banner
Breaking
Monthly Archives

March 2023

୩ ତାରିଖ ପର୍ଯ୍ୟନ୍ତ ବର୍ଷା

ନୂଆଦିଲ୍ଲୀ : ଦିଲ୍ଲୀ ସମେତ ଉତ୍ତର ଭାରତର କିଛି ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ବର୍ଷା ହୋଇଛି । ଫଳରେ ତାପମାତ୍ରା ସମାନ୍ୟ କମ ହୋଇଯାଇଛି । ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ, ଏପ୍ରିଲ ୩ ପର୍ଯ୍ୟନ୍ତ ବର୍ଷା ସହ ପବନ ଜାରି ରହିବ । ପାଣିପାଗ ବିଭାଗ କହିଛି ଶୁକ୍ରବାର କେରଳ,…
Read More...

ଟ୍ରାଫିକ ଥାନା ୨ ଲୋକାର୍ପିତ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାର ଟ୍ରାଫିକ ଥାନା-୨ ନୂଆ ରୂପ ପାଇଛି। ପୂର୍ବରୁ ଚନ୍ଦ୍ରଶେଖରପୁରରେ ଏହି ଥାନା ଥିବାବେଳେ ଗୁରୁବାର ପାତ୍ରପଡ଼ାଠାରେ ଦୁଇ ମହଲା ବିଶିଷ୍ଟ ନୂତନ କୋଠାକୁ ଉଦ୍‌ଘାଟନ କରାଯାଇଛି। ପୂର୍ବାହ୍ନରେ ପୋଲିସ ଡିଜି ସୁନିଲ ବଂଶଲ ମୁଖ୍ୟ…
Read More...

ଆସନ୍ତା କାଲି ବସ୍ତି ବାସିନ୍ଦାଙ୍କୁ ପଟ୍ଟା ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୩ (ବ୍ୟୁରୋ): ଏପ୍ରିଲ ୧ ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଗା ମିଶନ ଅଧୀନରେ ଭୂମିହୀନଙ୍କୁ ପଟ୍ଟା ବଣ୍ଟନ କରିବେ। ସମୟ ପାଖେଇ ଆସୁଥିବାବେଳେ ଜାଗା ମିଶନ୍‌ ସର୍ଭେକୁ ନେଇ ଅଡୁଆ ବଢିବାରେ ଲାଗିଛି। ମହାନଗରରେ ଥିବା ବସ୍ତି ଅଞ୍ଚଳରେ ପ୍ରଥମେ ଡ୍ରୋନ୍‌ ସର୍ଭେ…
Read More...

ପ୍ୟାକେଟ ପିଛା ୨ଟଙ୍କା ବଢିଲା ଓମଫେଡ କ୍ଷୀର ଦର

ଭୁବନେଶ୍ୱର : ରାଜ୍ୟ ସରକାର ଓମ୍‌ଫେଡ ଦୁଗ୍ଧ ମୂଲ୍ୟ ବୃଦ୍ଧି କରିଛନ୍ତି। ୫୦୦ ମିଲିଲିଟର ପ୍ୟାକେଟ ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି। ଏ ନେଇ ଓମ୍‌ଫେଡ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଟୋନ୍‌ଡ ପ୍ୟାକେଟ ପିଛା ୨୧ଟଙ୍କା ଥିବା ବେଳେ ତାହା ୨୩…
Read More...

ମେ ୧୦ ରେ ଝାରସୁଗୁଡ଼ା ଉପନିର୍ବାଚନ

ଭୁବନେଶ୍ୱର : ମେ’୧୦ରେ ହେବ ଝାରସୁଗୁଡା ଉପନିର୍ବାଚନ। ଏନେଇ ବୁଧବାର ମୁଖ୍ୟ ନିର୍ବାଚନ କମିଶନର ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ସୂଚନାନୁଯାୟୀ, ମେ’୧୦ରେ ମତଦାନ ଏବଂ ମେ’ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ। ଏପ୍ରିଲ ୨୦ରେ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିବା ବେଳେ ଏପ୍ରିଲ ୨୧ରେ…
Read More...

ସୋସିଆଲ ମିଡିଆରେ ନାରା ନେଇ ରାଜନୀତି

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ବିଜେଡି ନେତାଙ୍କ ମୁହଁରେ ଏବେ ଜୟ ଜଗନ୍ନାଥ ନାରା। ଶଙ୍ଖ ମୋର ଗର୍ବ ପରେ ଜୟ ଜଗନ୍ନାଥ ସ୍ଲୋଗାନକୁ ନେଇ ସୋସିଆଲ ମିଡିଆରେ ବିଜେଡି କ୍ୟାମ୍ପେନ୍‌ ଆରମ୍ଭ କରିଛି। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ନିଜ ସୋସିଆଲ ମିଡିଆରେ ଜୟ ଜଗନ୍ନାଥ ଶେୟାର କରିବା…
Read More...

ପଶ୍ଚିମା ଝଡ ପ୍ରଭାବରେ ପ୍ରବଳ ବର୍ଷା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ୨୯ରୁ ଆଉ ଏକ ପଶ୍ଚିମାଝଡ। ଏହାର ପ୍ରଭାବରେ ରାଜ୍ୟରେ ୩୦ମାର୍ଚ୍ଚରୁ ୧ ଏପ୍ରିଲ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ତେବେ ମାର୍ଚ୍ଚ ୩୧ରେ ରାଜ୍ୟର ଅନେକ ସ୍ଥାନରେ ହାଲୁକା ମଧ୍ୟମ ଧାରଣ ବର୍ଷା ସହ କଟକ, ଯାଜପୁର, ଢେଙ୍କାନାଳ,ଭଦ୍ରକ ଏବଂ…
Read More...

ବଢ଼ିଲା ପାନ ଆଧାର ସଂଯୋଗ ଅବଧି

ନୂଆଦିଲ୍ଲୀ,୨୮।୩: ପାନ୍‌ କାର୍ଡ (ପର୍ମାନେଣ୍ଟ ଆକାଉଣ୍ଟ ନମ୍ବର) ସହ ଆଧାର କାର୍ଡ ଲିଙ୍କ୍‌ କରିବାର ସମୟସୀମାକୁ ଆସନ୍ତା ଜୁନ୍‌ ୩୦ ୨୦୨୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସେଣ୍ଟ୍ରାଲ ବୋର୍ଡ ଅଫ ଡାଇରେକ୍ଟ ଟ୍ୟାକ୍ସ (ସିବିଡିଟି) ମଙ୍ଗଳବାର ଏକ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦେଇଛି।…
Read More...

ବଢୁଛି କରୋନା ସଂକ୍ରମଣ, ରାଜ୍ୟ ସରକାରଙ୍କ ଆଗୁଆ ପଦକ୍ଷେପ

ଭୁବନେଶ୍ୱର, ୨୮।୩ (ବ୍ୟୁରୋ): କିଛି ଦିନର ବ୍ୟବଧାନ ପରେ ସମଗ୍ର ଦେଶରେ ପୁଣି ଥରେ କୋଭିଡ୍‌ ସଂକ୍ରମଣ ବଢିବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି ଏବେଠାରୁ ସତର୍କ ରହିବା ପାଇଁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏଥିସହ ବେଡ୍‌ ଓ ଅକ୍ସିଜେନ୍‌ ପ୍ରସ୍ତୁତ ରଖିବା ପାଇଁ ସବୁ ମେଡିକାଲ…
Read More...

ରାଜ୍ୟ ମତ୍ସ୍ୟ ଉନ୍ନୟନ ନିଗମ ଅଧ୍ୟକ୍ଷଙ୍କ ଚିପିଲିମା ଯାଆଁଳା ଉତ୍ପାଦନ କେନ୍ଦ୍ର ପରିଦର୍ଶନ

ଭୁବନେଶ୍ୱର,୨୭ା୩ ରାଜ୍ୟ ମତ୍ସ୍ୟ ଉନ୍ନୟନ ନିଗମ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପାତ୍ର ସମ୍ବଲପୁର ଜିଲ୍ଲାର ଚିପିଲିମା ସ୍ଥିତ ମତ୍ସ୍ୟ ଯାଆଁଳା ଉତ୍ପାଦନ କେନ୍ଦ୍ର ପରିଦର୍ଶନ କରିଛନ୍ତି । ଅଜିର ଏହି ଗସ୍ତ ସମୟରେ ସେ ମତ୍ସ୍ୟଚାଷୀ ମାନଙ୍କ ସହିତ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ବଦ୍ଧରେ…
Read More...