banner
Breaking
Yearly Archives

2023

ତୁଳସୀ ମୁଣ୍ଡାଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ୱର : ସମାଜର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ମହିଳାଙ୍କୁ ନେଇ ଶୁକ୍ରବାର ସ୍ଥାନୀୟ ଏକ ହୋଟେଲରେ ପରିଚୟ ଫାଉଣ୍ଡେସନ ପକ୍ଷରୁ ଆର୍ଯ୍ୟ ପୁରସ୍କାର ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଯୋଗଦେଇ କହିଛନ୍ତି, ସମାଜର…
Read More...

ଏମ୍‌ସ ଭୁବନେଶ୍ୱର ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ ପକ୍ଷରୁ ଯୁବ ଚିକିତ୍ସକ ସମ୍ମିଳନୀ

ଭୁବନେଶ୍ୱର : ପାକସ୍ଥଳୀ ତଥା ଖାଦ୍ୟନଳୀଜନିତ ବିଭିନ୍ନ ସମସ୍ୟା ଯେକୌଣସି ଡାକ୍ତରଖାନାରେ ଜରୁରୀକାଳୀନ ଚିକିତ୍ସା ପରିସ୍ଥିତିର ଏକ ପ୍ରମୁଖ ଅଂଶ ଅଟେ। ଏଥିସହିତ ବିଭିନ୍ନ କାରଣରୁ ସମାଜରେ ଦିନକୁ ଦିନ ବୃଦ୍ଧି ପାଉଛି ଯକୃତଜନିତ ନାନା ସମସ୍ୟା। ଏହି କାରଣରୁ ଲିଭର ଫେଲ୍‌ ସହିତ ମସ୍ତିଷ୍କ ଅକାମୀ…
Read More...

ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ଗ୍ରାହକ ସଚେତନତା

ଭୁବନେଶ୍ୱର : ଓଡିଶା ରାଜ୍ୟ ସମବାୟ ବ୍ୟାଙ୍କ କଟକ ଜେଲ ରୋଡ ଶାଖା ପକ୍ଷରୁ ଜମାକାରୀ ଓ ଗ୍ରାହକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶାଖା ପରିଚାଳକ ପ୍ରଭାତ କୁମାର ଜେନାଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ଅରୁଣ କୁମାର ପଣ୍ଡା, ଓଏଫଡିସି…
Read More...

ପିଲାଙ୍କ ଭୋଜନାଳୟ ଗୃହର ଶିଳାନ୍ୟାସ

ଭୁବନେଶ୍ୱର : ଆଚାର୍ଯ୍ୟ ବିହାର ନିକଟସ୍ଥ ଆର ଆର ଏଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପିଲା ମାନଙ୍କ ପାଇଁ ଭୋଜନାଳୟ ଗୃହ କାର୍ଯ୍ୟର ଶିଳାନ୍ୟାସ ୧୨ ନମ୍ବର ଓାର୍ଡର କର୍ପୋରେଟର ଜୟନ୍ତୀ ସାହୁଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ପାଣ୍ଠିରେ ନିର୍ମିତ ହେବାକୁ ଥିବା ଏହି ଗୃହର…
Read More...

ରାସ୍ତା ଓ ଡ୍ରେନ କାର୍ଯ୍ୟର ଭିିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ ୧୨ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ଗଜପତି ନଗର ଠାରେ ରାସ୍ତା ଓ ଡ୍ରେନ କାର୍ଯ୍ୟର ଭିିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହାକୁ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ମେୟର ସୁଲୋଚନା ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭ ଉଦ୍‌ଘାଟନ…
Read More...

ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ ଜେନା

ଭୁବନେଶ୍ୱର : ରାଜ୍ୟର ମୁଖ୍ୟ ଶାସନ ସଚିବ ପଦବୀ ପାଇଁ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଇଏସ୍‌ ପ୍ରଦୀପ ଜେନା ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ। ମାର୍ଚ୍ଚ ୧ରୁ ବିଧିବଦ୍ଧ ଭାବରେ ସେ ଦାୟିତ୍ୱ ଗ୍ରହଣ କରିବେ ବୋଲି ବିଜ୍ଞପ୍ତିରେ ପ୍ରକାଶ ପାଇଛି। ୧୯୮୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସର…
Read More...

ଉତ୍ତରପ୍ରଦେଶରୁ ମାଫିଆ ରାଜ ହଟିଛି

ଲକ୍ଷ୍ନୌ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଆଇନ ଶୃଙ୍ଖଳା ପରିସ୍ଥିତିକୁ ପ୍ରଶଂସା କରି କହିଛନ୍ତି ଯେ ଏପରି ଏକ ସମୟ ଥିଲା ଯେତେବେଳେ ଉତ୍ତରପ୍ରଦେଶରେ ମାଫିଆ ରାଜ ଥିଲା ତଥା ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତି ଖରାପ ଥିଲା। କିନ୍ତୁ ଆଜି ଏହା ଉନ୍ନତ ଆଇନ ଶୃଙ୍ଖଳା ତଥା…
Read More...

ବିବାହ ବନ୍ଧନରେ ବାନ୍ଧି ହେଲେ ବିଧାୟକ

ଭବାନୀପାଟଣା : କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ରବିବାର ଦ୍ବିତୀୟ ବିବାହ କରିଛନ୍ତି। ନିଜ ନିର୍ବାଚନ ମଣ୍ଡଳୀସ୍ଥିତ ଦେକୋଟ ଗ୍ରାମର ଭବାନୀ ଅଗସ୍ତିଙ୍କ ଝିଅ ପ୍ରିୟଙ୍କାଙ୍କ ହାତ ଧରିଛନ୍ତି ଦିବ୍ୟଶଙ୍କର। ପୁରୀ…
Read More...

ନୀଳାଦ୍ରି ବିହାରରେ ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର,୨୫ା୨: ଭୁବନେଶ୍ୱର ମହାନଗର ନିଗମ ୧୪ ନମ୍ବର ଓାର୍ଡର ନୀଳାଦ୍ରି ବିହାର ସେକ୍ଟର ୫ ଠାରେ ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି । ଯୁବନେତା ମନୋଜ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଟିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉତ୍ତର ବିଧାୟକ ସୁଶାନ୍ତ…
Read More...

ଆସନ୍ତା ଶିକ୍ଷାବର୍ଷରୁ ଦଶମ ଶ୍ରେଣୀ ପାଇଁ ନୂଆ ପାଠ୍ୟକ୍ରମ

କଟକ ,୨୫।୨ : ଆସନ୍ତା ଶିକ୍ଷା ବର୍ଷଠାରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରୀ ନୂଆ ବିଷୟ ପଢ଼ିବେ। ଏହା ସହ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ପ୍ରକାଶିତ ଭୌତ୍ତିକ ବିଜ୍ଞାନ ବହିରେ ଷ୍ଟାର ଚିହ୍ନ ଥିବା ବିଷୟଗୁଡ଼ିକୁ ୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ପାଠ୍ୟକ୍ରମରେ ସାମିଲ କରାଯାଇଛି। ଏହି…
Read More...