banner
Breaking
Yearly Archives

2023

ଚାଇନାରେ ମଧ୍ୟ ରହିଛି ମୋଦିଙ୍କ ଲୋକପ୍ରିୟତା

ବେଜିଂ,୧୯।୩: ଆଜିକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେବଳ ଦେଶରେ ନୁହେଁ, ବିଦେଶରେ ମଧ୍ୟ ବଢୁଛି। ପଡୋଶୀ ଦେଶ ଚାଇନାରେ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ବହୁତ ଲୋକପ୍ରିୟ। ଚାଇନାର ଖବରଦାତା ମୁ ଚୁନଶାନ୍‌ ‘ଦି ଡିପ୍ଲୋମାଟ୍‌’ ପତ୍ରିକାରେ ଏକ ଆର୍ଟିକିଲ ଲେଖିଛନ୍ତି। ଏହି…
Read More...

ସଲମାନ୍ ଖାନଙ୍କୁ ଧମକ

ମୁମ୍ବାଇ : ବଲିଉଡର ଦବଙ୍ଗ ଷ୍ଟାର ସଲମାନ ଖାନଙ୍କୁ ଏକ ଧମକପୂର୍ଣ୍ଣ ଇମେଲ ମିଳିଛି। ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାରଙ୍କ ସହ କଥା ହେବାକୁ ଇମେଲରେ ଜରିଆରେ ସଲମାନଙ୍କୁ କୁହାଯାଇଛି। ଏହି ଇମେଲଟି ୧୮ ମାର୍ଚ୍ଚରେ ଆସିଥିଲା। ସଲମାନଙ୍କ ମ୍ୟାନେଜର ପ୍ରଶାନ୍ତ ଗୁଞ୍ଜଲକରଙ୍କ ଅଭିଯୋଗ କ୍ରମେ ମୁମ୍ବାଇ…
Read More...

ଭାରତ ୧୦ ଓ୍ବିକେଟରେ ହାରିଲା

ବିଶାଖାପାଟଣା,୧୯।୩: ମିଚେଲ ମାର୍ଶ ଏବଂ ଟ୍ରାଭିସ ହେଡଙ୍କ ଅର୍ଦ୍ଧଶତକ ସହାୟତାରେ ଅଷ୍ଟ୍ରେଲିଆ ଦଳ ଦ୍ୱିତୀୟ ଦିନିକିଆରେ ଭାରତକୁ ୧୦ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ କଙ୍ଗାରୁ ଦଳ ସିରିଜରେ ପ୍ରତ୍ୟାବର୍ତ୍ତନ କରିଛି। ମୁମ୍ବାଇରେ ଭାରତ ପ୍ରଥମ ଦିନିକିଆ ଜିତିଥିଲା। ବର୍ତ୍ତମାନ…
Read More...

ଭାରତ ପ୍ରକୃତ ବନ୍ଧୁ : ହସିନା

ଢାକା : ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତକୁ ପ୍ରକୃତ ବନ୍ଧୁ ଆଖ୍ୟା ଦେଇଛନ୍ତି। ଦୁଇ ଦେଶ ମଧ୍ୟରେ ବନ୍ଧୁତା ବଜାୟ ରଖିବା ଉପରେ ମଧ୍ୟ ସେ ଜୋର ଦେଇଛନ୍ତି। ବାଂଲାଦେଶ-ଭାରତ ବନ୍ଧୁତ୍ୱ ପାଇପଲାଇନର ଉଦଘାଟନ ଅବସରରେ ସେ ଏକଥା କହିଛନ୍ତି। ଶେଖ ହସିନା କହିଛନ୍ତି, ରୁଷିଆ-ୟୁକ୍ରେନ…
Read More...

ମହାରାଷ୍ଟ୍ର ନିର୍ବାଚନରେ ଶିବସେନା ଭାଜପା ମେଣ୍ଟ ୨୮୮ ଆସନରେ ଲଢିବ

ମୁମ୍ବାଇ,୧୯।୩ : ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ସହିତ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ)ର ଅନ୍ୟ ସହଯୋଗୀ ଦଳ ରାଜ୍ୟର ସମସ୍ତ ୨୮୮ ବିଧାନସଭା ଏବଂ ୪୮ ଲୋକସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବେ।…
Read More...

ଝଡ଼ ବର୍ଷାରେ ୧୧ ଗୋରୁ ମୃତ

ଭୁବନେଶ୍ୱର : ଦୀର୍ଘ ୪ ମାସ ପରେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଝଡ଼ବର୍ଷା ହୋଇଛି। ବର୍ଷା ଯୋଗୁ ସମଗ୍ର ରାଜ୍ୟ ଥଣ୍ଡା ପଡ଼ିଛି। କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, ପଶ୍ଚିମ ଓଡ଼ିଶାର ବଲାଙ୍ଗୀର,…
Read More...

କିଟ୍‍ ପକ୍ଷରୁ ପଟିଆରେ ନିଯୁକ୍ତି ମେଳା

ଭୁବନେଶ୍ୱର, ୧୮ ।୩: ପଟିଆ ଗ୍ରାମ ମଙ୍ଗଳ ସମିତି ଆନୁକୂଲ୍ୟରେ ପଟିଆ ଗାଁରେ ଅନୁଷ୍ଠିତ ନିଯୁକ୍ତି ମେଳାରେ କିଟ୍‍ ପକ୍ଷରୁ ୧୨୫ଜଣଙ୍କୁ ନିଯୁକ୍ତି ଦିଆଯାଇଛି । ଶନିବାର ଅନୁଷ୍ଠିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ…
Read More...

କରୋନା ଭଳି ବଢୁଛି ନୂତନ ଭାଇରସ୍

ନୂଆଦିଲ୍ଲ : ଦେଶରେ ଏଚ୍‌୩ଏନ୍‌୨ ଇନ୍‌ଫ୍ଲୁଏଞ୍ଜା ଭାଇରସ ବୃଦ୍ଧି ପାଉଛି। ତେବେ ମହାରାଷ୍ଟ୍ର ବର୍ତ୍ତମାନ ସମୟରେ ଏହି ଭାଇରସ କରୋନା ଭଳି ଦ୍ରୁତ ଗତିରେ ବଢୁଛି। ଏହାକୁ ନେଇ ସମସ୍ତ ହସ୍ପିଟାଲକୁ ସତର୍କ ରହିବାକୁ କୁହାଯାଇଛି। ଲୋକମାନେ ପୁଣି ଥରେ ମାସ୍କ ପିନ୍ଧିବା ଆରମ୍ଭ କରିଛନ୍ତି।…
Read More...

ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା

ଭୁବନେଶ୍ୱର : ପଶ୍ଚିମା ଝଡ଼ ପ୍ରଭାବରେ ଶନିବାର ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ୯ଟି ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏସବୁ ଜିଲାଗୁଡ଼ିକ ହେଲା କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତ୍‌ସିଂହପୁର, ନୟାଗଡ଼ ଓ ପୁରୀ। ଅନ୍ୟପକ୍ଷେ…
Read More...

୫ ଓ୍ବିକେଟରେ ଜିତିଲା ଇଣ୍ଡିଆ

ମୁମ୍ବାଇ : ଅଷ୍ଟ୍ରେଲିଆ ବିପକ୍ଷରେ ଶୁକ୍ରବାର ଖେଳାଯାଇଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମୁକାବିଲାକୁ ଭାରତ ୫ ଉଇକେଟରେ ଜିତି ନେଇଛି। ବ୍ୟାଟ୍ସମ୍ୟାନ୍‌ କେ.ଏଲ୍‌ ରାହୁଲ ମ୍ୟାଚ୍‌ର ହିରୋ ସାଜି କଠିନ ପରିସ୍ଥିତିରୁ ଦଳକୁ ବିଜୟୀ କରିବାରେ ସଫଳ ହୋଇଛନ୍ତି। ମ୍ୟାଚ୍‌ରେ…
Read More...