banner
Breaking
Monthly Archives

July 2023

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଓଏସ୍‌ଡି ସୁଧାଂଶ୍‌ ପନ୍ତଙ୍କ ଏମ୍‌ସ ଭୁବନେଶ୍ୱର ପରିଦର୍ଶନ, ଗୁଣବତ୍ତାପୂର୍ଣ୍ଣ…

ଭୁବନେଶ୍ୱର : ଗୌରବମୟ ପ୍ରଥମ ଦଶନ୍ଧିର ଯାତ୍ରା ଅବସରରେ ଏମ୍‌ସ ଭୁବନେଶ୍ୱର ଓଡ଼ିଶା ତଥା ପଡୋଶୀ ରାଜ୍ୟର ଜନସାଧାରଣଙ୍କୁ ଗୁଣବତ୍ତାପୂର୍ଣ୍ଣ ସ୍ୱାସ୍ଥ୍ୟ ସେବା ଯୋଗାଇଦେବାରେ ଅଗ୍ରଣୀ ଭୂମିକା ନିର୍ବାହ କରିଛି। ରୋଗୀସେବା କ୍ଷେତ୍ରରେ ଏହି ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଦେଶରେ ଏକ ନୂତନ…
Read More...

କଟକରେ ଆରବିଏଲ ବ୍ୟାଙ୍କର ନୂଆ ଶାଖା , ଗ୍ରାହକଙ୍କୁ ମିଳିବ ଗୁଣାତ୍ମକ ବ୍ୟାଙ୍କିଙ୍ଗ୍ ସେବା

ଭୁବନେଶ୍ୱର : କଟକ ଦୋଳମୁଣ୍ଡାଇରେ ଆରବିଏଲ୍ ବ୍ୟାଙ୍କର ନୂତନ ଶାଖା ଆରମ୍ଭ ହୋଇଛି । ବିଧାୟକ ସୌଭିକ ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଛନ୍ତି । ଆରବିଏଲ୍ ବ୍ୟାଙ୍କର ପାନ୍ ଇଣ୍ଡିଆରେ ୫୨୦ଟି ଶାଖା ରହିଥିବା ବେଳେ ପୂର୍ବ ଭାରତରେ ୫୬ଟି ରହିଛି । ସେହିପରି ଏହି ଶାଖାକୁ…
Read More...

ମହାମହିମ ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡିଶା ଗସ୍ତ

ଭୁବନେଶ୍ବର :ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମୁର୍ମୁ ରାଷ୍ଟ୍ରପତି ଭବନରୁ ୩ଟା ୨୫ମିନିଟ୍‌ରେ ବାହାରି ୩ଟା ୪୦ମିନିଟ୍‌ରେ ପାଲମ ବିମାନବନ୍ଦରଠାରେ ପହଞ୍ଚିବେ। ସେଠାରୁ ୩ଟା ୫୦ମିନିଟ୍‌ରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ବାହାରି ସା…
Read More...

ଦେଶରେ ରେକର୍ଡ ପରେ ରେକର୍ଡ ଭାଙ୍ଗି ଚାଲିଛନ୍ତି ନବୀନ

ଭୁବନେଶ୍ଵର: ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ଭାବେ ଓଡ଼ିଶାର ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେବା ଓ ସମର୍ପଣର ୨୫ ବର୍ଷ ପୂର୍ଣ୍ଣ କରି ଏକ ନୂଆ ରେକର୍ଡ଼ର ଅଧିକାରୀ ହୋଇଛନ୍ତି। ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିଛନ୍ତି ନବୀନ ।…
Read More...

ନିକନ ଇଣ୍ଡିଆ ଏହାର ଇମେଜିଙ୍ଗ ମାଷ୍ଟରପିସ ପ୍ରଦର୍ଶନ କଲା: ରେଡି ଆକ୍ସନ ନିକନ ଜେଡ-୮

ଭୁବନେଶ୍ୱର : ନିକନ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ, ନିକନ ନିଗମର ୧୦୦% ସହାୟକ କମ୍ପାନୀ, ଇମେଜିଙ୍ଗ ଟେକ୍ନୋଲୋଜିର ଅଗ୍ରଣୀ ସଂସ୍ଥା ପକ୍ଷରୁ ଏହାର ସର୍ବଶ୍ରେଷ୍ଠ ମିରର ଲେସ ଇମେଜିଙ୍ଗ ମାଷ୍ଟରପିସ ନିକନ ଜେଡ-୮ କୁ ପ୍ରଦର୍ଶିତ କରିଛି । ଚମତ୍କାରିତା, ପୋର୍ଟେବିଲିଟି, ବହୁମୁଖୀତା, ଏବଂ…
Read More...

ଏକ ଘଣ୍ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର : ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖିଣ୍ଡାର ବିକାଶ ସହ ଏହାକୁ ଏକ ପର୍ଯ୍ୟଟନସ୍ଥଳ ଭାବେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୬ କୋଟି ୪୧ ଲକ୍ଷ ଟଙ୍କା ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।…
Read More...

ଓଡ଼ିଶା କଂଗ୍ରେସରେ ଝଡ଼

ଭୁବନେଶ୍ୱର : କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ ଏବଂ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଚିରଞ୍ଜିବୀ ବିଶ୍ୱାଳଙ୍କୁ ଶନିବାର କଂଗ୍ରେସରୁ ନିଲମ୍ବନ କରାଯାଇଛି। ଏହି ଦୁଇ ପ୍ରଭାବଶାଳୀ ନେତାଙ୍କ ନିଲମ୍ବନକୁ ନେଇ ରାଜ୍ୟ କଂଗ୍ରେସରେ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ତେବେ ଏହି ଦୁଇ…
Read More...

ଏମ୍‌ସ ଭୁବନେଶ୍ୱର ୧୧ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର : ପ୍ରଥମ ଦଶନ୍ଧିର ଗୌରବମୟ ଯାତ୍ରା ସହିତ ପୂର୍ବ ଭାରତରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସମସ୍ତଙ୍କ ଆସ୍ଥାଭାଜନ ହୋଇପାରିଥିବା ଏମ୍‌ସ ଭୁବନେଶ୍ୱର ଆଜି ଏହାର ୧୧ତମ ପ୍ରତିଷ୍ଠା ଦିବସ ପାଳନ କରିଛି। ଏହି ଅବସରରେ ଏମ୍‌ସ ପକ୍ଷରୁ ଇ-ଅଫିସ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି। ଏହି ସୁବିଧା…
Read More...

ରୋଟାରୀ ଏଲିଟ’ର ଅଧିଷ୍ଠାନ ଦିବସ -ସଭାପତି ଭାବେ ରୋଟାରିଆନ ସୁବ୍ରତ ଦାସ, ସମ୍ପାଦକ ସୌରେନ୍ଦ୍ର ଦାଶ ମନୋନୀତ

ଭୁବନେଶ୍ବର:ଭୁବନେଶ୍ୱରର ସ୍ଥାପିତ ରୋଟାରୀ ଏଲିଟ ର 2023-24 ବର୍ଷ ପାଇଁ ଅଧିଷ୍ଠାନ ଉତ୍ସବ ଅନୁଷ୍ଠିତ ହୋଇ ଯାଇ ଅଛି। ଏହି ଅବସରରେ ରୋଟାରୀ ଏଲିଟର ନୂତନ କର୍ମକର୍ତା ମାନେ ଦାୟିତ୍ୱ ଗ୍ରହଣ କରିଥିଲେ,। ନୂତନ ସଭାପତି ଭାବେ ରୋଟାରୀଆନ ସୁବ୍ରତ ଦାସ ବିଦାୟୀ ସଭାପତି ଚିତ୍ତରଞ୍ଜନ ମିଶ୍ର ଙ୍କ…
Read More...

ଖାଦ୍ୟ ସୁରକ୍ଷା ପ୍ରଶିକ୍ଷଣ କର୍ମଶାଳା

ଢେଙ୍କାନାଳ : ଆରୋମା ଶିକ୍ଷା ଓ ସେବା ସମିତି ପକ୍ଷରୁ ଢେଙ୍କାନାଳ ଜିଲ୍ଲାର କାମାକ୍ଷାନଗର ଠାରେ ଏକ ହୋଟେଲ ପରିସରରେ ଖାଦ୍ୟ ସୁରକ୍ଷା ସମ୍ବଦ୍ଧୀୟ ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆରୋମା ଶିକ୍ଷା ଓ ସେବା ସମିତିର ରାଜ୍ୟ ସଂଯୋଜକ ବିଭୂତି ଭୂଷଣ ଲେଙ୍କା, ଓରିଜନ ଉଦ୍ୟୋଗର…
Read More...