମ୍ବର ୱାର୍ଡରୁ ଏହି ଅଭିଯାନ ଆରମ୍ଭ କରିଛନ୍ତି। ଏହି ଅବସରରେ ଚହଟାସ୍ଥିତ ଗାୟତ୍ରୀ ମନ୍ଦିର ପ୍ରାଙ୍ଗଣରେ ସନ୍ଧ୍ୟାରେ ବରିଷ୍ଠ ନାଗରିକମାନଙ୍କୁ ନେଇ ପ୍ରଥମେ ଏକ…
Read More...

ମୁକ୍ତା ଯୋଜନା ଅଧିକ କ୍ରିୟାଶୀଳ ହେବା ପାଇଁ ଏମଓୟୁ

ଭୁବନେଶ୍ୱର :ରାଜ୍ୟରେ ମୁକ୍ତା ଯୋଜନାକୁ ଅଧିକ ଗତିଶୀଳ କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଏଥିନିମନ୍ତେ ନଗର ଉନ୍ନୟନ ବିଭାଗ ଓ ସହରାଞ୍ଚଳ ପରିଚାଳନା ସଂସ୍ଥା ମଧ୍ୟରେ ଏକ ଏମ୍‌ଓୟୁ ସ୍ବାକ୍ଷରିତ ହେଇଛି। ନଗରଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି.ମାଥି ଭାଥନନ୍‌ ଏବଂ ସହରାଞ୍ଚଳ ପରିଚାଳନା…
Read More...

ସନ୍ଧ୍ୟାରେ ବିଧାନସଭାରେ ଗୋପାଳ ତାତି

ଭୁବନେଶ୍ବର,୨୪ା୨(ବ୍ୟୁରୋ): ରାଜ୍ୟର କ୍ୟାବିନେଟ୍‌ ମନ୍ତ୍ରୀ ନବ ଦାସଙ୍କୁ ସ୍ପଷ୍ଟ ଦିବାଲୋକରେ ଜଣେ ପୋଲିସ କର୍ମଚାରୀ ଗୁଳିକରି ହତ୍ୟା କଲେ। ଗୋଇନ୍ଦା ବିଭାଗର ଏହା ଚରମ ବିଫଳତା। କ୍ରାଇମବ୍ରାଞ୍ଚକୁ ତଦନ୍ତଭାର ଦିଆଯିବା ପରେ କାହାଣୀ ପରେ କାହାଣୀ ରଚନା କରାଯାଉଛି। ଅନୁସନ୍ଧାନ କେବଳ…
Read More...

ଓଡ଼ିଶା ବିକାଶ ପଥରେ ଅଗ୍ରସର ହେଉଛି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଲୋକମାନଙ୍କ ଆସ୍ଥା ଓ ସମର୍ଥନରେ ଓଡ଼ିଶା ବିକାଶ ପଥରେ ଅଗ୍ରସର ହେଉଛି। ବିକାଶମୂଳକ ଏଜେଣ୍ଡା, ଅଭିବୃଦ୍ଧି ଓ ସଶକ୍ତ ବିକଶିତ ନୀତି ପାଇଁ ଆମ ସରକାର ଉପରେ ଓଡ଼ିଶାବାସୀ ଲଗାତର ଭରସା କରିଛନ୍ତି। ୨୦୦୦ରେ ଶାସନ ଭାର ନେବା ବେଳକୁ ରାଜ୍ୟ ଆର୍ଥିକ ସଙ୍କଟ ଦେଇ ଗତି କରୁଥିଲା।…
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସୁର , ଆଉ ଲଢିବେନି ନିର୍ବାଚନ

ଭୁବନେଶ୍ୱର : ଜଟଣୀ ବିଧାୟକ ସୁର ରାଉତରାୟ ଏକ ବଡ଼ ଘୋଷଣା କରିଛନ୍ତି। ସୁର କହିଛନ୍ତି, ମୁଁ ଆଉ ନିର୍ବାଚନ ଲଢ଼ିବିନି। ମୋତେ ୮୦ ବର୍ଷ ହେଲାଣି। ଏଣିକି ମୋ ପୁଅ ମନ୍ମଥ ରାଉତରାୟ କଂଗ୍ରେସ ଟିକେଟ୍‌ରେ ଜଟଣୀରୁ ନିର୍ବାଚନ ଲଢ଼ିବ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ଓ ୫-ଟି ସଚିବଙ୍କ ସହ ସୌଜନ୍ୟମୂଳକ…
Read More...

ଗୋପବନ୍ଧୁ ଥିଲେ ଯୁଗପୁରୁଷ, ତାଙ୍କ ସ୍ମୃତି ରକ୍ଷା ପାଇଁ ଯେତେ ଯାହା କଲେ ବି କମ୍‌ ହେବ – ମୁଖ୍ୟମନ୍ତ୍ରୀ

ପୁରୀ : ଉତ୍କଳମଣିଙ୍କ ଜନ୍ମପୀଠ ସୁଆଣ୍ଡୋର ହୋଇଛି କାୟାକଳ୍ପ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସୁଆଣ୍ଡୋରେ ପଣ୍ଡିତ ଗୋପବନ୍ଧୁଙ୍କ ରୂପାନ୍ତରିତ ଜନ୍ମପୀଠକୁ ଲୋକାର୍ପିତ କରିଛନ୍ତି । ଗୋପବନ୍ଧୁଙ୍କ ଏକ ୧୫ ଫୁଟ ଉଚ୍ଚ ପୂର୍ଣ୍ଣ ଅବୟେବ ପ୍ରତିମୂର୍ତ୍ତୀ ଉନ୍ମୋଚନ କରିବା ସହିତ ବିକଶିତ…
Read More...

ଏମ୍‌ସ ଭୁବନେଶ୍ୱରରେ ଫାଇଲେରିଆ ନିରାକରଣ ଅଭିଯାନ ଅନ୍ତର୍ଗତ ସାର୍ବଜନୀନ ବାତଜ୍ବର ଔଷଧ ସେବନ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଫାଇଲେରିଆ ନିରାକରଣ ଅଭିଯାନ ଅନ୍ତର୍ଗତ ସାର୍ବଜନୀନ ବାତଜ୍ବର ଔଷଧ ସେବନ କାର୍ଯ୍ୟକ୍ରମକୁ ତ୍ବରିତ କରିବା ଉଦ୍ଦେଶ୍ୟରେ ଆଜି ଏମ୍‌ସ ଭୁବନେଶ୍ୱର ପରିସରରେ ଖୋର୍ଦ୍ଧା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମିଳିତ ସହଯୋଗରେ ସାର୍ବଜନୀନ ବାତଜ୍ବର ଔଷଧ ସେବନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।…
Read More...

ଏଏମଡି ସଚେତନତା ମାସ: ବୟସ୍କ ଲୋକଙ୍କ ରେଟିନା ସ୍ୱାସ୍ଥ୍ୟର ଯତ୍ନ ନେବା ପାଇଁ ୫ ଟି ମନେ ରଖିବା କଥା

ଭୁବନେଶ୍ବର : ଏଏମଡି ରୋଗର ବିଶେଷତା ହେଲା ମେକ୍ୟୁଲରରେ (ଟିସ୍ୟୁ) ନଷ୍ଟ ହେବା ଦ୍ୱାରା ସୃଷ୍ଟି ହୋଇଥିବା ଅସ୍ପଷ୍ଟ କିମ୍ବା ଧୂଆଁଳିୟା କେନ୍ଦ୍ରୀୟ ଦୃଷ୍ଟିଶକ୍ତି । ଏକ ବ୍ୟାପକ ଚକ୍ଷୁ ପରୀକ୍ଷା ମାଧ୍ୟମରେ ଆପଣଙ୍କର ଚକ୍ଷୁ ଡାକ୍ତର ଚିହ୍ନି ପାରିବେ ଏବଂ ଏହାର ପ୍ରଗତିକୁ ମନ୍ଥର କରିବା ପାଇଁ…
Read More...