banner
Breaking
Monthly Archives

April 2023

ଆସୁଛି ଲଘୁଚାପ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ଆସୁଛି ଲଘୁଚାପ। ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ମେ’ ୫ ପାଖାପାଖି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ପରବର୍ତ୍ତୀ ସମୟରେ ଏହା ଅବପାତ ରୂପ ନେଇପାରେ…
Read More...

ପୁଣି ଜଣେ ତାନ୍ତ୍ରିକ ଗିରଫ

କଟକ : ତାନ୍ତ୍ରିକ ସାଜି ମହିଳାଙ୍କଠାରୁ ୬୨ ଲକ୍ଷ ଟଙ୍କା ଠକି ନେଇଥିବା ଜଣେ ଯୁବକଙ୍କୁ ମଙ୍ଗଳାବାଗ ପୋଲିସ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କେଶରପୁର ଅଞ୍ଚଳର ମୌଲାନା କୈଫି ଖାନ୍‌(୨୭)। ତାଙ୍କ ନିକଟରୁ ନଗଦ ୨,୭୬,୪୧୦ ଟଙ୍କା, ୨ଟି ଦାମୀ କାର୍‌, ୭୦ ଦାମୀ ମୋବାଇଲ…
Read More...

ପ୍ରକାଶ ପାଇଲା ଜେଇ ମେନ୍ ପରୀକ୍ଷା ଫଳ

ନୂଆଦିଲ୍ଲୀ : ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ପକ୍ଷରୁ ହୋଇଥିବା ମିଳିତ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ ସେସନ ୨ର ୨୦୨୩ ଫଳାଫଳ ଶନିବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ଏନ୍‌ଟିଏର ଅଫିସିଆଲ ଓ୍ବେବସାଇଟ୍‌ jeemain.nta.nic.in କୁ ଯାଇ ନିଜର ମାର୍କ ଚେକ୍‌ କରିପାରିବେ। ଏପରିକି…
Read More...

କେନ୍ଦ୍ରାପଡ଼ା ଜିଲ୍ଲା ୨ ଦିନିଆ ଗସ୍ତ ଶେଷ କଲେ ପାଣ୍ଡିଆନ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ଅପେକ୍ଷା

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ବିକାଶର ସମୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତଗିତ ସଚିବ (୫-ଟି) ଭି.କେ. ପାଣ୍ଡିଆନଙ୍କ ୨ଦିନିଆ ଗସ୍ତ ଶୁକ୍ରବାର ଶେଷ ହୋଇଛି। ପାଣ୍ଡିଆନଙ୍କୁ ଜିଲାବାସୀ ଉଚ୍ଛ୍ବସିତ ସମ୍ବର୍ଦ୍ଧନା ଦେଇଛନ୍ତି। ସେ ଆଳିର ଲକ୍ଷ୍ମୀବରାହ ଜୀଉ, ରାଜନଗରର…
Read More...

ଘରୋଇ ହସ୍ପିଟାଲରେ କାହିଁକି ବଢୁଛି ସିଜରିଆନ ଡେଲିଭରୀ, ତଦନ୍ତ ହେବ

ଭୁବନେଶ୍ୱର : ରାଜ୍ୟରେ ସିଜରିିଆନ ପ୍ରସବ (ଡେଲିଭରି) ଚିନ୍ତାଜନକ ସ୍ଥିତିକୁ ଗଲାଣି। ସ୍ବାଭାବିକ ପ୍ରସବଠାରୁ ସିଜରିଆନ ଡେଲିଭରି ବଢ଼ିବାରେ ଲାଗିଛି। ଏଭଳି ସ୍ଥିତିକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଉଦ୍‌ବେଗ ପ୍ରକାଶ କରିଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଘରୋଇ ହସ୍ପିଟାଲରେ ପ୍ରସବଜନିତ…
Read More...

ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି ହେଲେ ଏଲଆଇସିର ଅଧ୍ୟକ୍ଷ

ନୂଆଦିଲ୍ଲୀ : ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି ହେଲେ ଏଲଆଇସିର ଅଧ୍ୟକ୍ଷ। ଭାଜପା ଶାସନ ସମୟରେ ବହୁ ଓଡ଼ିଆଙ୍କୁ ଭାରତ ସରକାରଙ୍କ ବିଭିନ୍ନ ବିଭାଗରେ ଗୁରୁତ୍ବପୂର୍ଣ୍ଣ ଦାୟିତ୍ଵ ମିଳିଛି। ଏହି କ୍ରମରେ ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି)ର ନୂତନ ଚେୟାରମ୍ୟାନ ଭାବେ ବରିଷ୍ଠ ବୀମା ଅଧିକାରୀ…
Read More...

ଅନୁଭବଙ୍କ ଫିଲ୍ମ ଲଭ ଇନ୍ ଲଣ୍ଡନ ରଜରେ ମୁକ୍ତିଲାଭ କରିବ

ଭୁବନେଶ୍ୱର: ଅନୁଭବଙ୍କ ଅଭିନୀତ ଫିଲ୍ମ ‘ଲଭ ଇନ୍ ଲଣ୍ଡନ’ ରଜରେ ମୁକ୍ତିଲାଭ କରିବାକୁ ଯାଉଛି । ନବୀନ ଭଣ୍ଡାରି ଓ ଜେ. ବର୍ଖାଙ୍କ ଦ୍ୱାରା ପ୍ରଯୋଜିତ ଏହି ଭିନ୍ନ ଧରଣର ରୋମାଣ୍ଟିକ ଫିଲ୍ମ ‘ଲଭ ଇନ୍ ଲଣ୍ଡନ’ରେ ଅନୁଭବ ମହାନ୍ତିଙ୍କୁ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି । ତାଙ୍କ ବିପକ୍ଷରେ…
Read More...

ଆହୁରି ୪ ଦିନ କାଳବୈଶାଖୀ ଜାରି ରହିବ

ଭୁବନେଶ୍ବର : ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବ । ଶୁକ୍ରବାର ପାଇଁ ୨୧ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି । ସେହିସବୁ ଜିଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼,…
Read More...

ବିଇଡି ପାଇଁ ନାମ ଲେଖା ଆରମ୍ଭ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ ଓ ସ୍ବୟଂ ଶାସିତ କଲେଜଗୁଡ଼ିକରେ ବିଇଡି, ବିଏଚ୍‌ଇଡି ଓ ଏମ୍‌ଇଡି ନାମଲେଖା ପାଇଁ ପ୍ରକ୍ରିୟା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆରମ୍ଭ ହୋଇଛି। ଚଳିତ ବର୍ଷର ପ୍ରବେଶିକା ପରୀକ୍ଷା ସେବା ଚୟନ ବୋର୍ଡ(ଏସ୍‌ଏସ୍‌ବି) ଦ୍ୱାରା ପରିଚାଳିତ…
Read More...

ଭାରତର ଜି-୨୦ ସଭାପତିତ୍ବକୁ ନେଇ ଏମ୍‌ସ ଭୁବନେଶ୍ୱର ଛାତ୍ରଛାତ୍ରୀଙ୍କ ପକ୍ଷରୁ ମାନବଶୃଙ୍ଖଳ

ଭୁବନେଶ୍ୱର : ଭାରତର ଜି-୨୦ ସଭାପତିତ୍ବର ସଫଳତାକୁ ଏମ୍‌ସ ଭୁବନେଶ୍ୱର ପକ୍ଷରୁ ନିଆରା ଢଙ୍ଗରେ ପାଳନ କରାଯାଇଛି। ଆଜି ଏହି ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନର ଛାତ୍ରଛାତ୍ରୀଙ୍କ ପକ୍ଷରୁ ଏକ ବିଶାଳ ମାନବଶୃଙ୍ଖଳ ଗଠନ କରାଯାଇଥିଲା। ପ୍ରାୟ ସାଢ଼େ ତିନିଶହ ଛାତ୍ରୀଙ୍କୁ ନେଇ ଜି୨୦କୁ ଚିତ୍ରଣ…
Read More...