banner
Breaking
Yearly Archives

2023

ସ୍ବଚ୍ଛତା କ୍ଷେତ୍ରରେ ଭୁବନେଶ୍ୱରକୁ ପ୍ରଶଂସା

ଭୁବନେଶ୍ୱର : ସ୍ବଚ୍ଛତା କ୍ଷେତ୍ରରେ ସମଗ୍ର ଦେଶରେ ଭୁବନେଶ୍ବର ଏକ ଉଦାହରଣ ପାଲଟିଛି। ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ଦ୍ବାରା ସହରରେ ନିୟମିତ ସଫେଇ ହେଉଥିବାବେଳେ ଏହା ସ୍ବଚ୍ଛ ସର୍ବେକ୍ଷଣ ୨୦୨୩ରେ ନିଜର ଶୀର୍ଷ ପ୍ରଦର୍ଶନ ଦର୍ଶାଉଛି। ବିଏମ୍‌ସି ଦ୍ବାରା ରାସ୍ତାରେ ନିୟମିତ ସଫେଇ…
Read More...

ୱଣ୍ଡର ୱାର୍ଲ୍ଡରେ ପାଳିତ ହେବ ହୋଲିୟାଁ…..

ଭୁବନେଶ୍ବର: ଚଳିତ ବର୍ଷ ଓଡିଶାର ପୁରୀ ମାଳତିପାଟପୁର ସ୍ଥିତ ସର୍ବବୃହତ ୱାଟର ପାର୍କ ୱଣ୍ଡର ୱାର୍ଲ୍ଡ ହୋଲି ଉତ୍ସବକୁ ସ୍ୱତନ୍ତ୍ର ଭାବରେ ପାଳିବାକୁ ଯାଉଛି । ଏ ନେଇ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପ୍ରଦ୍ୟୁମ୍ନ ମିଶ୍ର । ହୋଲି ପର୍ବ ଉପଲକ୍ଷେ ଏଠାରେ ମାର୍ଚ୍ଚ ୭ ଓ…
Read More...

ଓଡିଶାରେ ପ୍ରଥମ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ଅସ୍ତ୍ରୋପଚାର

ଭୁବନେଶ୍ବର : ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଓଡିଶା ଆଉଏକ ମାଇଲ ଖୁଣ୍ଟ ଅତିକ୍ରମ କରିଛି । ଆଜି ଓଡିଶାରେ ପ୍ରଥମ କରି ରୋବୋଟିକ୍ ମେସିନ ସାହାର୍ଯ୍ୟରେ ଆଣ୍ଠୁ ପ୍ରତିରୋପଣ ଅସ୍ତ୍ରୋପଚାର କରାଯାଇଛି । ଭୁବନେଶ୍ୱରର ଆମ୍ରି ହସ୍ପିଟାଲରେ ଦୁଇ ଜଣ ବୟସ୍କ ମହିଳା ଓ ଜଣେ ପୁରୁଷଙ୍କର ରୋବୋଟିକ୍…
Read More...

ବଢ଼ିବ ତାତି, ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ୱର : ରାଜ୍ୟରେ ଏବେଠାରୁ ଅସମ୍ଭାଳ ହେଲାଣି ତାତି। ଫେବୃୟାରୀରେ ପାରଦ ୪୦ଡିଗ୍ରୀ ଛୁଇଁଯିବ ବୋଲି ପାଣିପାଗ ବିଭାଗ ଆକଳନ କରୁଥିବା ବେଳେ ଏବେ ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା ୩୭ ଡିଗ୍ରୀ ଉପରେ ରହୁଛି। ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର ଗତ କିଛିଦିନ ହେବ ସବୁଠାରୁ ଉତ୍ତପ୍ତ ସହର…
Read More...

ଲୋକାଭିମୁଖୀ ବଜେଟ ୨୦୨୩-୨୪ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ପୂର୍ଣ୍ଣାଙ୍ଗ ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଏହାକୁ ଉପସ୍ଥାପନ କରିଛନ୍ତି । ଗତ ଆର୍ଥିକ ବର୍ଷ ତୁଳନାରେ ବଜେଟର ଆକାର ୩୦ ହଜାର କୋଟି ଟଙ୍କା…
Read More...

ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆସିଲା ନୂଆ ନିୟମ

ଭୁବନେଶ୍ୱର : ସିଚ୍‌ଏସ୍‌ଇ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମାର୍ଚ୍ଚ ୧ରୁ ଆରମ୍ଭ ହୋଇ ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ପରୀକ୍ଷାକୁ କଡ଼ାକଡ଼ି କରିବା ପାଇଁ ପରିଷଦ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥର ପ୍ରଶ୍ନପତ୍ରରେ କୌଣସି ପରୀକ୍ଷାର୍ଥୀ ଚିହ୍ନ ମାରିପାରିବେ ନାହିଁ।…
Read More...

ଆଜି ବଜେଟ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହର ଅନୁମୋଦନ ପାଇଁ ଉକ୍ତ ବଜେଟକୁ ବିଧାନସଭାରେ ଉପସ୍ଥାପନ କରିବେ। ଆସନ୍ତା ବର୍ଷ ସାଧାରଣ…
Read More...

ବସ୍ତି ବାସିନ୍ଦାଙ୍କ ସହିତ ରାତି କାଟିଲେ କଟକ ମେୟର

କଟକ : କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ମୋ’ ୱାର୍ଡ ଅଭିଯାନ ଗୁରୁବାରଠାରୁ ଆରମ୍ଭ ହୋଇଛି। ସିଏମ୍‌ସି ମେୟର ସୁବାସ ସିଂ ୧ ନମ୍ବର ୱାର୍ଡରୁ ଏହି ଅଭିଯାନ ଆରମ୍ଭ କରିଛନ୍ତି। ଏହି ଅବସରରେ ଚହଟାସ୍ଥିତ ଗାୟତ୍ରୀ ମନ୍ଦିର ପ୍ରାଙ୍ଗଣରେ ସନ୍ଧ୍ୟାରେ ବରିଷ୍ଠ ନାଗରିକମାନଙ୍କୁ ନେଇ ପ୍ରଥମେ ଏକ…
Read More...

ମୁକ୍ତା ଯୋଜନା ଅଧିକ କ୍ରିୟାଶୀଳ ହେବା ପାଇଁ ଏମଓୟୁ

ଭୁବନେଶ୍ୱର :ରାଜ୍ୟରେ ମୁକ୍ତା ଯୋଜନାକୁ ଅଧିକ ଗତିଶୀଳ କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଏଥିନିମନ୍ତେ ନଗର ଉନ୍ନୟନ ବିଭାଗ ଓ ସହରାଞ୍ଚଳ ପରିଚାଳନା ସଂସ୍ଥା ମଧ୍ୟରେ ଏକ ଏମ୍‌ଓୟୁ ସ୍ବାକ୍ଷରିତ ହେଇଛି। ନଗରଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି.ମାଥି ଭାଥନନ୍‌ ଏବଂ ସହରାଞ୍ଚଳ ପରିଚାଳନା…
Read More...

ସନ୍ଧ୍ୟାରେ ବିଧାନସଭାରେ ଗୋପାଳ ତାତି

ଭୁବନେଶ୍ବର,୨୪ା୨(ବ୍ୟୁରୋ): ରାଜ୍ୟର କ୍ୟାବିନେଟ୍‌ ମନ୍ତ୍ରୀ ନବ ଦାସଙ୍କୁ ସ୍ପଷ୍ଟ ଦିବାଲୋକରେ ଜଣେ ପୋଲିସ କର୍ମଚାରୀ ଗୁଳିକରି ହତ୍ୟା କଲେ। ଗୋଇନ୍ଦା ବିଭାଗର ଏହା ଚରମ ବିଫଳତା। କ୍ରାଇମବ୍ରାଞ୍ଚକୁ ତଦନ୍ତଭାର ଦିଆଯିବା ପରେ କାହାଣୀ ପରେ କାହାଣୀ ରଚନା କରାଯାଉଛି। ଅନୁସନ୍ଧାନ କେବଳ…
Read More...