banner
Breaking
Monthly Archives

April 2023

ଡଙ୍ଗା ବୁଡି ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ରାପଡ଼ା ଜିଲା ଆଳିରେ ଡଙ୍ଗାବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। କେନ୍ଦ୍ରାପଡ଼ା ଜିଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ…
Read More...

ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟୋରେଟ୍‌

ବିଶିଷ୍ଟ ଶିକ୍ଷାବିତ୍‌ ଓ ସମାଜସେବୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠତା ଅଚ୍ୟୁତ ସାମନ୍ତଙ୍କୁ ଆସାମର ମହାପୁରୁଷ ଶ୍ରୀମନ୍ତ ଶଙ୍କରଦେବ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟୋରେଟ୍‌ ପ୍ରଦାନ କରାଯାଇଛି। ଗୁରୁବାର ବିଶ୍ୱବିଦ୍ୟାଳୟର ୫ମ ଦୀକ୍ଷାନ୍ତ ସମାରୋହରେ ଶ୍ରୀ ସାମନ୍ତଙ୍କୁ…
Read More...

କୌଣସି ମାମଲାରେ ତଦନ୍ତ ଶେଷ ନ କରି କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିପାରିବ ନାହିଁ

ନୂଆଦିଲ୍ଲୀ,୨୭ା୪: ଏକ ତଦନ୍ତକାରୀ ସଂସ୍ଥା କୌଣସି ମାମଲାରେ ତଦନ୍ତ ଶେଷ ନ କରି କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିପାରିବ ନାହିଁ ବୋଲି ବୁଧବାର ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସିଆର୍‌ପିସି ଧାରା ୧୬୭ ଅନୁସାରେ ତଦନ୍ତକାରୀ ସଂସ୍ଥା ରିମାଣ୍ଡର ୬୦ ଦିନ ମଧ୍ୟରେ ଚାର୍ଜଶିଟ୍‌…
Read More...

ଭୂତ ବାବା ଗିରଫ

ଖୋର୍ଦ୍ଧା : ନିଜକୁ ଭୂତ ସଂଘର ସଭାପତି କହୁଥିବା ବିପିନ କୁମାର ରାଉତରାୟ ବୁଧବାର ଗିରଫ ହୋଇଛନ୍ତି। ଏକ ଓ୍ବାରେଣ୍ଟ ବଳରେ ଖୋର୍ଦ୍ଧା ସଦର ଥାନା ପୋଲିସ ନନ୍ଦପୁରରୁ ତାଙ୍କୁ ଗିରଫ କରିଛି। ଜାମିନ ନାମଞ୍ଜୁର ପରେ ତାଙ୍କୁ ଜେଲକୁ ପଠାଇ ଦିଆଯାଇଛି। ୨୦୧୩ ମସିହାର ଏକ କେସ୍‌ରେ ତାଙ୍କ ନଁାରେ…
Read More...

ଗୋଲ୍ଡେନ ବାବା କାର ଜବତ କଲା ଇଡି

ଭୁବନେଶ୍ୱର : ବିଭିନ୍ନ ଠକେଇ ମାମଲାରେ ଫେରାର ଥିବା ଗୋଲ୍ଡେନ ବାବା ଓରଫ ଜ୍ୟୋତିରଞ୍ଜନ ବେଉରାଙ୍କ ଏକ ଦାମୀ କାର୍‌କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବୁଧବାର ଜବତ କରିଛି। ଓଡି୦୫ଏଲ୍‌୧୦୦୦ ନମ୍ବର ବିଶିଷ୍ଟ ଏହି କାର୍‌ଟି ଭୁବନେଶ୍ୱର ସିଆର୍‌ପି ଛକ ନିକଟରେ ପାର୍କିଂ ହୋଇଥିବା ବେଳେ ସାରେ…
Read More...

ନକଲି ପୋଲିସ ଗିରଫ

ଭୁବନେଶ୍ୱର :କମିଶନରେଟ ପୋଲିସ ଏକ ୯ ଜଣିଆ ନକଲି ପୋଲିସ ଗ୍ୟାଙ୍ଗକୁ ଧରିଛି। ତେଲ ଟ୍ୟାଙ୍କର ସହ ଡ୍ରାଇଭର ଓ ହେଲ୍‌ପରଙ୍କୁ ଅପହରଣ କରି ନିସ୍ତୁକ ମାଡ଼ ମାରିବା ଏବଂ ମୁଣ୍ଡ ଜାମିନ ରଖି ମାଲିକଙ୍କଠାରୁ ୪ ଲକ୍ଷ ଟଙ୍କା ନେବା ମାମଲାରେ ଗିରଫ ହୋଇଛନ୍ତି। ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା…
Read More...

ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୁରଣ ହେବ,ହିସାବ ଦେବେ ନବୀନ

ଭୁବନେଶ୍ୱର : ଶାସନ ବ୍ୟବସ୍ଥାରେ ଜନ ଭାଗୀଦାରିକୁ ସର୍ବଦା ଗୁରୁତ୍ୱ ଦେଇ ଆସୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରଙ୍କ ବିଭିନ୍ନ ବିଭାଗର ସଫଳତା ରାଜ୍ୟବାସୀଙ୍କ ନିକଟରେ ଉପସ୍ଥାପନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ମେ’ ୨୯ ତାରିଖରେ ବିଜେଡି ସରକାର ପଞ୍ଚମ ପାଳିର ଚତୁର୍ଥ…
Read More...

୩୨୮ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟ ଲୋକାର୍ପିତ

ଭୁବନେଶ୍ବର : ୫ଗୋଟି ଜିଲାର ୩୨୮ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକାର୍ପଣ କରିଛନ୍ତି। ଏଥିରେ ବଲାଙ୍ଗୀର ଜିଲାର ୧୦୦ଟି ଉଚ୍ଚ ବିଦ୍ୟାଳୟ, ସମ୍ବଲପୁର ଜିଲାର ୬୧ଟି, ପୁରୀ ଜିଲାର ୫୩, କେନ୍ଦ୍ରାପଡ଼ା ଜିଲାର ୫୬ ଏବଂ କୋରାପୁଟ ଜିଲାର ୫୮ଟି ଉଚ୍ଚ…
Read More...

ଓଡ଼ିଶାରେ ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ

ଭୁବନେଶ୍ୱର : ମେ’ରେ ଓଡ଼ିଶାରେ ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ। ଏଥିପାଇଁ ପ୍ରାରମ୍ଭିକ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୂଚନାନୁସାରେ, ନୂଆ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ହାୱାଡା ଭାୟା ଭୁବନେଶ୍ୱର ଦେଇ ଚଳାଚଳ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭାରମ୍ଭ କରିପାରନ୍ତି। ତେବେ…
Read More...

ଦିଲ୍ଲୀ ମେୟର ନିର୍ବାଚିତ

ନୂଆଦିଲ୍ଲୀ : ଆମ ଆଦମୀ ପାର୍ଟିର (ଏଏପି)ର ପ୍ରାର୍ଥୀ ଶେଲି ଓବେରୟ ଦିଲ୍ଲୀ ମେୟର ଭାବେ ନିର୍ବାଚିତ ହୋଇଛନ୍ତି। ନିର୍ବାଚନରୁ ଭାଜପା ପ୍ରାର୍ଥୀ ଶିଖା ରାଏଙ୍କ ନିଜ ନାମ ପ୍ରତ୍ୟାହାର କରିବା ପରେ ଶେଲି ଓବେରୟ ନିର୍ଦ୍ୱନ୍ଦରେ ଜିତିଛନ୍ତି। ବହୁ ବିବାଦ ପରେ ଶେଷରେ ଦିଲ୍ଲୀ ନୂଆ ମେୟର ପାଇଛି।…
Read More...