banner
Breaking
Monthly Archives

June 2023

ଉତ୍ତର ବିଧାୟକଙ୍କ ଦ୍ବାରା ଭତ୍ତା ବଣ୍ଟନ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ୧୨ ନମ୍ବର ଓ୍ବାର୍ଡରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କର୍ପୋରେଟର ଜୟନ୍ତୀ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ଯୋଗଦେଇ ବୃଦ୍ଧ, ବୃଦ୍ଧା ଓ ଶାରୀରିକ ଭିନ୍ନକ୍ଷମ…
Read More...

ଭୁବନେଶ୍ୱର ରଜ ମହୋତ୍ସବ ଉଦଘାଟିତ

ଭୁବନେଶ୍ୱର : ଭୁବନେଶ୍ୱର ରଜ ମହୋତ୍ସବ ପରିଷଦ ପକ୍ଷରୁ କଲ୍ୟାଣପୁର ସ୍ଥିତ ସ୍ୱସ୍ତିବନର ପ୍ରାକୃତିକ ପରିସରରେ ଅନୁଷ୍ଠିତ ରଜ ମହୋତ୍ସବ ଉଦଘାଟିତ ହୋଇଯାଇଛି । ଏହାକୁ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବେ…
Read More...

ଏଲପିଟିମ ପକ୍ଷରୁ ରଜ ମହୋତ୍ସବ

ଭୁବନେଶ୍ୱର : ଏଲପିଟିମ ପକ୍ଷରୁ ଚନ୍ଦ୍ରଶେଖରପୁର ସ୍ଥିତ ଦୁର୍ଗା ପଡିଆ ଠାରେ ରଜ ମହୋତ୍ସବ ଧୁମଧାମ୍‌ରେ ପାଳିତ ହୋଇଯାଇଛି । ଏହି ମହୋତ୍ସବରେ କଲୋନୀର ସମସ୍ତ ବର୍ଗର ଲୋକ ସାମିଲ ହୋଇଥିଲେ । ଅନୁଷ୍ଠାନ ପକ୍ଷରୁ ଚିତ୍ରାଙ୍କନ, ବକ୍ତୁତା, ରଙ୍ଗୋଲି, ପୁଚି, ମେହେନ୍ଦୀ, ବେଲୁନ୍ ଫଟା,ହୁଳହୁଳି,…
Read More...

ଭୟଙ୍କର ରୂପ ନେବ ସାମୁଦ୍ରିକ ଘୂର୍ଣ୍ଣିଝଡ

ନୂଆଦିଲ୍ଲୀ : ଆରବ ସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ ଝଡ ବିପର୍ଯ୍ୟୟ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏକ ଭୟଙ୍କର ଘୂର୍ଣ୍ଣିବଳୟରେ ପରିଣତ ହେବାର ସମ୍ଭାବନା ଅଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପୂର୍ବ ଦିଗରେ ଧୀରେ ଧୀରେ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।…
Read More...

ବାହାନଗା ଷ୍ଟେସନରେ ଅଟକିବ ନାହିଁ ଟ୍ରେନ

ବାଲେଶ୍ୱର - ୧୦।୬: ବାଲେଶ୍ୱର ଜିଲା ବାହାନଗା ବଜାର ଷ୍ଟେସନରେ ଏବେ କୌଣସି ଟ୍ରେନ ରହିବ ନାହିଁ। ପରବର୍ତ୍ତୀ ନୋଟିସ ପର୍ଯ୍ୟନ୍ତ ଏଠାରେ କୌଣସି ଟ୍ରେନ ରହିବ ନାହିଁ ବୋଲି ଦକ୍ଷିଣ ପୂର୍ବ ରେଳପଥର ମୁଖ୍ୟ ଜନସଂପର୍କ ଅଧିକାରୀ (ସିପିଆରଓ) ଆଦିତ୍ୟ ଚୌଧୁରୀ କହିଛନ୍ତି । ସେ କହିଛନ୍ତି, ରିଲେ…
Read More...

ଜେଏଲଆର ଇଣ୍ଡିଆ ପକ୍ଷରୁ ଏହାର ବାର୍ଷିକ ମୌସୁମୀ ସର୍ଭିସ୍ ଇଭେଂଟ ୧୨ ରୁ ୧୭ ଜୁନ ୨୦୨୩ ପର୍ଯ୍ୟନ୍ତ ଘୋଷଣା ହେଲା

ଜେଏଲଆର ଇଣ୍ଡିଆ ପକ୍ଷରୁ ଏହାର ବାର୍ଷିକ ମୌସୁମୀ ସେବା ଇଭେଂଟ ସମ୍ପର୍କରେ ଘୋଷଣା କରିଛି, ଯାହା ୧୨ ରୁ ୧୭ ଜୁନ ୨୦୨୩ ପର୍ଯ୍ୟନ୍ତ ଭାରତର ସମସ୍ତ ପ୍ରାଧିକୃତ ଖୁଚୁରା ବ୍ୟବସାୟୀମାନଙ୍କ ନିକଟରେ ଅନୁଷ୍ଠିତ ହେବ । ବ୍ରାଣ୍ଡେଡ ସାମଗ୍ରୀ, ଆସେସୋରିଜ ଏବଂ ମୂଲ୍ୟଯୁକ୍ତ ସେବା ଉପରେ ଗ୍ରାହକମାନେ…
Read More...

ବାଲେଶ୍ୱର ରେଳ ଦୁର୍ଘଟଣା ଓଡ଼ିଶା ମୃତକଙ୍କ ପରିବାରର ଜଣକୁ ଚାକିରି ଓ ପିଲାଙ୍କୁ ମାଗଣା ଶିକ୍ଷା ଦେବ କିଟ୍‍

ଭୁବନେଶ୍ୱର, : ବାଲେଶ୍ୱର ବାହାନଗାଠାରେ ଘଟିଥିବା ସବୁଠାରୁ ଦୁଃଖଦ ରେଳ ଦୁର୍ଘଟଣାରେ ଓଡ଼ିଶାର ମୃତକଙ୍କ ପରିବାରର ଜଣେ ଯୋଗ୍ୟ ବ୍ୟକ୍ତି ଓ ତାଙ୍କ ପରିବାରର ପିଲାଙ୍କୁ କିଟରେ ମାଗଣା ଶିକ୍ଷା ଦାନ କରିବାକୁ କିଟ୍‍ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ଆଜି ଏ ସମ୍ପର୍କରେ କିଟ୍‍ ଓ କିସ୍‍…
Read More...

ଶୈଳଶ୍ରୀବିହାରରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭୁବନେଶ୍ୱର, ବାହାନଗା ରେଳ ଦୁର୍ଘଟଣାରେ ମୃତକଙ୍କ ଆତ୍ମାର ସଦ୍‌ଗତି ଓ ଆହତଙ୍କ ଆଶୁ ଅରୋଗ୍ୟ କାମନା କରି ଶୈଳଶ୍ରୀବିହାରରେ ବିଶାଳ କ୍ୟାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସମାଜସେବୀ ତଥା ଯୁବନେତା ମନୋଜ ଚକ୍ରବର୍ତ୍ତୀଙ୍କ ନେତୃତ୍ୱରେ ଅନୁଷ୍ଠିତ ଶୋଭାଯାତ୍ରା ଶୈଳଶ୍ରୀବିହାର ଛକ…
Read More...

ନୀଳାଦ୍ରିବିହାର ଆବାସିକ ସଂଘ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

ଭୁବନେଶ୍ୱର ବାହାନଗା ରେଳ ଦୁର୍ଘଟଣାରେ ମୃତକଙ୍କ ଆତ୍ମାର ସଦ୍‌ଗତି ଓ ଆହତଙ୍କ ଆଶୁ ଅରୋଗ୍ୟ କାମନା କରି ନୀଳାଦ୍ରିବିହାର ଆବାସିକ ସଂଘ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଆବାସିକ ସଂଘର ପୁର୍ବତନ ସଭାପତି ମନମୋହନ ପଟ୍ଟନାୟକଙ୍କ ନେତୃତ୍ୱରେ ଅନୁଷ୍ଠିତ ଶୋଭାଯାତ୍ରା…
Read More...

ଶୁକ୍ରବାର ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର,୧।୬: ଶୁକ୍ରବାର ପ୍ରକାଶ ପାଇବ ଓଜେଇଇ ପରୀକ୍ଷାଫଳ। ଛାତ୍ରୀଛାତ୍ରମାନେ ଓଜେଇଇ ଓ୍ବେବସାଇଟ୍‌ ମାଧ୍ୟମରେ ରେଜଲ୍ଟ ଦେଖିପାରିବେ। ସୂଚନାଯୋଗ୍ୟ, ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବେଷୟିକ ଶିକ୍ଷାନୁଷ୍ଠାନର ଏମ୍‌ବିଏ, ଏମ୍‌ସିଏ, ଏମଏସ୍‌ସି, ଏମେ୍‌ଟେକ, ଏମ ପ୍ଲାନ, ଲାଟେରାଲ ଏଣ୍ଟ୍ରି…
Read More...