banner
Breaking
Monthly Archives

May 2023

ଲୋ ସ୍କୋରି° ମ୍ୟାଚରେ ହାରିଲା ଲକ୍ଷ୍ନୌ

ଲକ୍ଷ୍ନୌ : ଆଇପିଏଲ ୨୦୨୩ର ୪୩ତମ ମ୍ୟାଚ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ମଧ୍ୟରେ ଖେଳାଯାଇଛି। ମ୍ୟାଚରେ ବାଙ୍ଗାଲୋର ୨୦ ଓଭରରେ ୯ ଉଇକେଟ୍‌ ହରାଇ ୧୨୬ ରନ କରିଥିଲା। ଫଳରେ…
Read More...

ଓ୍ବାର୍ଡ ନ° ୧୭ରେ ଆଦର୍ଶ ଓ୍ବାର୍ଡ କାର୍ଯ୍ୟାଳୟର ଭିିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୧ା୫(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱର ମହାନଗର ନିଗମ ଅର୍ନ୍ତଗତ ୧୭ ନମ୍ବର ଓ୍ବାର୍ଡରେ ଆଦର୍ଶ ଓ୍ବାର୍ଡ କାର୍ଯ୍ୟାଳୟର ଭିିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କର୍ପୋରେଟର ପୂଜା ମହାରଣାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଉତ୍ତର ବିଧାୟକ…
Read More...

ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଶ୍ରମିକ ଦିବସ ପାଳିତ

ଭୁବନେଶ୍ୱର : ଶ୍ରମିକମାନେ ହେଉଛନ୍ତି ବିଶ୍ୱ ଗଠନର ଏକମାତ୍ର ମେରୁଦଣ୍ଡ। ଶ୍ରମିକ ମାନଙ୍କର ତ୍ୟାଗ, ନିଷ୍ଠା, ପରିଶ୍ରମ ଓ ଦେଶପ୍ରତି ଅବଦାନ ପ୍ରଶଂସନୀୟ। ଶ୍ରମିକ ମାନେ ହିଁ ହେଉଛନ୍ତି ପ୍ରତ୍ୟେକ ନିର୍ମାଣର ବିଶକର୍ମା । ତେବେ ସେହି ଶ୍ରମିକ ମାନଙ୍କ ଉଦ୍ଦେଶ୍ୟରେ ପ୍ରତିବର୍ଷ ମେ୧ ତାରିଖକୁ…
Read More...

ସମସ୍ତ ଶ୍ରମିକ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୫(ବ୍ୟୁରୋ): ଆଜି ହେଉଛି ବିଶ୍ୱ ଶ୍ରମିକ ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଶ୍ରମିକ ଭଉଣୀଭାଇଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଶ୍ରମିକ ଦିବସ ଅବସରରେ ସମସ୍ତ ଶ୍ରମିକ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା।…
Read More...

ଧରା ପଡିଲେ ବାଇକ୍ ଚୋରଗ୍ୟାଙ୍ଗ

ଭୁବନେଶ୍ୱର : ରାଜଧାନୀରେ କିଛି ମାସ ହେଲା ବାଇକ ଚୋରି ଘଟଣାରେ ଭୁବନେଶ୍ୱର ସହରାଞ୍ଚଳ ଜିଲା ପୋଲିସ ଏକ ଗ୍ୟାଙ୍ଗକୁ ଧରିଛି। କ୍ୟାପିଟାଲ ଥାନା ପୋଲିସ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ତଥା ମେକାନିକଙ୍କ ସହ ୩ଜଣ କବାଡିଆଙ୍କୁ ଗିରଫ କରିଛି। ମାଷ୍ଟରମାଇଣ୍ଡ ହେଲେ ସୁକାନ୍ତ କୁମାର ରେଡ୍ଡୀ। ତାଙ୍କ ଘର…
Read More...

ମେ ପହିଲାରୁ ତିନିମାସ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା : ମେ’ ପହିଲାରୁ ଜୁଲାଇ ୩୧ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ କରାଯାଇଛି। ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଖେଇ ଆସୁଥିବାରୁ ଏହାକୁ…
Read More...

କଟକ ଉନ୍ନତି କରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

କଟକ : କଟକ ସହରର ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଜାରି ରହିଛି। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ରବିବାର କଟକ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିବା ସହ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଆସନ୍ତା ଡିସେମ୍ବର ସୁଦ୍ଧା…
Read More...

ରାଜ୍ୟରେ ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏଥିସହ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ରବିବାର ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୯.୬ ରେକର୍ଡ଼ କରାଯାଇଥିଲା। ଏହାପଛକୁ ୩୯ ଡିଗ୍ରୀ ସହ ଜଗତ୍‌ସିଂହପୁର…
Read More...