banner
Breaking
Monthly Archives

April 2023

ଜନଭାଗିଦାରୀ ଗଠନରେ ଏମ୍‌ସ ଭୁବନେଶ୍ୱରର ଅଭିନବ ପ୍ରୟାସ, ସ୍ଥାନୀୟ ଅଞ୍ଚଳରେ ଆୟୋଜନ କଲା ସ୍ୱାସ୍ଥ୍ୟମେଳା

ଭୁବନେଶ୍ୱର : ଏମ୍‌ସ ଭୁବନେଶ୍ୱର ଉପରେ ସାଧାରଣନାଗରିକଙ୍କର ରହିଥିବା ଆଶା, ବିଶ୍ବାସକୁ ଦୃଢ଼ୀଭୂତ କରିବା ସହିତ ସେମାନଙ୍କର ଭରସାକୁ ଚରିତାର୍ଥ କରି ଜନଭାଗିଦାରୀ ଗଠନ ଦିଗରେ ଅଭିନବ ପ୍ରୟାସ କରିଛି ଏହି ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ। ଗୋଷ୍ଠୀ ନିକଟରେ ପହଞ୍ଚିବା ସହିତ ସହଜରେ…
Read More...

ବଢୁଛି ତାପମାତ୍ରା,ଆସନ୍ତା ଦୁଇଦିନ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ବର୍ଷା କମିବା ସହ ଖରାତାତି ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟର ୩ ସହରରେ ତାମପାତ୍ରା ୩୯ ଡିଗ୍ରୀ ଓ ତାହାଠାରୁ ଅଧିକ ରହିଥିଲା। ରାଉରକେଲା ଓ ଝାରସୁଗୁଡ଼ାରେ ୩୯.୪ ଡିଗ୍ରୀ ସେଲସିୟସ୍‌ ଏବଂ ବାରିପଦାରେ ତାପମାତ୍ରା ୩୯ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ୮ ସହରର…
Read More...

ଓଡିଆରେ ନାମ ଫଳକ ନଲେଖିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ଏଣିକି ରାଜ୍ୟର ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ। ଏହାର ଉଲ୍ଲଂଘନ କଲେ ପ୍ରଥମେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ୭ଦିନିଆ ନୋଟିସ ପଠାଯିବ। ଏହାପରେ ଅନୁପାଳନ ନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଗୁରୁବାର ଓଡ଼ିଆ ଭାଷା, ସାହିତ୍ୟ ଓ…
Read More...

ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ଲଗାତାର ଭାବେ ବଢି ଚାଲିଛି କରୋନା ସଂକ୍ରମଣ। ଶୁକ୍ରବାର ୬୦୫୦ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ବିଗତ ଦିନରେ ମିଳିଥିବା ସଂଖ୍ୟା ତୁଳନାରେ ଏହା ପ୍ରାୟ ୧୩ ପ୍ରତିଶତ ଅଧିକ ବୋଲି କୁହାଯାଉଛି। ଦେଶରେ ଏବେ ସୁଦ୍ଧା ସକ୍ରିୟ ମାମଲା ବା ଚିକିତ୍ସିତ ସଂକ୍ରମିତଙ୍କ…
Read More...

ନିର୍ବାଚନ ପାଇଁ ବିଜେଡି ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶାସକ ବିଜେଡି ନବ ଦାସଙ୍କ ଝିଅକୁ ପ୍ରାର୍ଥୀ ଘୋଷଣା କରିବା ସହ ରଣନୀତିରେ ଆଗେଇ ଚାଲିଛି । ଉପନିର୍ବାଚନ ପାଇଁ ଦଳ ୩ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର ଓ ସାରଦା ପ୍ରସାଦ ନାୟକଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଥିଲା । ଆଜି…
Read More...

ଏମ୍‌ସ ଭୁବନେଶ୍ୱରରେ ଛାତ୍ରଛାତ୍ରୀ ଏବଂ ଭର୍ତ୍ତି ହୋଇଥିବା ରୋଗୀଙ୍କ ଖାଦ୍ୟରେ ସାମିଲ ହେଲା ମାଣ୍ଡିଆ

ଭୁବନେଶ୍ୱର, : ଏମ୍‌ସ ଭୁବନେଶ୍ୱରରେ ଛାତ୍ରଛାତ୍ରୀ ଏବଂ ଭର୍ତ୍ତି ହୋଇ ଚିକିତ୍ସାଧୀନ ଥିବା ରୋଗୀଙ୍କ ଖାଦ୍ୟରେ ସାମିଲ ହୋଇଛି ରାଜ୍ୟର ପାରମ୍ପରିକ ତଥା ପୋଷଣଯୁକ୍ତ ଖାଦ୍ୟ ମାଣ୍ଡିଆ। ଛାତ୍ରଛାତ୍ରୀ ତଥା ଏଠାରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ଉତ୍ତମମାନର ସୁସ୍ଥ ଏବଂ ପୁଷ୍ଟିକର…
Read More...

ମେ ୧୦ ରେ ଝାରସୁଗୁଡ଼ା ଉପନିର୍ବାଚନ

ଭୁବନେଶ୍ୱର : ମେ’୧୦ରେ ହେବ ଝାରସୁଗୁଡା ଉପନିର୍ବାଚନ। ଏନେଇ ବୁଧବାର ମୁଖ୍ୟ ନିର୍ବାଚନ କମିଶନର ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ସୂଚନାନୁଯାୟୀ, ମେ’୧୦ରେ ମତଦାନ ଏବଂ ମେ’ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ। ଏପ୍ରିଲ ୨୦ରେ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିବା ବେଳେ ଏପ୍ରିଲ ୨୧ରେ…
Read More...

ମାଟ୍ରିକ ଖାତା ଦେଖା ଆରମ୍ଭ

କଟକ : ସୋମବାରଠାରୁ ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଖାତା ମୂଲ୍ୟାୟନ ଆରମ୍ଭ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ରବିବାର ସବୁ ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷକମାନେ ଯୋଗଦେଇଛନ୍ତି। ଏଥିସହ ଜିଲା…
Read More...

ଓଡିଶା ସେବକ ସଂଘର ଉତ୍କଳ ଦିବସ ଓ ପ୍ରତିଷ୍ଠା ଦିବସ ସମାରୋହ

ଭୁବନେଶ୍ୱର : ଓଡିଶା ସେବକ ସଂଘ ପକ୍ଷରୁ ଉତ୍କଳ ଦିବସ ପାଳନ ଓ ସଂଘର ୧୧ତମ ପ୍ରତିଷ୍ଠା ଦିବସ ସମାରୋହ ଉତ୍ସବ ପ୍ରେସ୍‌ଛକ ସ୍ଥିତ କାଳୀମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଅଶୋକ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ୧୨ ନମ୍ବର ୱାର୍ଡର…
Read More...

ଭୁବନେଶ୍ବର ରନ୍‌ୱେ ଓ୍ବିକ୍ ଆକର୍ଷଣୀୟ ଡିଜାଇନ୍‌ ପରିବେଷଣ କଲେ ୬ ଜଣ ଡିଜାଇନ୍‌ର

ଭୂବନେଶ୍ୱର:ସୁନ୍ଦର ଓ ଆକର୍ଷଣୀୟ ଦେଖାଯିବା ପାଈ ସମସ୍ତେ ଇଛ୍ଛା କରନ୍ତି।ସେଥିପାଈ ନୂଆ ଡିଜାଇନ୍‌ର ପୋଷାକ ପରିଧାନ କରିବାକୁ ସମସ୍ତଙ୍କ ମନରେ ଥାଏ ଅକୁଣ୍ଠ ଉନ୍ମାଦନା।ସବୁବର୍ଗର ପିଢିକୁ ନଜରରେ ରଖି ଆଡିକ୍ସନ ଫ୍ୟାସନ୍ ମ୍ୟାନେଜ୍‌ମେଣ୍ଟ ପକ୍ଷରୁ ନିର୍ଦେଶକ ଜନ୍ ଅଜୟଙ୍କ ନିର୍ଦ୍ଦେଶନାରେ…
Read More...