banner
Breaking
Monthly Archives

May 2023

ଅନୁଭବ ଓ ବର୍ଷାଙ୍କ ବିବାଦର ଶୁଣାଣି

କଟକ : ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ମାମଲାରେ କଟକ ଏସ୍‌ଡିଜିଏମ୍‌ କୋର୍ଟ ଶୁଣାଣି ଶେଷ କରିଛନ୍ତି । ବର୍ଷାଙ୍କ ପୋଲିସ ସୁରକ୍ଷା ପ୍ରତ୍ୟାହାର ସମ୍ପର୍କିତ ମାମଲାର ଶୁଣାଣି ହୋଇଛି । ବର୍ଷାଙ୍କ ପୋଲିସ ସୁରକ୍ଷା ପ୍ରତ୍ୟାହାର ପାଇଁ ଅନୁଭବ ମହାନ୍ତି…
Read More...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ

ଭୁବନେଶ୍ୱର :  ଆଜି ସକାଳ ୮.୩୦ରେ ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ରବିବାର ଏହା ଲଘୁଚାପର ରୂପ ନେବ । ଆସନ୍ତା ୯ ତାରିଖ ସକାଳେ ଅବପାତ ପରେ ବାତ୍ୟାର ରୂପ ପରିଣତ ହେବା ନେଇ ଆଶଙ୍କା ରହିଛି। ଏବେ ସୁଦ୍ଧା ଗତିପଥ ସ୍ପଷ୍ଟ ହୋଇନାହିଁ । ଲଘୁଚାପ…
Read More...

ଏମ୍‌ସ ଭୁବନେଶ୍ୱରରେ ବିରଳ ଗଳା କର୍କଟ ରୋଗର ଅଭିନବ ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର : ବିକିରଣ (ରେଡିଏସନ୍‌) ଏବଂ କେମୋ ପ୍ରତିରୋଧୀ ବିରଳ ଗଳା କର୍କଟ (ଆଡେନଏଡ୍‌ ସିଷ୍ଟିକ୍ କାର୍ସିନୋମା) ଭଳି କୌଣସି ବିକଳ୍ପ ଚିକିତ୍ସା ପ୍ରକ୍ରିୟା ନଥିବା ପ୍ରାଣଘାତୀ ରୋଗରୁ ଜଣେ ଯୁବତୀଙ୍କୁ ରକ୍ଷା କରିବାକୁ ଯାଇ ଏମ୍‌ସ ଭୁବନେଶ୍ୱରର ଯୁବ ଡାକ୍ତର ଗୋଷ୍ଠୀଙ୍କ ଦ୍ବାରା ଅଭିନବ…
Read More...

ସର୍ବୋଚ୍ଚ ଗିରି ଶୃଙ୍ଗ ଆରୋହଣ କଲେ ଓଡ଼ିଆ ପୁଅ

ଭୁବନେଶ୍ୱର : ଓଡ଼ିଶାର ପର୍ବତାରୋହଣକାରୀ ସିଦ୍ଧାର୍ଥ ରାଉତରାୟ ୟୁରୋପର ସର୍ବୋଚ୍ଚ ଗିରି ଶୃଙ୍ଗ ମାଉଣ୍ଟ ଏଲବ୍ରୁସ ଆରୋହଣ କରିଛନ୍ତି। ମେ ୩ ତାରିଖରେ ସିଦ୍ଧାର୍ଥ ଏହି ପର୍ବତ ଚଢିଥିଲେ। ଶୁକ୍ରବାର ସେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିଥିବା ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ କ୍ରୀଡା ଓ ଯୁବ ସେବା…
Read More...

ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ବାରିପଦା : ଜନ୍ମମାଟି ମୟୁରଭଞ୍ଜ ଜିଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୁରୁବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି। ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ବାଗତ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ଏବଂ କେନ୍ଦ୍ର…
Read More...

ହୋମିଓପାଥି ସନ୍ଦର୍ଭରେ ହେବ ଉଚ୍ଚତର ଗବେଷଣା, ଏମ୍‌ସ ଭୁବନେଶ୍ୱର ଏବଂ କେନ୍ଦ୍ରୀୟ ହୋମିଓପାଥି ଗବେଷଣା ପରିଷଦ ମଧ୍ୟରେ…

ଭୁବନେଶ୍ୱର : ବର୍ତ୍ତମାନ ପ୍ରଚଳିତ ଚିକିତ୍ସାସେବାରେ ଅତ୍ୟାଧୁନିକ ଔଷଧ ଏବଂ ପ୍ରାଚୀନ କାଳରୁ ଚଳିଆସୁଥିବା ହୋମିଓପାଥିର ସମନ୍ବୟ ସ୍ବାସ୍ଥ୍ୟସେବାରେ ବ୍ୟାପକ ପରିବର୍ତ୍ତନ ଆଣିବାର ସମ୍ଭାବନା ରଖିଛି। ତେବେ ଏହି କ୍ଷେତ୍ରରେ ଉଚ୍ଚତର ଗବେଷଣା ଏବଂ ପ୍ରମାଣଭିତ୍ତିକ ବୈଜ୍ଞାନିକ…
Read More...

ତିନି ଆଇପିଏସ୍ ଅଧିକାରୀ ଡିଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର : ରାଜ୍ୟର ୩ ବରିଷ୍ଠ ଆଇପିଏସ୍‌ ଅଧିକାରୀ ଡିଜି ପାହ୍ୟାକୁ ପଦୋନ୍ନତି ପାଇଥିବା ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ, ସୁଧାଂଶୁ ଷଡ଼ଙ୍ଗୀ ଏବଂ ଅରୁଣ ଷଡ଼ଙ୍ଗୀ ଡିଜି ପାହ୍ୟାକୁ ପଦୋନ୍ନତି ପାଇଥିବା ବେଳେ କେନ୍ଦ୍ରୀୟ…
Read More...

ମେ ୧୫ ରୁ ଦୁବାଇକୁ ଉଡିବ ବିମାନ

ଭୁବନେଶ୍ୱର : ଆସନ୍ତା ମେ’ ୧୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ବିମାନ ଉଡିବ। ସପ୍ତାହରେ ୩ଦିନ ସୋମବାର, ବୁଧବାର ଓ ଶୁକ୍ରବାର ଏହି ବିମାନ ସେବା ଚାଲିବ ବୋଲି କହିଛନ୍ତି ଭୁବନେଶ୍ୱର ବିମାନ ବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ । ସୂଚନାଯୋଗ୍ୟ, କରୋନା ପୂର୍ବରୁ ଭୁବନେଶ୍ୱର…
Read More...

ବନ୍ୟପ୍ରାଣୀ ଆକ୍ରମଣ ଜନିତ ମୃତ୍ୟୁ ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମନୁଷ୍ୟ ଓ ବନ୍ୟପ୍ରାଣୀଙ୍କ ମଧ୍ୟରେ ସଂଘର୍ଷ ଘଟି ରାଜ୍ୟରେ ପ୍ରତିବର୍ଷ ବହୁ ଲୋକ ମୃତାହତ ହେଉଛନ୍ତି। ଏଥିସହିତ ହାତୀମାନେ ଘରଦ୍ବାରା ଭାଙ୍ଗିବା ସହ ଫସଲ ନଷ୍ଟ କରୁଛନ୍ତି। ଏହି କ୍ଷତିଗ୍ରସ୍ତ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ରାଶି ବୃଦ୍ଧି ପ୍ରସ୍ତାବକୁ…
Read More...

ବାତ୍ୟାର ଗତିବିଧି ସମ୍ପର୍କରେ ଡ଼ିଜିଙ୍କ ସୂଚନା

ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୬ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ପରେ ଏହା ୭ତାରିଖରେ ଲଘୁଚାପ ରୂପ ନେଇ ୮ତାରିଖରେ ଅବପାତରେ ପରିଣତ ହେବ ବୋଲି ପୂର୍ବାନୁମାନ କରାଯାଇଛି। ୯ ତାରିଖରେ ବାତ୍ୟା ସମ୍ଭାବନା ରହିଛି । ଏହା ଉତ୍ତର ଦିଗକୁ ଯାଇ…
Read More...