ଓଡ଼ିଶା ମୋ ପରିବାର ପକ୍ଷରୁ ତିନି ଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ
ଭୁବନେଶ୍ୱର: ଆଜି ଓଡ଼ିଶା-ମୋ ପରିବାର ମାଧ୍ୟମରେ ବିଭିନ୍ନ ଦୁର୍ଘଟଣାରେ ନିଜର ଅଙ୍ଗ ହରାଇଥିବା ତିନି ଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇ ଦିଆଯାଇଛି ।
ସୂଚନାନୁସାରେ, ୨୦୨୧ ମସିହା ଜୁନ ମାସରେ ଭୁବନେଶ୍ୱରର ଜଣେ ୧୩ବର୍ଷର ବାଳକ କୃଷ୍ଣ ମୁଣ୍ଡା ଏକ ଗଛ ଉପରକୁ ଚଢିବାକୁ ଚେଷ୍ଟା…
Read More...
Read More...