banner
Breaking
Yearly Archives

2023

ମେ ପହିଲାରୁ ବଢ଼ିବ ଦୁଗ୍ଧ ଜାତ ଦ୍ରବ୍ଯ ଦର

କଟକ : ଆସନ୍ତା ମେ ପହିଲାରୁ ଦୁଗ୍ଧ ଜାତ ଦ୍ରବ୍ୟ ଛେନା, ପନିର୍‌ ଓ ଖୁଆର ମୂଲ୍ୟ ମହଙ୍ଗା ହେବ। କଟକ ଜିଲା ଦୁଗ୍ଧଜାତ ଦ୍ରବ୍ୟ ବ୍ୟବସାୟୀ ସଙ୍ଘର ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ଓମ୍‌ଫେଡ କ୍ଷୀର ଲିଟର ପ୍ରତି ୪ଟଙ୍କା ବୃଦ୍ଧି ହେବା ସହ ଗୋଖାଦ୍ୟ ଓ ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟର ଦର…
Read More...

ମେ ୫ ପର୍ଯ୍ୟନ୍ତ ତାତିରୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର : ଖରା ତାତିରୁ ମିଳବ ଆଶ୍ୱସ୍ତି । ମେ ୫ ତାରିଖ ପର୍ଯ୍ୟନ୍ତ ଦିନର ତାପମାତ୍ରା ବଢ଼ିବନି । ବଙ୍ଗୋପସାଗର ସଂଲଗ୍ନ ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ସମୁଦ୍ର ଆଡ଼ୁ ଜଳକଣାପୂର୍ଣ୍ଣ ପବନ ପ୍ରବାହିତ ହୋଇଥିବାରୁ ତାପମାତ୍ରା ବୃଦ୍ଧି ପାଇବ ନାହିଁ ବୋଲି ଶିକ୍ଷା ଓ ଅନୁସନ୍ଧାନ…
Read More...

ମା ହେବେ ଇଲିଆନା

ମୁମ୍ବାଇ: ବଲିଉଡ ମୁଭିର ଆଗଧାଡିର ନାୟିକା ଇଲିଆନା ଡିକ୍ରୁଜ ୩୬ବର୍ଷ ବୟସରେ ମା’ ହେବାକୁ ଯାଉଛନ୍ତି। କିଛିଦିନ ତଳେ ଅଭିନେତ୍ରୀ ପ୍ରେଗ୍ନେସି ଖବର ଶେୟାର କରି ପ୍ରଶଂସକଙ୍କୁ ଚକିତ କରି ଦେଇଥିଲେ। ଅଭିନେତ୍ରୀ ଇନଷ୍ଟାଗ୍ରାମରେ ତାଙ୍କ ପ୍ରେଗ୍ନେସି କ୍ରଓ୍ବେିଙ୍ଗସ କଥା କହିଥିଲେ। ଯେଉଁଥିରେ ସେ…
Read More...

ରତ୍ନ ଭଣ୍ଡାର ଚାବି ହଜିବା ଘଟଣାର ଶୁଣାଣି

କଟକ : ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ଯେଉଁ ନ୍ୟାୟିକ ତଦନ୍ତ ହୋଇଥିଲା, ତାର ରିପୋର୍ଟ ସାର୍ବଜନୀନ କରିବା ଉଦ୍ଦେଶ୍ୟରେ ଦାୟର ମାମଲାର ମଙ୍ଗଳବାର ଶୁଣାଣି ହୋଇଛି । ମାମଲାର ଦୁଇ ପକ୍ଷ ମୁଖ୍ୟ ଶାସନ ସଚିବ ଏବଂ ଆଇନ ବିଭାଗର ସଚିବଙ୍କୁ ଏସଂକ୍ରାନ୍ତରେ ହାଇକୋର୍ଟ ଜବାବ ତଳବ…
Read More...

ବନ୍ଦେ ଭାରତ ଏକ୍ସପ୍ରେସର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ଥିରୁଭାନନ୍ତପୁରମ୍‌ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କେରଳ ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମଙ୍ଗଳବାର ଥିରୁଭାନନ୍ତପୁରମ୍‌ କେନ୍ଦ୍ରୀୟ ରେଳ ଷ୍ଟେଶନରେ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ହେଉଛି ରାଜ୍ୟର ପ୍ରଥମ ବନ୍ଦେ…
Read More...

ଘୋଷଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ପୁରୀ : ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ନିର୍ମାଣ ଶୁଭାରମ୍ଭ ହୋଇଛି। ରବିବାର ପବିତ୍ର ଅକ୍ଷୟ ତୃତୀୟାରେ ରଥ କାମ ଅନୁକୂଳ ହେବା ପରେ ସୋମବାରଠାରୁ ଶ୍ରୀନଅର ସମ୍ମୁଖ ଅସ୍ଥାୟୀ ରଥଖଳାରେ ବିଧିବଦ୍ଧ ଭାବେ ରଥ ନିର୍ମାଣ ଆରମ୍ଭ ହୋଇଛି। ପରମ୍ପରା ଅନୁଯାୟୀ,…
Read More...

ହାଇଦ୍ରାବାଦକୁ ହରାଇଲା ଦିଲ୍ଲୀ

ହାଇଦ୍ରାବାଦ : ଆଇପିଏଲର ୩୪ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ୭ ରନରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ଅକ୍ଷର ପଟେଲଙ୍କ ଅଲରାଉଣ୍ଡ ପ୍ରଦର୍ଶନ(୩୪ ରନ୍‌ ଓ ୨ ଉଇକେଟ) ବଳରେ ଚଳିତ ସିଜନର ଦ୍ୱିତୀୟ ବିଜୟ ହାସଲ କରିଛି ଦିଲ୍ଲୀ। ପ୍ରଥମେ ବ୍ୟାଟିଂ କରି କ୍ୟାପିଟାଲ୍ସ ୯ ଉଇକେଟ ହରାଇ…
Read More...

ଇଲେକ୍ଟ୍ରିକ୍ ଯାନ ଉପରେ ମିଳିବ ଅଧିକ ରିହାତି

ଭୁବନେଶ୍ୱର : ଇଲେକ୍ଟ୍ରିକ୍‌ ଯାନ କିଣୁଥିବା ଗ୍ରାହକମାନଙ୍କ ପାଇଁ ଖୁସି ଖବର। ଏହି ଯାନ କ୍ରେତାଙ୍କ ପାଇଁ ରିହାତି ହାରକୁ ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହାକୁ ଅନୁମୋଦନ କରାଯାଇଛି। ଇ-ଭେହିକିଲ୍‌ ପଲିସି-୨୦୨୧କୁ…
Read More...

ବିଦ୍ୟୁତ କଟ୍ ହେଉନାହିଁ, ଟ୍ରିପ୍ ହେଉଛି! ଶକ୍ତିମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ବିଦ୍ୟୁତ୍‌ କାଟ ହେଉନି। ଓଭରଲୋଡିଂ ପାଇଁ ପାୱାର ଲାଇନ ଟ୍ରିପ୍‌ କରିଯାଉଛି। ରାଜ୍ୟରେ ବିଦ୍ୟୁତ୍‌ ଯୋଗାଣର ଅଭାବ ନାହିଁ ବୋଲି ଶକ୍ତିମନ୍ତ୍ରୀ ପ୍ରତାପ ଦେବ ସୋମବାର କହିଛନ୍ତି। ପିକ୍‌ ପିରିୟଡରେ ରାଜ୍ୟରେ ୫,୬୦୦ ମେଗାୱାଟ ବିଜୁଳିର ଆବଶ୍ୟକତା ରହୁଛି। ଗତ ବର୍ଷ ଏହା…
Read More...

ସୂଚନା ପ୍ରଯୁକ୍ତିକୁ ଆଧାର କରି ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି

ଭୁବନେଶ୍ୱର : ସୂଚନା ପ୍ରଯୁକ୍ତିକୁ ଆଧାର କରି ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି। ଭାରତକୁ ବିଶ୍ୱବ୍ୟାପୀ ଅଧିକ ସମ୍ମାନ ମିଳୁଛି ବୋଲି କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ରାଷ୍ଟ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର…
Read More...