banner
Breaking
Yearly Archives

2023

ଭ୍ରାମ୍ୟମାଣ ଜଳଛତ୍ର ସେବା ଉଦ୍‌ଘାଟିତ

ଭୁବନେଶ୍ୱର - ଶ୍ରୀ ଶିରିଡି ସାଇ ଟ୍ରଷ୍ଟ ପକ୍ଷରୁ ଭ୍ରାମ୍ୟମାଣ ଜଳଛତ୍ର ସେବା ପଟିଆ ସ୍ଥିତ ଶିରିଡି ସାଇ ଛକ ଠାରେ ଉଦ୍‌ଘାଟିତ ହୋଇଯାଇଛି । ଟ୍ରଷ୍ଟର ଅଧ୍ୟକ୍ଷ ତଥା ୧ ନମ୍ବର ୱାର୍ଡର କର୍ପୋରେଟର ମିହିର କୁମାର ରାଉତଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉର ଭୁବନେଶ୍ୱର ବିଧାୟକ…
Read More...

ଆମ୍ବେଦକରଙ୍କ ୧୩୨ ତମ ଜୟନ୍ତୀ ସମାରୋହ

ଭୁବନେଶ୍ୱର : ଓଡିଶାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଆମ୍ବେଦକର ଇରନ୍ୟାସନାଲ୍ ସେଣ୍ଟର ପକ୍ଷରୁ ବୁଦ୍ଧମନ୍ଦିର ଠାରେ ରାଜ୍ୟସ୍ତରୀୟ ଆମ୍ବେଦକର ୧୩୨ ତମ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଗୋପବନ୍ଧୁ ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଉଦଘାଟକ ଭାବେ ସ୍ୱତନ୍ତ୍ର ପୋଲିସ…
Read More...

ଅଳିଆ ପଦାର୍ଥରେ କୁନି ବୈଜ୍ଞାନିକ ମାନଙ୍କର ନୂତନ ଆବିଷ୍କାର

ଭୁବନେଶ୍ୱର : ପଦ୍ମାବତୀ ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ଚନ୍ଦ୍ରଶେଖରପୁର ସ୍ଥିତ ଗାୟତ୍ରୀ ମନ୍ଦିର ପରିସରରେ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟର ପରିଚାଳକ ଶୁଭଲକ୍ଷ୍ମୀ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉତ୍ତର ନିର୍ବାଚନ ମଣ୍ଡଳୀର…
Read More...

ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା ଉତ୍ସବ

ଭୁବନେଶ୍ୱର : ଜଟଣୀ ଅନ୍ତର୍ଗତ କନ୍ତିଆ ଗ୍ରାମ ସ୍ଥିତ ଜଗନ୍ନାଥ ମନ୍ଦିରର ଷଷ୍ଠ ବାର୍ଷିକ ପ୍ରତିଷ୍ଠା ଉତ୍ସବ ମୋହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ମନ୍ଦିର ପରିଚାଳନା ସମିତି ଦ୍ୱାରା ଆୟୋଜିତ ଏହି ବର୍ଣ୍ଣାଢ୍ୟ ଉତ୍ସବରେ ବିଶିଷ୍ଟ ଅତିଥି ମାନଙ୍କ ମଧ୍ୟରେ ହୃଦୟ କୃଷ୍ଣ ସାମନ୍ତରାୟ, ହେମନ୍ତ…
Read More...

୧୪ ନମ୍ବର ଓ୍ବାର୍ଡରେ ବର୍ଷକର ଉନ୍ନତି ମୂଳକ କାର୍ଯ୍ୟର ରିପୋର୍ଟ କାର୍ଡ ଦେଲେ କର୍ପୋରେଟର ମୋନାଲିସା ସାହୁ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ କର୍ପୋରେସନକୁ ଏକବର୍ଷ ପୂରଣ ହୋଇଛି । ଗତବର୍ଷ ଅପ୍ରେଲ ୯ ତାରିଖରେ କର୍ପୋରେଟର ମାନେ ଶପଥ ଗ୍ରହଣ କରି କାର୍ଯ୍ୟ ଆରମ୍ଭ କରିଥିଲେ । ଯାହାକୁ ଠିକ୍ ଏକବର୍ଷ ପୁରିଛି । ଏହି ଏକବର୍ଷ କାର୍ଯୂକାଳ ମଧ୍ୟରେ କିଏ କେତେ କାର୍ଯ୍ୟ କରିଛନ୍ତି । ନିର୍ବାଚନ…
Read More...

ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ

ଭୁବନେଶ୍ୱର : ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ଅଧିନରେ ସେକ୍ଟର ତିନି ଠାରେ ଚାଲୁଥିବା ନୀଳାଦ୍ରି ବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ ନୀଳାଦ୍ରି ବିହାର ଦୁର୍ଗା ପଡିଆ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାତା ଦୀନବନ୍ଧୁ ସିଂହଙ୍କ ଅଧ୍ୟକ୍ଷତାରେ…
Read More...

ଲୋକଙ୍କ ସହିତ ରହି ସେବା କାର୍ଯ୍ୟ ଜାରି ରଖିବି ଏକ ବର୍ଷରେ ଉନ୍ନତି ମୂଳକ କାର୍ଯ୍ୟର ରିପୋର୍ଟ ଦେଲେ କର୍ପୋରେଟର…

ଭୁବନେଶ୍ୱର,୯ା୪(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱର ମହାନଗର ନିଗମ କର୍ପୋରେସନକୁ ଆଜି ଏକବର୍ଷ ପୂରଣ ହୋଇଛି । ଗତବର୍ଷ ଅପ୍ରେଲ ୯ ତାରିଖରେ କର୍ପୋରେଟର ମାନେ ଶପଥ ଗ୍ରହଣ କରି କାର୍ଯ୍ୟ ଆରମ୍ଭ କରିଥିଲେ । ଯାହାକୁ ଆଜି ଠିକ୍ ଏକବର୍ଷ ପୁରିଛି । ଏହି ଏକବର୍ଷ କାର୍ଯୂକାଳ ମଧ୍ୟରେ କିଏ କେତେ କାର୍ଯ୍ୟ…
Read More...

ହାଇଦ୍ରାବାଦକୁ ହରାଇଲା ଲକ୍ଷ୍ନୌ

ଲକ୍ଷ୍ନୌ, ୭।୪: ଲକ୍ଷ୍ନୌସ୍ଥିତ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଆଇପିଏଲ୍‌ର ୧୦ମ ମ୍ୟାଚରେ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଲକ୍ଷ୍ନୌ ସୁପର ଜାଏଣ୍ଟସ୍‌ ଲଢୁଆ ପ୍ରଦର୍ଶନ କରି ହାଇଦ୍ରାବାଦକୁ ୫ ଉଇକେଟରେ ପରାସ୍ତ କରିଛି। ଫଳରେ ଲକ୍ଷ୍ନୌ ୩…
Read More...

ଅପ୍ରେଲ୍‍ ୧୪ରୁ କିଟରେ ଦୁଇ ଦିନିଆ Y-20 କନ୍‍ସଲଟେଟିଭ୍‍ ସମ୍ମିଳନୀ

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟ ସମ୍ମାନଜନକ ୟୁଥ-୨୦ କନ୍‍ସଲଟେଟିଭ୍‍ ସମ୍ମିଳନୀ ଅପ୍ରେଲ୍‍ ୧୪ ଓ ୧୫ ତାରିଖ ଦୁଇ ଦିନ ଧରି ଆୟୋଜନ କରୁଛି। ଏହି ସମ୍ମିଳନୀ ଜି-୨୦ ଶିଖର ସମ୍ମିଳନୀର ସାମଗ୍ରିକ ଢାଞ୍ଚାରେ ଅନ୍ତର୍ଭୁକ୍ତ। ଏହି ଦୁଇ ଦିନିଆ ସମ୍ମିଳନୀରେ ୫୦ରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ…
Read More...

ଜନଭାଗିଦାରୀ ଗଠନରେ ଏମ୍‌ସ ଭୁବନେଶ୍ୱରର ଅଭିନବ ପ୍ରୟାସ, ସ୍ଥାନୀୟ ଅଞ୍ଚଳରେ ଆୟୋଜନ କଲା ସ୍ୱାସ୍ଥ୍ୟମେଳା

ଭୁବନେଶ୍ୱର : ଏମ୍‌ସ ଭୁବନେଶ୍ୱର ଉପରେ ସାଧାରଣନାଗରିକଙ୍କର ରହିଥିବା ଆଶା, ବିଶ୍ବାସକୁ ଦୃଢ଼ୀଭୂତ କରିବା ସହିତ ସେମାନଙ୍କର ଭରସାକୁ ଚରିତାର୍ଥ କରି ଜନଭାଗିଦାରୀ ଗଠନ ଦିଗରେ ଅଭିନବ ପ୍ରୟାସ କରିଛି ଏହି ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ। ଗୋଷ୍ଠୀ ନିକଟରେ ପହଞ୍ଚିବା ସହିତ ସହଜରେ…
Read More...