banner
Breaking
Monthly Archives

February 2023

ରଘୁନାଥପୁରରେ ଏଚଡିଏଫସି ବ୍ୟାଙ୍କର ନୂଆ ଶାଖା

ଭୁବନେଶ୍ବର: ନନ୍ଦନକାନନ ସ୍ଥିତ ରଘୁନାଥପୁରରେ ଏଚଡିଏଫସି ବ୍ୟାଙ୍କର ନୂତନ ଶାଖା ଆରମ୍ଭ ହୋଇଛି। ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଯୋଗଦେଇ ଏହି ଶାଖାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଏଚଡିଏଫସି ହେଉଛି ସବୁଠୁ…
Read More...

ଆଜି ଆସୁଛନ୍ତି ରା୍ଷ୍ଟ୍ରପତି

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ପୂର୍ବାହ୍ନ ୧୧ଟା ୪୫ରେ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବା ପରେ ଉତ୍କଳ ମଣ୍ଡପଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା…
Read More...

ଆଜିଠାରୁ ଆଇସିସି ମହିଳା ଟି୨୦ ବିଶ୍ବକପ

କେପ୍‌ ଟାଉନ୍‌, ୧୦ା୨ :ଆଇସିସି ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ ଏଠାରେ ଶୁକ୍ରବାରଠାରୁ ଆରମ୍ଭ ହେବ। ପ୍ରତିଯୋଗିତାରେ ଅଷ୍ଟ୍ରେଲିଆ ଆଧିପତ୍ୟ ବିସ୍ତାର କରିବାକୁ ଚାହିଁବ। ଭାରତ ଓ ଇଂଲଣ୍ଡ ସମେତ ଅନ୍ୟ କେତୋଟି ଦଳ ତାହା କରାଇ ଦେବାକୁ ଚାହିଁବେ ନାହିଁ। ଆଇସିସି ମହିଳା ଟି୨୦ କ୍ରିକେଟ…
Read More...

ଧାର ଟଙ୍କାକୁ କେନ୍ଦ୍ରକରି ଗଣ୍ଡଗୋଳ ଜଣେ ମୃତ

ଭୁବନେଶ୍ୱର,୧୦ା୨ : ଧାର ଟଙ୍କାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ଗୁରୁବାର ରାତିରେ ଅପହରଣ କରାଯିବା ଏବଂ ପରେ ଶହୀଦନଗର ଥାନା ପରିସରରେ ତାଙ୍କର ମୃତ୍ୟୁ ଘଟିବା ଭଳି ଏକ ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଗାଡ଼କଣ ଅଞ୍ଚଳରେ ରହୁଥିବା ବିଚିତ୍ର ପଲେଇ(୪୨)। ପୋଲିସ ଏହି ଘଟଣାରେ ସମ୍ପୃକ୍ତ…
Read More...

ଆଜିଠାରୁ ଓଜେଇଇ ଆବେଦନ ଆରମ୍ଭ

ଭୁବନେଶ୍ୱର :ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୩ ଲାଗି ଶୁକ୍ରବାରଠାରୁ ଅନ୍‌ଲାଇନ୍‌ ଆବେଦନ ଆରମ୍ଭ ହେବ। ଏହା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। ତେବେ ଓଜେଇଇ ପରୀକ୍ଷା ଲାଗି ନିର୍ଦ୍ଦିଷ୍ଟ ତାରିଖ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ ମେ’ ପ୍ରଥମ କିମ୍ବା ୨ୟ ସପ୍ତାହ ମଧ୍ୟରେ…
Read More...

ଇସ୍ପାତ ଓ ଖଣି ବିଭାଗରେ ୬୫ ଜଣକୁ ନିଯୁକ୍ତି

ଭୁବନେଶ୍ୱର :ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ୫-ଟି, ମୋ ସରକାର ଭଳି ଅଭିନବ କାର୍ଯ୍ୟକ୍ରମ କରିଛନ୍ତି। ଏସବୁ କେତେଦୂର ଆଶ୍ଚର୍ଯ୍ୟଚକିତ ଓ ଅଭିନବ କୌଶଳ ତାହା ବଡ଼ କଥା ନୁହେଁ। ବାସ୍ତବ କ୍ଷେତ୍ରରେ କାର୍ଯ୍ୟକାରିତା ହେଉଛି ଏହାର ସଫଳ ଉପଯୋଗ । ବିିଚାରବନ୍ତ, ସାଧୁତା…
Read More...

ଅର୍ଚ୍ଚନା ନାଗ ମାମଲାର ଚାର୍ଜସିଟ୍ ଦାଖଲ

କଟକ :ବହୁ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଜାମିନ ଆବେଦନ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଛି। ଆବେଦନକାରୀଙ୍କ ବିରୋଧରେ ଚାର୍ଜସିଟ ଦାଖଲ ହୋଇଥିବା ଶୁଣାଣିବେଳେ ସ୍ପଷ୍ଟ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ତଦନ୍ତର ସାନି ସ୍ଥିତି ଅବଗତ କରାଯାଇଛି। ଚାର୍ଜସିଟ୍‌ରେ ଉଲ୍ଲେଖ…
Read More...

ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କ ଉନ୍ନତି କରଣ ସମୀକ୍ଷା ବୈଠକ

ଭୁବନେଶ୍ବର : ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତଙ୍କ ଦ୍ଵାରା ଉନ୍ନତି କାରଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଧାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଉତ୍ତର ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା ସମସ୍ତ ଓ୍ବାର୍ଡର କର୍ପୋରେଟର ମାନେ ଯୋଗଦେଇଥିଲେ।…
Read More...

ଟସ୍ ଜିତି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତି

ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ନାଗପୁରରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟସ ଜିତିବା ପରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ ସୂର୍ଯ୍ୟକୁମାର ଯାଦବ ଏବଂ କେ.ଏସ ଭରତ ଏହି ମ୍ୟାଚ୍‌ରେ ଡେବ୍ୟୁ କରିଛନ୍ତି।…
Read More...

୧୫ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ଇସ୍ତାନବୁଲ,୯।୨ : ତୁର୍କୀ ଏବଂ ସିରିଆରେ ହୋଇଥିବା ଭୂକମ୍ପ ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ନୂତନ ଆକଳନ ଅନୁଯାୟୀ, ଏପର୍ଯ୍ୟନ୍ତ ୧୫ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଆହତଙ୍କ ସଂଖ୍ୟା ୮୦ ହଜାରରୁ ଅଧିକ ହୋଇଛି। ବହୁ ସଂଖ୍ୟକ ଲୋକ ଏପର୍ଯ୍ୟନ୍ତ…
Read More...