banner
Breaking
Monthly Archives

March 2023

କିମ୍‌ସରେ ବିଶ୍ୱ କିଡ଼ନୀ ଦିବସ ପାଳିତ

ଭୁବନେଶ୍ୱର : କିଡନୀ (ବୃକ୍‍କ) ଶରୀରର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କିଡନୀ ସ୍ୱାସ୍ଥ୍ୟକୁ ଅଣଦେଖା କରିବା ଦ୍ୱାରା ରୋଗ ବୃଦ୍ଧି ପାଇଥାଏ। ସାଂପ୍ରତିକି ପରିସ୍ଥିତିରେ ବଢୁଥିବା କିଡ଼ନୀ ସମ୍ବନ୍ଧୀୟ ରୋଗ ବିଷୟରେ ଲୋକଙ୍କୁ ଅବଗତ କରାଇବା ପାଇଁ ପ୍ରତିବର୍ଷ ମାର୍ଚ୍ଚ ୯ ତାରିଖରେ ବିଶ୍ୱବ୍ୟାପୀ…
Read More...

୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏ ନେଇ ୯ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏହି ଜିଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ,…
Read More...

ପୁଣି ବିଧାନସଭାରେ ନବ ଝଡ଼, ଗୃହ ମୁଲତବୀ

ଭୁବନେଶ୍ୱର : ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠୁ ଆରମ୍ଭ ହୋଇଥିବା ବେଳେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡକୁ ନେଇ ଆଲୋଚନା କରିବାକୁ ଦାବି କରିଥିଲେ, ହେଲେ ସେଥିଲାଗି ବାଚସ୍ପତି ଅନୁମତି ଦେଇ ନ ଥିଲେ॥ ଏହାପରେ ମୁଖ୍ୟମନ୍ତ୍ରୀଙ୍କ…
Read More...

କେନ୍ଦ୍ର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର :ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ୫ କେ.ଜି. ଚାଉଳ ବନ୍ଦ କରିବା ଏବଂ ଏଲ୍‌ପିଜି ଦରବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ସିଧାସଳଖ କେନ୍ଦ୍ରକୁ ଟାର୍ଗେଟ କରିଛନ୍ତି। ବିଜୁ ମହିଳା ଜନତା ଦଳ ସଭାପତି…
Read More...

ରାଜ୍ୟ କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଗୁରୁବାର ସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ଜଣାପଡ଼ିଛି। ରାଜସ୍ବ ବିଭାଗ, ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ,…
Read More...

ଶୁକ୍ରବାର ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ

କଟକ ,୧୦ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖରେ ସରିବ। ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏହି ସମୟ ମଧ୍ୟରେ କରାଯିବ। ଚଳିତ…
Read More...

ଆନ୍ତର୍ଜାତୀୟ ମହିଳା ଦିବସ ଓ ହୋଲି ଉତ୍ସବ ପାଳିତ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ୧୨ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ନିୟୁ ଗମେଣ୍ଟ କଲୋନୀ ସ୍ଥିତ ଓ୍ବାର୍ଡ କାର୍ଯ୍ୟାଳୟ ପରିସରରେ ଆନ୍ତର୍ଜାତୀୟ ମହିଳା ଦିବସ ଓ ହୋଲି ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । କର୍ପୋରେଟର ଜୟନ୍ତୀ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ…
Read More...

୨୪ ଘଣ୍ଟା ମଧ୍ୟରେ କାଳ ବୈଶାଖୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ମାର୍ଚ୍ଚ ମାସରୁ ରାଜ୍ୟରେ ଅସମ୍ଭାଳ ଗୁଳୁଗୁଳି ଅନୁଭୂତ ହେଲାଣି। ଏଥିରୁ ମୁକ୍ତି ପାଇଁ ବର୍ଷାର ଆବଶ୍ୟକ ରହିଥିବା ବେଳେ କାଳବୈଶାଖୀ ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ…
Read More...

ବିଶିଷ୍ଟ ବୈଜ୍ଞାନିକ ପ୍ରଫୁଲ୍ଲ ଜେନାଙ୍କ ପରଲୋକ

ଭୁବନେଶ୍ୱର,୭।୩(ବ୍ୟୁରୋ): ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ବିଶିଷ୍ଟ ବୈଜ୍ଞାନିକ ପ୍ରଫୁଲ୍ଲ କୁମାର ଜେନାଙ୍କର ମଙ୍ଗଳବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଓଡ଼ିଶ ବିଜ୍ଞାନ ଭିତ୍ତିଭୂମି ସ୍ଥାପନରେ ସ୍ବର୍ଗତ ଜେନାଙ୍କର ପ୍ରମୁଖ ଭୂମିକା ଥିଲା। ସେ ପ୍ରଥମ ଓଡ଼ିଆ…
Read More...

ଦିନେ ବଢ଼ିଲେ ଦିନେ କମୁଛି କରୋନା

ନୂଆଦିଲ୍ଲୀ, ୭।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ…
Read More...