banner
Breaking
Monthly Archives

February 2023

ମାର୍ଚ୍ଚ ୧୨ ଜେଇଇ ମେନ ଆବେଦନ ଶେଷ ତାଊ

ଭୁବନେଶ୍ୱର : ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍‌ ୨୦୨୩ର ଦ୍ୱିତୀୟ ସେସନ ବା ସେସନ-୨ ଏପ୍ରିଲ ୬ରୁ ୧୨ ମଧ୍ୟରେ ଅନୁଷ୍ଠିତ ହେବ। ଭାରତ ସମେତ ଦେଶ ବାହାରର ୧୭ ସହରରେ ପରୀକ୍ଷା କେନ୍ଦ୍ର ରହିବ। ଏଥିପାଇଁ ପଞ୍ଜୀକରଣ ଆରମ୍ଭ ହୋଇଥିବାବେଳେ ମାର୍ଚ୍ଚ ୧୨ରେ ଏହି…
Read More...

ପ୍ରତିଶୃତି ରକ୍ଷା ପାଇଁ ପଦ୍ମପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

ପଦ୍ମପୁର : ପଦ୍ମପୁର ଉପନିର୍ବାଚନ ସମୟରେ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରାଯିବ। ବର୍ଷକ ଭିତରେ ପଦ୍ମପୁରକୁ ଜିଲା ମାନ୍ୟତା ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀର ୩ଟି ସ୍ଥାନରେ ସଭା କରି ଏଭଳି ଘୋଷଣା କରିଛନ୍ତି।…
Read More...

ପାକିସ୍ଥାନୀ ଡ୍ରୋନକୁ ଖସାଇ ଦେଲେ ବିଏସଏଫ ଯବାନ

ଅମୃତସର : ପାକିସ୍ତାନରୁ ପଞ୍ଜାବକୁ ଡ୍ରଗ୍ସ ଚୋରା ଚାଲାଣ ପ୍ରକ୍ରିୟା ବନ୍ଦ ହେବାର ନାମ ନେଉନାହିଁ। ପଞ୍ଜାବର ଯୁବକଙ୍କୁ ବିଗାଡିବା ପାଇଁ ପାକିସ୍ତାନରୁ ଗୁପ୍ତରେ ଡ୍ରଗ୍ସ ଏବଂ ଅସ୍ତ୍ର ଆସୁଛି। ତେବେ ସୀମାନ୍ତରେ ପୋଷ୍ଟ ହୋଇଥିବା ଭାରତୀୟ ସୈନିକମାନେ ଏହି ଷଡଯନ୍ତ୍ରକୁ ରୋକିବାରେ ସଫଳ…
Read More...

କ୍ରିକେଟର ସବୁ ଫର୍ମାଟରେ ଭାରତ ନମ୍ବର ଓ୍ବାନ୍

ନୂଆଦିଲ୍ଲୀ : ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଟିମ୍‌ ଏଠାରେ ଖେଳାଯାଇଥିବା ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୬ ଉଇକେଟରେ ପରାଜିତ କରିଛି। ଏହାପରେ ଦଳ ଆଇସିସି ର଼୍ୟାଙ୍କିଙ୍ଗର ସମସ୍ତ ତିନୋଟି ଫର୍ମାଟରେ ବିଶ୍ୱର ଏକ ନମ୍ବର ଦଳ ହୋଇଛି।…
Read More...

ତିନି ଘଣ୍ଟା ବିଳମ୍ବରେ ଉଠିଲା ମହାଦୀପ

ଭୁବନେଶ୍ୱର: ପ୍ରାୟ ୩ ଘଣ୍ଟା ବିଳମ୍ବରେ ରାତି ୧ ଟା ୦୮ ମିନିଟରେ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ ଉଠିଛି। ମହାଦୀପ ଦର୍ଶନ ପରେ ବ୍ରତାଧାରୀମାନେ ନିଜ ବ୍ରତ ସମାପନ କରିଛନ୍ତି। ଆଜି ମହାଦୀପ ଉଠିବା ବେଳେ ଭକ୍ତଙ୍କ ହୁଳହୁଳି ଏବଂ ହର ହର ମହାଦେବ ଧ୍ୱନରି ପ୍ରକମ୍ପିତ ହୋଇ ଉଠିଥିଲା ଗଗନ-ପବନ।…
Read More...

ମାଗଣା ଆଇଏଏସ କୋଚିଂ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ମାଗଣା ଆଇଏଏସ କୋଚିଂ ଦେବେ। ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ଏହି କୋଚିଂ ଦେବ। ଏହାପୂର୍ବରୁ ମାଗଣା କୋଚିଂ ନେବାକୁ ଏକ ପରୀକ୍ଷା କରିବେ ରାଜ୍ୟ ସରକାର। ଏଥିପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷାରେ ମୋଟ୍ ୨୦୦ ଜଣଙ୍କୁ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ

ମେଷ: ଆଜି ଶନି ଦୃଷ୍ଟ ଅଷ୍ଟମ ଚନ୍ଦ୍ରଙ୍କ ଯୋଗୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି। ବିବାଦୀୟ ସ୍ଥିତିକୁ ଆଲୋଚନା ମାଧ୍ୟମରେ ହାଲ୍‌କା କରିବାରେ ସମର୍ଥ ହେବେ। ଶିଳ୍ପ, ବ୍ୟବସାୟ ବାଣିଜ୍ୟରେ ପୂର୍ବରୁ ଲାଗିରହିଥିବା ସମସ୍ୟା ସକାଶେ ଚିନ୍ତା କରିପାରନ୍ତି। ସନ୍ତାନ, ଶିକ୍ଷା…
Read More...

ଚୌଦ୍ବାର ଜେଲରେ ରହିବ ଗୋପାଳ

ଝାରସୁଗୁଡ଼ା : ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳକୃଷ୍ଣ ଦାସର ରିମାଣ୍ଡ ଅବଧି ଶେଷ ହେବା ପରେ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସୋମବାର କ୍ରାଇମବ୍ରାଞ୍ଚ ଦଳ ଝାରସୁଗୁଡ଼ା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ…
Read More...

ଫୁଲଓ୍ବାମା ଶହୀଦଙ୍କୁ ମନେପକାଇଲେ ମୋଦି

ନୂଆଦିଲ୍ଲୀ,୧୪।୨: ୨୦୧୯ ଫେବୃୟାରୀ ୧୪ରେ ହୋଇଥିବା ପୁଲୱାମା ଆକ୍ରମଣକୁ ଆଜି ୪ ବର୍ଷ ପୂରିଛି। ମଙ୍ଗଳବାର ଶହୀଦ ଯବାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନେ ପକାଇଛନ୍ତି। ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ କହିଛନ୍ତି,ପୁଲୱାମାରେ ଏହି ଦିନ ଆମେ ଆମର ବୀର ଯବାନଙ୍କୁ ହରାଇଥିଲୁ। ଯବାନଙ୍କ…
Read More...

ଏଣିକି ଫ୍ରିରେ ଦେଖିବେ ୨୦୦ ଚ୍ୟାନେଲ

ନୂଆଦିଲ୍ଲୀ : ଏଣିକି ଲୋକମାନେ ସେଟ-ଟପ ବକ୍ସ କିମ୍ବା ଫ୍ରି ଡିଶ୍‌ରେ ୨୦୦ରୁ ଅଧିକ ଚ୍ୟାନେଲକୁ ଦେଖିବାକୁ ସମର୍ଥ ହେବେ। ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି, ଟେଲିଭିଜନ ସେଟ ତିଆରି ସମୟରେ ସାଟେଲାଇଟ ଟ୍ୟୁନର୍‌ ସ୍ଥାପନ ପାଇଁ ଉଦ୍ୟମ କରାଯାଉଛି। ଏହି ପଦକ୍ଷେପ ସହିତ…
Read More...