banner
Breaking
Monthly Archives

June 2023

ଓଡ଼ିଶା ମୋ ପରିବାର ପକ୍ଷରୁ ତିନି ଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ

ଭୁବନେଶ୍ୱର: ଆଜି ଓଡ଼ିଶା-ମୋ ପରିବାର ମାଧ୍ୟମରେ ବିଭିନ୍ନ ଦୁର୍ଘଟଣାରେ ନିଜର ଅଙ୍ଗ ହରାଇଥିବା ତିନି ଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇ ଦିଆଯାଇଛି । ସୂଚନାନୁସାରେ, ୨୦୨୧ ମସିହା ଜୁନ ମାସରେ ଭୁବନେଶ୍ୱରର ଜଣେ ୧୩ବର୍ଷର ବାଳକ କୃଷ୍ଣ ମୁଣ୍ଡା ଏକ ଗଛ ଉପରକୁ ଚଢିବାକୁ ଚେଷ୍ଟା…
Read More...

ସମ୍ ହସ୍‌ପିଟାଲର ସହକାରୀ ସିଷ୍ଟମ ପ୍ରଶାସକ, ଅମାୟିକ, ମିଷ୍ଟଭାଷୀ ପ୍ରଶାନ୍ତ ପାଣିଗ୍ରାହୀଙ୍କ ଦେହାନ୍ତ

ଭୁବନେଶ୍ୱର : ଏକ ଦୁଃଖଦ ଘଟଣା କ୍ରମରେ ସମ୍ ହସ୍‌ପିଟାଲର ସହକାରୀ ସିଷ୍ଟମ ପ୍ରଶାସକ, ଆମାୟିକ, ମିଷ୍ଟଭାଷୀ, ଅତ୍ୟନ୍ତ ସହନଶୀଳ ତଥା ସାମାଜିକ ବ୍ୟକ୍ତିତ୍ୱ ପ୍ରଶାନ୍ତ କୁମାର ପାଣିଗ୍ରାହୀଙ୍କ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୪୮ ବର୍ଷ ବୟସ ହୋଇଥିଲା, ତାଙ୍କର ଘରେ ପତ୍ନୀ ତଥା…
Read More...

ମାଲକାନଗିରି ଜିଲ୍ଲାର ଉନ୍ନତି ପାଇଁ ୧୫୮ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମାଓବାଦୀ ପ୍ରବଣ ମାଲକାନଗିରି ଜିଲାର ଯୋଗାଯୋଗ କ୍ଷେତ୍ରକୁ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୫୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଜିଲା ଗ୍ରାମୀଣ ବିକାଶ ବିଭାଗର ପ୍ରସ୍ତାବ ଅନୁସାରେ ୨୧ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଉକ୍ତ ଅର୍ଥରାଶି ଅନୁମୋଦନ…
Read More...

୫-ଟି ଉପକ୍ରମରେ ନନ୍ଦନକାନନର ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନ୍‌ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ଚୂଡଙ୍ଗ ଜଙ୍ଗଲ…

ଭୁବନେଶ୍ୱର : ନନ୍ଦନକାନନର ହେବ ରୂପାନ୍ତର । ୫-ଟି ଉପକ୍ରମରେ ଏହାକୁ ଏକ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ଏହାର ରୂପାନ୍ତର କରାଯିବ। ଚୂଡଙ୍ଗ ଜଙ୍ଗଲ ଅଞ୍ଚଳକୁ ଏଥିରେ ସାମିଲ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ରାଜ୍ୟ ବନ ବିଭାଗ ପକ୍ଷରୁ ନନ୍ଦନକାନନର…
Read More...

ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

ଭୁବନେଶ୍ୱର : ଗାଡକଣ ସହରାଞ୍ଚଳ ସ୍ୱାସ୍ଥ୍ୟସେବା କେନ୍ଦ୍ର ଓ ସିଏଫଆର ସ୍ୱେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଭାଗିତାରେ ମଞ୍ଚେଶ୍ବର ରେଳବାଇ ଉଚ୍ଚ ବିଦ୍ୟାଳୟ ଠାରେ ଏକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହାକୁ ୧୨ ନମ୍ବର ଓାର୍ଡର କର୍ପୋରେଟର ଜୟନ୍ତୀ ସାହୁ ମୁଖ୍ୟ ଅତିଥି…
Read More...

ଉତ୍ତର ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭ ଉଦଘାଟନ

ଭୁବନେଶ୍ୱର, : ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ୧୨ ନମ୍ବର ଓ୍ବାର୍ଡରେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭ ଉଦଘାଟନ ଅନୁଷ୍ଠିତ ହୋଇଯାଇଛି। କର୍ପୋରେଟର ଜୟନ୍ତୀ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ମୁଖ୍ୟ…
Read More...

ଆଧୁନିକ ଚିକିତ୍ସା ବ୍ୟବସ୍ଥାରେ ଯୋଗକୁ ସାମିଲ କରିବା ସମୟର ଆହ୍ବାନ

ଭୁବନେଶ୍ୱର : ଆରୋଗ୍ୟ ପ୍ରକ୍ରିୟାକୁ ଶୀଘ୍ର ଏବଂ ଉନ୍ନତ କରିବା ନିମନ୍ତେ ଆଧୁନିକ ଚିକିତ୍ସା ବ୍ୟବସ୍ଥାରେ ଯୋଗକୁ ସାମିଲ କରିବା ସମୟର ବଡ଼ ଆହ୍ବାନ। ନିଜକୁ ଶାନ୍ତ ରଖିବା ତଥା ମାନସିକ ଚାପ/ଅବସାଦକୁ ନିୟନ୍ତ୍ରଣ କରିବାରେ ଯୋଗ ଏକ ବିଶେଷ ଭୂମିକା ଗ୍ରହଣ କରିଥାଏ। ଅସ୍ତ୍ରୋପଚାର ପରବର୍ତ୍ତୀ…
Read More...

ଓଡିଶା ସେବକ ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଭୁବନେଶ୍ୱର : ଓଡିଶା ସେବକ ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ମଞ୍ଚେଶ୍ବର ସ୍ଥିତ ଧିରୀକୁଟି ସାହି ଠାରେ ପାଳିତ ହୋଇଯାଇଛି । ସଂଘର ସଭାପତି ଅଶୋକ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ୧୧ ନମ୍ବର ଓ୍ବାର୍ଡର କର୍ପୋରେଟର ପ୍ରଭାସିନୀ ମହାନ୍ତି…
Read More...

ଭୁବନେଶ୍ୱର ଫିଟନେସ କ୍ଲବ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ

ଭୁବନେଶ୍ୱର : ଭୁବନେଶ୍ୱର ଫିଟନେସ କ୍ଲବ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ କିସ୍ ଜଗନ୍ନାଥ ମନ୍ଦିର ସମ୍ମୁଖ କ୍ଲବ ପରିସରରେ ପାଳିତ ହୋଇଯାଇଛି । କ୍ଲବର ସଭାପତି ଜିତେନ୍ଦ୍ର ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରତିଷ୍ଠିତ ସାଧୁ ସ୍ୱାମୀ ସୁଧାନନ୍ଦ ସରସ୍ୱତୀ ମହାରାଜ…
Read More...

ଖାଦ୍ୟ ସୁରକ୍ଷା ପ୍ରଶିକ୍ଷଣ କର୍ମଶାଳା ସୁସ୍ଥ ସମାଜ ପାଇଁ ଖାଦ୍ୟ ସୁରକ୍ଷା ଅତ୍ୟନ୍ତ ଆବଶ୍ୟକ

ଭୁବନେଶ୍ୱର : ଆରୋମା ଶିକ୍ଷା ଓ ସେବା ସମିତି ପକ୍ଷରୁ ମାଷ୍ଟରକ୍ୟାଣ୍ଟିନ ସ୍ଥିତ ଏକ ବାଣିଜ୍ୟ ବ୍ୟବସାୟ ସଂଘ ପରିସରରେ ଖାଦ୍ୟ ସୁରକ୍ଷା ସମ୍ବଦ୍ଧୀୟ ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଖାଦ୍ୟ ସୁରକ୍ଷା ଏବଂ ଫୋଷ୍ଟାକର ମୁଖ୍ୟ ପ୍ରଶିକ୍ଷକ ରଞ୍ଜନ କୁମାର ମଲ୍ଲିକ, ଆରୋମା…
Read More...