banner
Breaking
Monthly Archives

May 2023

ଆଇପିଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ଆଇପିଏସ୍‌ସ୍ତରରେ ଗୁରୁବାର ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏପରିକି ୫ ଜିଲାରେ ନୂଆ ଏସ୍‌ପିଙ୍କୁ ନିଯୁକ୍ତି ଦିଆଯାଇଛି। ଏ ନେଇ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ୧୯୮୯ ବ୍ୟାଚ୍‌ ଆଇପିଏସ୍‌ ଅମ୍ରିତ ମୋହନ…
Read More...

ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର,୧୩ା୫-: ଶେଷରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱନ୍ଦ୍ୱ ଦୂର କରିଛି। ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ ବାର୍ଷିକ ପରୀକ୍ଷା ଓ କ୍ୱାର୍ଟର ଏଣ୍ଡ୍‌ ପରୀକ୍ଷା ଆଧାରରେ ରେଜଲ୍ଟ ପ୍ରକାଶ ପାଇବ। କ୍ବାର୍ଟର ଏଣ୍ଡ ମାର୍କ ମିଶି ଫାଇନାଲ ରେଜଲ୍ଟ…
Read More...

ସିବିଏସଇ ଦଶମ ଓ ଦ୍ବାଦଶ ଫଳ ପ୍ରକାଶିତ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦଶମ ଶ୍ରେଣୀ ପରୀକ୍ଷା ଫଳ ଶୁକ୍ରବାର ଅପରାହ୍ନରେ ପ୍ରକାଶ ପାଇଛି।  ମୋଟ୍‌ ପାସ୍‌ ହାର ୯୩.୧୨ ପ୍ରତିଶତ ରହିଥିବା ବେଳେ ଗତଥର ଅପେକ୍ଷା ଏଥର ପାସ୍‌ ହାର ୧.୨୮ ପ୍ରତିଶତ କମ୍‌ ରହିଛି। ଛାତ୍ରୀଙ୍କ…
Read More...

ଆସନ୍ତା କାଲି ଲଘୁଚାପର ରୂପ ନେବ ଘୁର୍ଣ୍ଣିଝଡ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ରୂପ ନେବ। ପରେ ଅଧିକ ଘନୀଭୂତ ହୋଇ ୯ ତାରିଖ ସୁଦ୍ଧା ଅବପାତ ଓ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି…
Read More...

ମୋଦିଙ୍କ ରୋଡ଼ ଶୋ

ବେଙ୍ଗାଲୁରୁ : କର୍ନାଟକ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତ ରାଜନୈତିକ ଦଳର ପ୍ରଚାର ବି ସେତିକି ଆଗକୁ ଆଗକୁ ବଢି ଚାଲିଛି। ଏଥର ରାଜ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ ଯୋରଦାର ଟକ୍କର ଦେଖିବାକୁ ମିଳିଛି। ଏହି କ୍ରମରେ ରବିବାର ପ୍ରଧାନମନ୍ତ୍ରୀ…
Read More...

ଏଥର ଗଣତନ୍ତ୍ର ଦିବସରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ : ୨୦୨୪ ଗଣତନ୍ତ୍ର ଦିବସରେ ଏକ କିଛି ସ୍ବତନ୍ତ୍ର ହେବାକୁ ଯାଉଛି। ସୂଚନା ଅନୁଯାୟୀ, ୨୦୨୪ ଜାନୁୟାରୀ ୨୬ରେ କର୍ତ୍ତବ୍ୟ ପଥରେ କେବଳ ମହିଳା ପରେଡ୍‌ କରୁଥିବା ଦେଖିବାକୁ ମିଳିବ। ଏପରିକି ପରେଡ୍‌ , ମାର୍ଚିଂ ସ୍ବାର୍ଡ ଏବଂ ସାଂସ୍କୃତିକ ଉପସ୍ଥାପନାରେ କେବଳ ମହିଳା ନଜର ଆସିବେ।…
Read More...

ମେ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର : ମେ’ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ରବିବାର ଏକ ସାକ୍ଷାତକାରରେ ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି, ମେ ତୃତୀୟ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ ।…
Read More...

ଝାରସୁଗୁଡ଼ା ଉପନିର୍ବାଚନରେ ସବୁ ବୁଥରେ ଓ୍ବେବକାଷ୍ଟି° ହେବ

ଭୁବନେଶ୍ୱର : ଝାରସୁଗୁଡ଼ା ଉପନିର୍ବାଚନକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ଏକ ବିଶେଷ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ପ୍ରଥମଥର ପାଇଁ ସବୁ ବୁଥ୍‌ରେ ଓ୍ବେବ୍‌କାଷ୍ଟିଂ ହେବ। ଝାରସୁଗୁଡ଼ା ଉପନିର୍ବାଚନରେ ଏହା କରାଯିବ, ଯାହା ନିର୍ବାଚନ ଅଧିକାରୀ ସିଧାସଳଖ…
Read More...

ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ ବିଦ୍ୟୁତ କାଟ

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ଦ୍ବାଦଶ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଜିଲାପାଳ ବିନୀତ ଭରଦ୍ବାଜ ମୁଖ୍ୟ ଶାସନ ସଚିବଙ୍କୁ ଜଣାଇ ଦେଇଛନ୍ତି। ଏନେଇ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ…
Read More...

ବ୍ରିଟେନ ରାଜାଙ୍କ ରାଜ୍ୟାଭିଷେକ

ଲଣ୍ଡନ,୬ା୫: ବ୍ରିଟେନ ରାଜା ଚାଲର୍‌ସ ତୃତୀୟ ଏବଂ କୁଇନ୍‌ ଅଫ୍‌ କନ୍‌ଶର୍ଟ କାମିଲାଙ୍କ ରାଜ୍ୟାଭିଷେକ ଶନିବାର ମହା ଆଡ଼ମ୍ବର ସହକାରେ ପାଳନ ହୋଇଛି। ଚାଲର୍‌ସ କାମିଲାଙ୍କ ସହ ଡାଏମଣ୍ଡ ଜୁବୁଲି ଷ୍ଟେଟ୍‌ କୋଚ୍‌ (ଘୋଡ଼ାଗାଡ଼ି)ରେ ବସି ଓ୍ବେଷ୍ଟମିନଷ୍ଟର ଲଣ୍ଡନର ଐତିହାସିକ ରାଜ କ୍ୟାଥେଡ୍ରାଲ…
Read More...