ଆକାଉଣ୍ଟଧାରୀଙ୍କୁ ଠକ ଘୋଷଣା ପୂର୍ବରୁ ସେମାନଙ୍କର ଶୁଣିବା ଉଚିତ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୭।୩ : ସୁପ୍ରିମକୋର୍ଟ ସୋମବାର କହିଛନ୍ତି ଯେ କୌଣସି ଆକାଉଣ୍ଟଧାରୀଙ୍କୁ ଠକ ଘୋଷଣା କରିବା ପୂର୍ବରୁ ବ୍ୟାଙ୍କଗୁଡ଼ିକ ମଧ୍ୟ ସେମାନଙ୍କ ପକ୍ଷ ଶୁଣିବା ଉଚିତ। ଋଣ ନେଇଥିବା ବ୍ୟକ୍ତିଙ୍କ କଥା ମଧ୍ୟ ଶୁଣିବା ଆବଶ୍ୟକ। ଏହା ପରେ ବ୍ୟାଙ୍କଗୁଡ଼ିକ ନିଷ୍ପତ୍ତି ନେବା ଉଚିତ। କୋର୍ଟ ଏହା…
Read More...
Read More...