banner
Breaking
Monthly Archives

February 2023

ଯୁବତୀଙ୍କ ବିବାହ ବୟସ ସୀମା ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଯୁବତୀଙ୍କ ବିବାହ ବୟସ ୧୮ରୁ ୨୧କୁ ବୃଦ୍ଧି କରିବା ନିମନ୍ତେ ସୁପ୍ରିମକୋର୍ଟରେ ହୋଇଥିବା ଆବେଦନ ଖାରଜ ହୋଇଯାଇଛି। ଯୁବତୀଙ୍କ ବିବାହ ପାଇଁ ବୟସ ସୀମା ସମ୍ବିଧାନରେ ନିର୍ଦ୍ଧାରିତ ହୋଇଛି। ଏହାର ପରିବର୍ତ୍ତନ କେବଳ ପାର୍ଲାମେଣ୍ଟରେ ହୋଇପାରିବ ବୋଲି ପ୍ରଧାନ ବିଚାରପତି ଡି.ଓ୍ବାଇ.…
Read More...

ଆଜି ସରଗରମ ହେବ ବିଧାନସଭା

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୨୧ରୁ ମାର୍ଚ୍ଚ ୧ ଓ ୨ୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ଯାଏ ଚାଲିବ। ପ୍ରଥମ ଦିବସର ଗୃହକାର୍ଯ୍ୟ ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ…
Read More...

ଅଧ୍ୟାପକଙ୍କ ଅହୋରାତ୍ର ଧାରଣା

ଭୁବନେଶ୍ୱର :ସମାନ ଗ୍ରେଡ୍‌ ପେ’ ଆଧାରରେ ସମାନ ଦରମା ବୃଦ୍ଧି, ସମସ୍ତଙ୍କୁ ପେନସନ ଓ ଗ୍ରାଚ୍ୟୁଇଟି ପ୍ରଦାନ ଭଳି ୪ ଦଫା ଦାବି ନେଇ ସୋମବାର ପୁଣିଥରେ ମହାସମାବେଶ କରିଛନ୍ତି ଅଧ୍ୟାପକ ଓ କର୍ମଚାରୀ। ୬୬୨ ବର୍ଗ କଲେଜ ଅଧ୍ୟାପକ ଓ କର୍ମଚାରୀ ସଂଘ ପକ୍ଷରୁ ଆରମ୍ଭ ହୋଇଥିବା ଅହୋରାତ୍ର ଧାରଣାର…
Read More...

ସେମିଫାଇନାଲରେ ଭାରତୀୟ ମହିଳା ଟିମ୍

ଦକ୍ଷିଣ ଆଫ୍ରିକା : ଚଳିତ ଆଇସିସି ମହିଳା ଟି୨୦ କ୍ରିକେଟ ବିଶ୍ୱକପର ସୋମବାର ଅନୁଷ୍ଠିତ ମ୍ୟାଚରେ ଭାରତ ଡକ୍‌ଓ୍ବର୍ଥ ଲୁଇସ ନିୟମରେ ଆୟର୍ଲାଣ୍ଡକୁ ୫ ରନରେ ପରାସ୍ତ କରିଛି। ଏଥିସହ ଭାରତ ସେମିଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୨୦ ଓଭରରେ ୬ ଉଇକେଟ ହରାଇ ୧୫୫ ରନ…
Read More...

ବସିଲା ସର୍ବଦଳୀୟ ବୈଠକ

ଭୁବନେଶ୍ୱର : ବଜେଟ ଅଧିବେଶନ ମଙ୍ଗଳବାର ଆରମ୍ଭ ହେଉଛି। ଏହାପୂର୍ବରୁ ସୋମବାର ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଛି। ତେବେ ବଜେଟ ଅଧିବେଶନ କିଭଳି ସୁରୁଖୁରୁରେ ଚାଲିବ ସେନେଇ ବୈଠକରେ ବିସ୍ତୁତ ଭାବରେ ଆଲୋଚନା ହୋଇଛି। ବୈଠକରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ,…
Read More...

ବଜେଟ ଅଧିବେଶନ ପାଇଁ କଡ଼ା ସୁରକ୍ଷା

ଭୁବନେଶ୍ୱର : ବିଧାନସଭାର ବଜେଟ ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯାଇଛି। ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୋଲିସ ଡିଜି ସୁନୀଲ ବଂଶଲଙ୍କ ସହ ପୋଲିସ କମିଶନର, ଭୁବନେଶ୍ୱର ଡିସିପି, ଗୁଇନ୍ଦା ବିଭାଗ ଓ ଆଇନଶୃଙ୍ଖଳାର ବରିଷ୍ଠ ଅଧିକାରୀ ସୁରକ୍ଷାର…
Read More...

ଭୁବନେଶ୍ବରରୁ଼ ଜବତ ହେଲା ହାତୀ ଦାନ୍ତ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଭୁବନେଶ୍ୱରରେ ହାତୀଦାନ୍ତ ର଼୍ୟାକେଟ ଧରାପଡିଛି। ସୈନିକ ସ୍କୁଲ ଛକ ନିକଟରେ ଡିଲ୍‌ବେଳେ ମୈତ୍ରୀବିହାର ଥାନା ପୋଲିସ ରବିବାର ସାରେ ଚଢ଼ାଉ କରି ୨ ବନ୍ୟଜନ୍ତୁ ଚାଲାଣକାରୀଙ୍କୁ ଧରିଛି। ସେମାନଙ୍କଠୁ ପ୍ରାୟ ୩ କେଜି ଓଜନର ଏକ ହାତୀ ଦାନ୍ତ ଜବତ କରାଯାଇଛି।…
Read More...

ଜାଲରେ ପଡିଲା ୨୦୦ କେଜିର ବିରଳ ସାର୍କ

ବାଲେଶ୍ଵର : ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଦୀଘା ଉପକୂଳ ଗଭୀର ସମୁଦ୍ରରେ ପୁଣି ଏକ ବିରଳ ପ୍ରଜାତିର ସାର୍କ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛି। ଟ୍ରଲର ମାଲିକ ଏହି ବିଶାଳକାୟ ସାର୍କକୁ ରବିବାର ଦୀଘା ମୁହାଣ ଆନ୍ତର୍ଜାତିକ ମାଛ ମାର୍କେଟକୁ ବିକ୍ରି କରିବାକୁ ଆଣିଥିଲେ। ସେଠାରେ…
Read More...

ସୋମବାର ଠାରୁ ଆଦିବାସୀ ମେଳା

ଭୁବନେଶ୍ୱର,୨୦।୨(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହେବ ଆଦିବାସୀ ମେଳା। ଭୁବନେଶ୍ୱରର ୟୁନିଟ୍‌-୧ ଆଦିବାସୀ ପଡ଼ିଆରେ ଏହା ମାର୍ଚ୍ଚ ୧ ପର୍ଯ୍ୟନ୍ତ ଚାଲିବ। ଓର୍‌ମାସ୍‌, ଦି ଇଣ୍ଟେଗ୍ରେଟେଡ୍‌ ଟ୍ରାଇବାଲ୍‌ ଡେଭେଲପ୍‌ମେଣ୍ଟ ଏଜେନ୍ସି ଓ ଆଦିବାସୀ ଉନ୍ନୟନ ସମନ୍ବୟ ନିଗମ ପକ୍ଷରୁ ୧୦ଦିନ ଧରି…
Read More...

ପଥରଗାଡିଆ ମୌଜା ଲିଜ୍ ପ୍ଲଟର ସ୍ଥାୟୀ ପଟ୍ଟା ନିମନ୍ତେ ଦାବି

ଭୁବନେଶ୍ୱର - ପଥରଗାଡିଆ ମୌଜା ସ୍ଥିତ ଲିଜ୍ ପ୍ଲଟର ସ୍ଥାୟୀ ପଟ୍ଟା ନିମନ୍ତେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ସାମ୍ବାଦିକ ସମ୍ମିଳନୀ ଜରିଆରେ ଅନୁରୋଧ କରିଛନ୍ତି ପଥର ଗାଡିଆ ଶିଖରଚଣ୍ଡୀ ବିହାର ଉନ୍ନୟନ ପରିଷଦ। ଆଜି ପଥର ଗାଡିଆ ଶିଖରଚଣ୍ଡୀ ଉନ୍ନୟନ ପରିଷଦ ପକ୍ଷରୁ ଶିଖରଚଣ୍ଡୀ…
Read More...