banner
Breaking
Monthly Archives

August 2023

ଲକ୍ଷ୍ମୀ ବଜାର ଟ୍ରଷ୍ଟ ପକ୍ଷରୁ ୭୭ତମ ସ୍ବାଧୀନତା ଦିବସ ପାଳିତ

ଭୁବନେଶ୍ୱର: ନୀଳାଦ୍ରିବିହାର ସେକ୍ଟର ୧ ଛକ ଠାରେ ଲକ୍ଷ୍ମୀ ବଜାର ଟ୍ରଷ୍ଟ ପକ୍ଷରୁ ୭୭ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ସଭାପତି ତାରକ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ କର୍ପୋରେଟର ମୋନାଲିସା ସାହୁ ଯୋଗଦେଇ ପତାକା ଉତ୍ତୋଳନ…
Read More...

ନୀଳାଦ୍ରିବିହାର ବରିଷ୍ଠ ନାଗରିକ ଟ୍ରଷ୍ଟ ପକ୍ଷରୁ ୭୭ତମ ସ୍ୱାଧୀନତା ଦିବସ ପାଳିତ

ଚନ୍ଦ୍ରଶେଖରପୁର : ନୀଳାଦ୍ରିବିହାର ବରିଷ୍ଠ ନାଗରିକ ଟ୍ରଷ୍ଟ ପକ୍ଷରୁ ୭୭ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଯୁବନେତା ମନୋଜ କୁମାର ସାହୁ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । ଟ୍ରଷ୍ଟର ସଭାପତି ତଥା ପୂର୍ବତନ ସେନା ଅଧିକାରୀ ସାଧୁ ଚରଣ ସାମନ୍ତରାୟଙ୍କ ସଭାପତିତ୍ୱରେ…
Read More...

ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଭିବାଦନ ଗ୍ରହଣ ଓ ଓଡ଼ିଶା ବାସୀଙ୍କୁ ସମ୍ବୋଧନ

ଭୁବନେଶ୍ୱର : ଆଜି ସମଗ୍ର ଦେଶ ୭୭ତମ ସ୍ବାଧୀନତା ଦିବସ ଆନନ୍ଦ ଉଲ୍ଲାସର ସହ ପାଳନ କରୁଛି। ସ୍ବାଧୀନତା ଦିବସ ଅବସରରେ ରାଜ୍ୟରେ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ରାଜଧାନୀର ୟୁନିଟ-୩ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ କରାଯାଉଛି। ଏହି ଉତ୍ସବରେ…
Read More...

ଲାଲକିଲାରୁ ମୋଦିଙ୍କ ଆହ୍ବାନ, ପୁଣି ଆସିବି

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୭ ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏଥିସହ ଭାରତକୁ ମୁକ୍ତ କରିଥିବା ସ୍ବାଧୀନତା ସଂଗ୍ରାମର ଶହୀଦ ତଥା ସଂଗ୍ରାମୀମାନଙ୍କୁ ପ୍ରଣାମ ଜଣାଇଛନ୍ତି। ହିଂସା ନିଆଁରେ ଜଳୁଥିବା ମଣିପୁରରେ ଶାନ୍ତି ପାଇଁ…
Read More...

ପାଇକ ବିଦ୍ରୋହ ପାଇଁ ଖୋର୍ଦ୍ଧା ମାଟି ସ୍ମରଣୀୟ ହୋଇ ରହିବ

ଭୁବନେଶ୍ୱର : ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ବିଜେବି ହାଇସ୍କୁଲ ପଡିଆଠାରେ ୭୭ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ ଅଭିଭାଦନ ଗ୍ରହଣ କରିଥିଲେ। ପାଇକ ବିଦ୍ରୋହ…
Read More...

ଦେଶଭକ୍ତିର ପରମ ପୁଲକରେ ଏମ୍ସ ଭୁବନେଶ୍ୱରରେ ୭୭ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର : ଦେଶଭକ୍ତିର ପରମ ପୁଲକରେ ଏମ୍‌ସ ଭୁବନେଶ୍ୱରରେ ପାଳିତ ହୋଇଛି ୭୭ତମ ସ୍ୱାଧୀନତା ଦିବସ। ଏହି ଜାତୀୟ ପ୍ରତିଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଡ. ବିଶ୍ବାସ ସ୍ୱାସ୍ଥ୍ୟ,…
Read More...

ଶ୍ରୀ କ୍ରିଷ୍ଣା ଇଣ୍ଟରନ୍ୟାସନାଲ ସ୍କୁଲରେ ୭୭ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର : ଭୁବନେଶ୍ୱର ଉପକଣ୍ଠ ମଳିପଡା ସ୍ଥିତ ଶ୍ରୀ କ୍ରିଷ୍ଣା ଇଣ୍ଟରନ୍ୟାସନାଲ ସ୍କୁଲରେ ୭୭ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପୂର୍ବତନ ପୋଲିସ ଡି ଜି ସଞ୍ଜିବ ମାରିକ ଯୋଗଦେଇ ପତାକା ଉତ୍ତୋଲନ କରିଥିଲେ । ଇତିହାସରୁ ଆଜିଯାଏ ଭାରତର…
Read More...

ଏମ୍ସ ଭୁବନେଶ୍ୱରରେ ସିଜିଏଚଏସ୍ ହିତାଧିକାରୀଙ୍କ ପାଇଁ ସ୍ୱତନ୍ତ୍ର ପଞ୍ଜୀକରଣ କେନ୍ଦ୍ର ଉଦ୍ଘାଟନ କଲେ କାର୍ଯ୍ୟନିର୍ବାହୀ…

ଭୁବନେଶ୍ୱର,: ଏମ୍ସ ଭୁବନେଶ୍ୱରରେ ସମସ୍ତ ସିଜିଏଚଏସ୍ ହିତାଧିକାରୀଙ୍କ ପାଇଁ ଏକ ସ୍ୱତନ୍ତ୍ର ପଞ୍ଜୀକରଣ କେନ୍ଦ୍ରକୁ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ଵାସ ଉଦ୍ଘାଟନ କରିଛନ୍ତି। ଓପିଡି ଫୋୟରରେ ଆରମ୍ଭ ହୋଇଥିବା ଏହି ସ୍ୱତନ୍ତ୍ର ପଞ୍ଜୀକରଣ କେନ୍ଦ୍ର ମାଧ୍ଯମରେ ସିଜିଏଚଏସ୍…
Read More...

ଈଶାନେଶ୍ବର ବସ୍ତିରେ ପାଠାଗାର ଉଦଘାଟିତ

ଭୁବନେଶ୍ୱର: କମିଶନରେଟ ପୋଲିସ ପକ୍ଷରୁ ନୀଳାଦ୍ରି ବିହାର ସ୍ଥିତ ଈଶାନେଶ୍ବର ବସ୍ତିରେ ବକୁଳ ଫାଉଣ୍ଡେସନ ସହଯୋଗରେ ବସ୍ତି ପାଠାଗାର ଉଦଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ପୋଲିସ କମିଶନର ସୋମେନ୍ଦ୍ର ପ୍ରିୟଦର୍ଶୀ ଯୋଗଦେଇ ବସ୍ତି ପାଠାଗାର ଉଦଘାଟନ କରି କହିଥିଲେ ବଡ଼ ମଣିଷ ହେବା ପାଇଁ…
Read More...

ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଶବ ପରିଚାଳନା କ୍ଷେତ୍ରରେ ଅନନ୍ୟ ପାରଦର୍ଶିତା ନିମନ୍ତେ ଏମ୍‌ସ ଭୁବନେଶ୍ୱରକୁ ସମ୍ମାନିତ…

ଭୁବନେଶ୍ୱର : ବାଲେଶ୍ବର ଜିଲ୍ଲା‌ ଅନ୍ତର୍ଗତ ବାହାନଗାରେ ହୋଇଥିବା ଦୁର୍ଭାଗ୍ୟଜନକ ଟ୍ରେନ୍‌ ଦୁର୍ଘଟଣାରେ ମୃତ ଶରୀର ପରିଚାଳନା ‌‌କ୍ଷେତ୍ରରେ ଏମ୍‌ସ ଭୁବନେଶ୍ୱରର ପ୍ରତିବଦ୍ଧତା, ଉତ୍ସର୍ଗୀକୃତ ମନୋଭାବ ଏବଂ ନିରନ୍ତର ପ୍ରୟାସ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଜାତୀୟ…
Read More...