banner
Breaking
Yearly Archives

2023

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମମତା ବାନାର୍ଜୀ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସାକ୍ଷାତ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମମତାଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଙ୍ଗବସ୍ତ୍ର ଦେଇ ସ୍ବାଗତ ସହ ଛେନାପୋଡ ଓ…
Read More...

ବାରଣାସୀ ଯିବେ ମୋଦି

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୪ ତାରିଖ ଅର୍ଥାତ୍‌ ଶୁକ୍ରବାର ବାରାଣାସୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ କାଶୀକୁ ଅନେକ ଉପହାର ଦେବେ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ୧୭୫୦ କୋଟି ଟଙ୍କା ମୂଲ୍ୟର…
Read More...

ରାହୁଲ ଗାନ୍ଧି ଦୋଷୀ ସାବ୍ୟସ୍ତ

ସୁରଟ,୨୩।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚୋର କହିବା ଅଭିଯୋଗରେ ସୁରଟ କୋର୍ଟ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହି ମାମଲା ୨୦୧୯ର ଅଟେ। ସାଧାରଣ ନିର୍ବାଚନ ପୂର୍ବରୁ କର୍ନାଟକର କୋଲାର ଠାରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ରାହୁଲ ଗାନ୍ଧୀ…
Read More...

ପୁଣି ବଢିଲା କରୋନା

ନୂଆଦିଲ୍ଲୀ, ୨୨।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସେହିପରି…
Read More...

୨୩ ବର୍ଷ ପଛୁଆବର୍ଗଙ୍କୁ ଠକିଛନ୍ତି ରାଜ୍ୟ ସରକାର

ଭୁବନେଶ୍ବର, ୨୨ା୩(ବ୍ୟୁରୋ): ରାଜ୍ୟ ସରକାର ପଛୁଆବର୍ଗଙ୍କ ସର୍ଭେ କରିବାକୁ ଯାଉଛନ୍ତି। ମାତ୍ର ଏହା ସେହି ବର୍ଗ ପାଇଁ ଉପହାସ ସଦୃଶ। ୨୩ ବର୍ଷ ଏହି ବର୍ଗକୁ ଠକିବା ପରେ ପୁଣି ଠକିବା ପାଇଁ ପ୍ରୟାସ କରାଯାଉଛି ବୋଲି ମଙ୍ଗଳବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା କହିଛନ୍ତି। ଏକ…
Read More...

ଦିଲ୍ଲୀରେ ଭୂକମ୍ପ ଅନୁଭୂତ

ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଦିଲ୍ଲୀ ଏନସିଆର । ଏନସିଆରର କେତେକ ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳର ଲୋକ ଏହାକୁ ଅନୁଭବ କରିଛନ୍ତି । ଗତକିଛି ଦିନ ଧରି ଏକାଧିକ ବାର ଭୂକମ୍ପର ଝଟକା ଅନୁଭବ କରିବା ପରେ ଆଜି ଲୋକେ ଭୟଭୀତ ହୋଇ ପଡିଛନ୍ତି । ବେଶ କିଛି…
Read More...

ଆସନ୍ତା କାଲି ଦିନିକିଆ ସିରିଜର ଅନ୍ତିମ ମ୍ୟାଚ

ଭୁବନେଶ୍ବର,୨୧।୩(ବ୍ୟୁରୋ): ରାଜ୍ୟର ୧୨ ଜିଲାକୁ କୁଆପଥର ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ, କୁଆପଥର ବର୍ଷା ଏବଂ ୩୦ ରୁ ୪୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ…
Read More...

୨୩ ରୁ ପୁଣି ପଶ୍ଚିମା ଝଡ

ଭୁବନେଶ୍ବର,୨୧।୩(ବ୍ୟୁରୋ): ରାଜ୍ୟର ୧୨ ଜିଲାକୁ କୁଆପଥର ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ, କୁଆପଥର ବର୍ଷା ଏବଂ ୩୦ ରୁ ୪୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ…
Read More...

ଆଜି ଆସିବେ ମମତା ବାନାର୍ଜୀ

ପୁରୀ, ୨୧ା୩:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ମମତାଙ୍କ କୌଳିକ ପଣ୍ଡା ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ଗ୍ରାହୀ ବରିଷ୍ଠ…
Read More...

ନିର୍ବାଚନ ଲଢ଼ିବେ କୃଷକ

ଭୁବନେଶ୍ୱର,୨୧।୩(ବ୍ୟୁରୋ):ପେନ୍‌ସନ ଦାବି ସହ ବର୍ଦ୍ଧିତ ବିଦ୍ୟୁତ୍‌ ଦରକୁ ତୀବ୍ର ବିରୋଧ କରିଛନ୍ତି ଚାଷୀ। ଏନେଇ ନବ ନିର୍ମାଣ କୃଷକ ସଙ୍ଗଠନର ଡାକରା କ୍ରମେ ବହୁସଂଖ୍ୟକ ଚାଷୀ ସୋମବାର ବିଧାନସଭା ସମ୍ମୁଖରେ ରଣହୁଙ୍କାର ଦେଇଛନ୍ତି। ସେମାନେ ମାଷ୍ଟରକ୍ୟାଣ୍ଟିନରୁ ହାତରେ ବ୍ୟାନର, ପ୍ଲାକାର୍ଡ…
Read More...