ଏମ୍ସ ଭୁବନେଶ୍ୱରରେ ଜଣେ ପଙ୍ଗୁପ୍ରାୟ ରୋଗୀଙ୍କର ଦୁଇ ଆଣ୍ଠୁ ଓ ଦୁଇ ହିପ୍(ନିତମ୍ବ ଗଣ୍ଠି)ର ସଫଳ ମିଳିତ ପ୍ରତିରୋପଣ
ଭୁବନେଶ୍ୱର : ଏମ୍ସ ଭୁବନେଶ୍ବରର ପ୍ରଥମ ଦଶନ୍ଧିର ସ୍ବର୍ଣ୍ଣିମ ଯାତ୍ରାରେ ଯୋଡ଼ିହୋଇଛି ଆଉ ଏକ ସଫଳ ଫର୍ଦ୍ଦ। ଏହି ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ ଜଣେ ପଙ୍ଗୁପ୍ରାୟ ମହିଳା ରୋଗୀଙ୍କର ଏକକାଳୀନ ଦୁଇ ଆଣ୍ଠୁ ଓ ଦୁଇ ହିପ୍(ନିତମ୍ବ ଗଣ୍ଠି)ର ସଫଳ ପ୍ରତିରୋପଣ କରିଛନ୍ତି ଡାକ୍ତରୀଦଳ। ଯାହାକି…
Read More...
Read More...