banner
Breaking
Monthly Archives

March 2023

ହୋଲିରେ ମୋ ବସ୍ ଚଳାଚଳ ବନ୍ଦ ରହିବ

ଭୁବନେଶ୍ୱର : ହୋଲିରେ ମୋ ବସ ଚଳାଚଳ ବନ୍ଦ ରହିବ । ବୁଧବାର ପୂର୍ବାହ୍ନରେ ରାଜଧାନୀ ଓ ରାଉରକେଲାରେ ମୋ ବସ୍‌ ଚଳାଚଳ ବନ୍ଦ ରହିବ । ତେବେ ଏହା ଅପରାହ୍ନରେ କାର୍ଯ୍ୟକ୍ଷମ ହୋଇଯିବ। ଏନେଇ କ୍ରୁଟ୍‌ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ସୂଚନା ଦିଆଯାଇଛି। ଏ ନେଇ ସୋସିଆଲ ମିଡିଆରେ ସଂଶୋଧିତ ସାରଣୀ…
Read More...

ପାଣିରେ ବୁଡି ଚିନ୍ମୟୀଙ୍କ ମୃତ୍ୟୁ ଘଟିଛି: ଏସ୍ ପି

ଭୁବନେଶ୍ୱର, ୭।୩(ବ୍ୟୁରୋ): ବୁର୍ଲା ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁଙ୍କ ମୃତ୍ୟୁ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏସ୍‌ପି ବି. ଗଙ୍ଗାଧର। ସେ କହିଛନ୍ତି, ଚିନ୍ମୟୀଙ୍କୁ ହତ୍ୟା କରାଯାଇନାହିଁ, ପାଣିରେ ବୁଡି ଚିନ୍ମୟୀଙ୍କ ମୃତ୍ୟୁ ଘଟିଛି। ହେଲେ କେମିତି ଓ କେଉଁ ପରିସ୍ଥିତିରେ…
Read More...

ଥଣ୍ଡା କାଶ ଜର ବୃଦ୍ଧି ପାଇଁ ଭୟଭୀତ ନହେବାକୁ ପରାମର୍ଶ

ନୂଆଦିଲ୍ଲୀ,୭।୩: ଦେଶରେ କରୋନା ସଂକ୍ରମଣ ହ୍ରାସ ପାଉଛି। ହେଲେ ଥଣ୍ଡା,କାଶ ଏବଂ ଜ୍ୱର ମାମଲା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ଏଚ୍‌୩ଏନ୍‌୨ ଭାଇରସ ଯୋଗୁ ଏଭଳି ହେଉଥିବା ଆଇସିଏମ୍‌ଆର୍‌ କହିଛି। ଏହା ଏକ ପ୍ରକାର ଇନ୍‌ଫ୍ଲୁଏଞ୍ଜା ଭାଇରସ। ଡାକ୍ତରମାନେ ଦାବି କରିଛନ୍ତି ଯେ,…
Read More...

ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ଲେଖିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଶ୍ରୀ ଦୋଳଗୋବିନ୍ଦଙ୍କ…
Read More...

ଦିଶା ଓଡ଼ିଶା ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ

ଭୁବନେଶ୍ୱର :ଦିଶା ଓଡ଼ିଶା ଫାଉଣ୍ଡେଶନ ପକ୍ଷରୁ ଭୁବନେଶ୍ୱର ଏଲ୍‌ଆଇସି ଛକସ୍ଥିତ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ସୋମବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ୧୦ଜଣ ମହିଳାଙ୍କୁ ‘ଏମ୍‌ପାଓ୍ବାର ଅଫ୍‌…
Read More...

ମୁମ୍ବାଇ ଇଣ୍ଡିଆନ୍ସର ଦ୍ବିତୀୟ ବିଜୟ

ମୁମ୍ବାଇ : ହିଲି ମାଥ୍ୟୁସଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ମହିଳା ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ସ୍ଥାନୀୟ ବ୍ରାବୋର୍ନ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…
Read More...

ମାଟ୍ରିକ ପରୀକ୍ଷା ପାଇଁ ସ୍ୱତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା

ଭୁବନେଶ୍ୱର : ଆସନ୍ତା ମାର୍ଚ୍ଚ ୧୦ରୁ ୧୭ ଯାଏ ଚାଲିବ ମାଟ୍ରିକ ପରୀକ୍ଷା। ଏଥର କପି ରୋକିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା କରାଯାଇଛି। ପରୀକ୍ଷା ସେଣ୍ଟର ଗୁଡ଼ିକୁ ସ୍କ୍ୱାର୍ଡ ଅଚାନକ ଗସ୍ତ କରିବେ। ଏଥିସହ ସମସ୍ତ କେନ୍ଦ୍ରରେ ସିସିଟିଭି ଲଗାଇବା…
Read More...

ଐତିହାସିକ ଡାକୋଟା ବିମାନକୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜାତି ଉଦ୍ଦେଶ୍ୟରେ ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନକୁ ସମର୍ପଣ କରିଛନ୍ତି। ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଏହି ବିମାନକୁ ଆଜି…
Read More...

ଏହି ହୋଲିରେ ଅମ୍ଲତାର ଉପଚାର: ଘରୋଇ ଉପଚାର ଏକମାତ୍ର ସମାଧାନ : ଡା ମନୋଜ କୁମାର ସାହୁ

ଋଙ୍ଗର ପର୍ବ, ହୋଲି ପାଖେଇ ଆସିଲାଣି - ପରିବାର ଏବଂ ସାଙ୍ଗମାନଙ୍କ ସହିତ ଉତ୍ସବ ପାଳନ ପାଇଁ ଏକ ସମୟ, ଏବଂ ଛଣାଛଣି ଏବଂ ମିଠା ଖାଦ୍ୟ (ଗୁଜିଆ ପରି ମିଠା ସହିତ) ଏବଂ ପାନୀୟର ମଜା ନେବା । କିନ୍ତୁ ଏହି ସମୟରେ ବିଶେଷ ପ୍ରଲୋଭନ ଦେଖାଉଥିବା ଖାଦ୍ୟରେ ଅତ୍ୟଧିକ ମାତ୍ରାରେ ବୁଡିଯିବା ଆପଣଙ୍କ ହଜମ…
Read More...

ତୁଳସୀ ମୁଣ୍ଡାଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ୱର : ସମାଜର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ମହିଳାଙ୍କୁ ନେଇ ଶୁକ୍ରବାର ସ୍ଥାନୀୟ ଏକ ହୋଟେଲରେ ପରିଚୟ ଫାଉଣ୍ଡେସନ ପକ୍ଷରୁ ଆର୍ଯ୍ୟ ପୁରସ୍କାର ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଯୋଗଦେଇ କହିଛନ୍ତି, ସମାଜର…
Read More...