banner
Breaking
Monthly Archives

April 2023

ଓଡ଼ିଶାରେ ଲାଗୁହେଲା ମୋଟର ଏଗ୍ରିଗେଟର ନିୟମ

ଭୁବନେଶ୍ୱର : ଯାତ୍ରୀ ସେବାକୁ ସୁଗମ ଓ ସୁରକ୍ଷିତ କରିବା ଲକ୍ଷ୍ୟରେ ଦେଶର ଷଷ୍ଠ ରାଜ୍ୟ ଭାବେ ମୋଟର ଏଗ୍ରିଗେଟର ନିୟମ ଲାଗୁ କଲା ଓଡ଼ିଶା  । ଅର୍ଥାତ ଓଲା, ଉବର ଓ ରାପିଡୋ ଭଳି ଯାତ୍ରୀ ପରିବହନ ସେବା ବ୍ୟବସ୍ଥା ଭାବେ କାର୍ଯ୍ୟ କରୁଥିବା ସଂସ୍ଥା ଏହି ନିୟମର ଅନ୍ତର୍ଭୁକ୍ତ ଓ ପରିଚାଳିତ ହେବେ।…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଶଙ୍ଖ ଭବନ ଲୋକାର୍ପିତ

ଭୁବନେଶ୍ବର : ଅକ୍ଷୟ ତୃତୀୟାର ପବିତ୍ର ଅବସରରେ ଆଜି ଭୁବନେଶ୍ବର ଠାରେ ଅନୁଷ୍ଠିତ ଏକ ଭବ୍ୟ କାର୍ଯ୍ୟକ୍ରମରେ ବିଜୁ ଜନତାଦଳର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନକୁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କ ସେବାରେ ଲୋକାର୍ପିତ କରିଛନ୍ତି ।…
Read More...

ଅକ୍ଷି ମୁଠି ଅନୁକୂଳ ସହିତ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅକ୍ଷୟ ତୃତୀୟା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ ଯାଇ ସେଠାରେ ଅକ୍ଷୀ ମୁଠି ଅନୁକୂଳ କରି ରାଜ୍ୟର କୃଷକ ଭାଇ ଭଉଣୀ…
Read More...

ଆଜି ପବିତ୍ର ଅକ୍ଷୟ ତୃତୀୟା , ରଥକାଠ ଅନୁକୂଳ

ପୁରୀ : ଆଜି ପବିତ୍ର ଅକ୍ଷୟ ତୃତୀୟା । ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବ । ରଥଖଳାକୁ ଆଜ୍ଞାମାଳ ବିଜେ କରିବା ପରେ ୩ ଖଣ୍ଡ ଧଉରା କାଠରେ ରଥ ନିର୍ମାଣ ଅନୁକୂଳ କରାଯିବ । ଏହି ଅବସରରେ ତିନି ରଥର ମୁଖ୍ୟ ମହାରଣା, ଭୋଇ ସର୍ଦାରଙ୍କ ସମେତ, ମୁଖ୍ୟ କମାର, କରତୀ ଓ ରୂପକାର…
Read More...

ଇଞ୍ଜଣାରେ ଭାଗବତ ଯାତ୍ରା ମହୋତ୍ସବ ଉଦ୍‌ଘାଟିତ

ଭୁବନେଶ୍ୱର : ଭୁବନେଶ୍ୱର ଉପକଣ୍ଠ ଇଞ୍ଜଣା ଗ୍ରାମରେ ଗ୍ରାମ ମଙ୍ଗଳ କମିଟି ପକ୍ଷରୁ ଆୟୋଜିତ ଭାଗବତ ଯାତ୍ରା ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଗ୍ରାମର ସଭାପତି ପ୍ରଦୀପ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ଯୋଗ…
Read More...

ତାତିରୁ ମିଳିଲା ମୁକ୍ତି

ଭୁବନେଶ୍ୱର : ରାଜ୍ୟରେ ହଠାତ୍‌ ପାଗ ବଦଳିଯାଇଛି। କାଳବୈଖାଖୀଜନିତ ବର୍ଷା ଓ ପବନ ପ୍ରଚଣ୍ଡ ରୌଦ୍ରତାପରେ ବ୍ରେକ୍‌ ଲଗାଇଛି। ଗତ କିଛିଦିନ ହେବ ଲାଗି ରହିଥିବା ଗରମ ଜ୍ୱାଳାରୁ ସାରା ରାଜ୍ୟ ମୁକ୍ତ ହୋଇଛି। ଅଧିକାଂଶ ସ୍ଥାନରେ ଝଡ଼ବର୍ଷା ହେବାରୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି। ଆକାଶ…
Read More...

୧୨ ନମ୍ବର ଓ୍ବାର୍ଡରେ ଧୁମଧାମରେ ପାଳିତ ହେଲା ୭୫ ତମ ରାଜଧାନୀ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,- ଭୁବନେଶ୍ୱର ମହାନଗର ନିଗମର ୧୨ ନମ୍ବର ଓାର୍ଡରେ ୭୫ ତମ ରାଜଧାନୀ ପ୍ରତିଷ୍ଠା ଦିବସ ନିୟୁ ଗଭର୍ଣ୍ଣମେଣ୍ଟ କଲୋନୀ ସ୍ଥିତ ଓାର୍ଡ କାର୍ଯ୍ୟାଳୟ ସମ୍ମୁଖରେ ବର୍ଣ୍ଣାଢ୍ୟ ଆଲୋକମାଳା ଭିତରେ ଧୁମଧାମରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ୧୨ ନମ୍ବର ଓାର୍ଡର…
Read More...

ଆଇନଜୀବୀଙ୍କ ଇଫତାର୍ ପାର୍ଟି

ଭୁବନେଶ୍ୱର : ପବିତ୍ର ରମ୍‌ଜାନ୍ ମାସ ଅବସରରେ କଳିଙ୍ଗ ଟ୍ରଷ୍ଟ ଆନୁକୂଲ୍ୟରେ ଚନ୍ଦ୍ରଶେଖରପୁର ନିଳାଦ୍ରୀ ବିହାର ସ୍ଥିତ ଗ୍ରାଣ୍ଡ ଲୁମ୍ବିନୀ ପରିସରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ଆଇନ୍‌ଜୀବୀ ମାନଙ୍କର ଇଫତାର ପାର୍ଟି ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟର ଅଧ୍ୟକ୍ଷ ଡ. ମଧୁମାଧବ ଜେନାଙ୍କ…
Read More...

ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘର ରାଜ୍ୟ ସ୍ତରୀୟ ସମ୍ପାଦକୀୟ ସମ୍ମିଳନୀ ଓ ପରିବର୍ଦ୍ଦିତ କାର୍ଯ୍ୟକାରିଣୀ ସଭା

ଭୁବନେଶ୍ୱର - ନିଖିଳ ଉତ୍କଳ ବନନିଗମ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ପାଦକ ସମ୍ମିଳନୀ ତଥା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ସଭା ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାକୁ ବନନିଗମ କର୍ମଚାରୀ ସଂଘର ରାଜ୍ୟ ସଭାପତି ତଥା ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ଉଦ୍‌ଘାଟନ କରିଥିଲେ…
Read More...

କିଟ୍ ପକ୍ଷରୁ ନାଗରିକ ସମ୍ବର୍ଦ୍ଧନା ଉତ୍ସବ

ଭୁବନେଶ୍ୱର : କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନାଗରିକ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା। ଉକ୍ତ ଉତ୍ସବରେ ଆମେରିକା, ବ୍ରିଟେନ, ଜର୍ମାନୀ, ୟୁକ୍ରେନ୍‌, ସୁଇଜରଲାଣ୍ଡ, ପୋଲାଣ୍ଡ, ଆର୍ମେନିଆ, ସ୍ଲୋଭାକିଆ, ବୁଲ୍‌ଗେରିଆ, କଙ୍ଗୋ, ଆଇଭେରି କୋଷ୍ଟ ଭଳି ୨୦ ଦେଶର ସାଂସଦ,…
Read More...