banner
Breaking
Yearly Archives

2023

ମାଗଣା ଆଇଏଏସ କୋଚିଂ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ମାଗଣା ଆଇଏଏସ କୋଚିଂ ଦେବେ। ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ଏହି କୋଚିଂ ଦେବ। ଏହାପୂର୍ବରୁ ମାଗଣା କୋଚିଂ ନେବାକୁ ଏକ ପରୀକ୍ଷା କରିବେ ରାଜ୍ୟ ସରକାର। ଏଥିପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷାରେ ମୋଟ୍ ୨୦୦ ଜଣଙ୍କୁ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ

ମେଷ: ଆଜି ଶନି ଦୃଷ୍ଟ ଅଷ୍ଟମ ଚନ୍ଦ୍ରଙ୍କ ଯୋଗୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି। ବିବାଦୀୟ ସ୍ଥିତିକୁ ଆଲୋଚନା ମାଧ୍ୟମରେ ହାଲ୍‌କା କରିବାରେ ସମର୍ଥ ହେବେ। ଶିଳ୍ପ, ବ୍ୟବସାୟ ବାଣିଜ୍ୟରେ ପୂର୍ବରୁ ଲାଗିରହିଥିବା ସମସ୍ୟା ସକାଶେ ଚିନ୍ତା କରିପାରନ୍ତି। ସନ୍ତାନ, ଶିକ୍ଷା…
Read More...

ଚୌଦ୍ବାର ଜେଲରେ ରହିବ ଗୋପାଳ

ଝାରସୁଗୁଡ଼ା : ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳକୃଷ୍ଣ ଦାସର ରିମାଣ୍ଡ ଅବଧି ଶେଷ ହେବା ପରେ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସୋମବାର କ୍ରାଇମବ୍ରାଞ୍ଚ ଦଳ ଝାରସୁଗୁଡ଼ା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ…
Read More...

ଫୁଲଓ୍ବାମା ଶହୀଦଙ୍କୁ ମନେପକାଇଲେ ମୋଦି

ନୂଆଦିଲ୍ଲୀ,୧୪।୨: ୨୦୧୯ ଫେବୃୟାରୀ ୧୪ରେ ହୋଇଥିବା ପୁଲୱାମା ଆକ୍ରମଣକୁ ଆଜି ୪ ବର୍ଷ ପୂରିଛି। ମଙ୍ଗଳବାର ଶହୀଦ ଯବାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନେ ପକାଇଛନ୍ତି। ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ କହିଛନ୍ତି,ପୁଲୱାମାରେ ଏହି ଦିନ ଆମେ ଆମର ବୀର ଯବାନଙ୍କୁ ହରାଇଥିଲୁ। ଯବାନଙ୍କ…
Read More...

ଏଣିକି ଫ୍ରିରେ ଦେଖିବେ ୨୦୦ ଚ୍ୟାନେଲ

ନୂଆଦିଲ୍ଲୀ : ଏଣିକି ଲୋକମାନେ ସେଟ-ଟପ ବକ୍ସ କିମ୍ବା ଫ୍ରି ଡିଶ୍‌ରେ ୨୦୦ରୁ ଅଧିକ ଚ୍ୟାନେଲକୁ ଦେଖିବାକୁ ସମର୍ଥ ହେବେ। ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି, ଟେଲିଭିଜନ ସେଟ ତିଆରି ସମୟରେ ସାଟେଲାଇଟ ଟ୍ୟୁନର୍‌ ସ୍ଥାପନ ପାଇଁ ଉଦ୍ୟମ କରାଯାଉଛି। ଏହି ପଦକ୍ଷେପ ସହିତ…
Read More...

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ରାସ୍ତାକୁ ଓହ୍ଲାଇବ ବିଜେପି

ଭୁବନେଶ୍ବର :ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଓ ରାଜ୍ୟ ସଭାପତି ସମୀର ମହାନ୍ତି ବାରମ୍ବାର ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରୁଥିଲେ ‘ରାଜ୍ୟ ଶାସନ ବ୍ୟବସ୍ଥାକୁ ଚଳାଉଛି କିଏ’। ରାଜ୍ୟବାସୀଙ୍କ ମନ ଭିତରେ ଏହା ଏବେ ପ୍ରମୁଖ ପ୍ରଶ୍ନ ହୋଇ ରହିଯାଇଛି ବୋଲି ରାଜ୍ୟ ଉପସଭାପତି ଭୃଗୁ…
Read More...

ଗରିବଙ୍କ ପାଇଁ ଲଢିବ ବିଜେଡି: ଅରୁଣ ସାହୁ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):କେନ୍ଦ୍ର ସରକାର ତାଙ୍କର ସଦ୍ୟ ବଜେଟରେ କ୍ରୟ ପାଣ୍ଠିରେ ୨୦,୦୦୦ କୋଟି ଟଙ୍କା ହ୍ରାସ କରିଛନ୍ତି। ଏହାସହ ଓଡ଼ିଶାରୁ ଉଷୁନା ଚାଉଳ ଉଠାଣ ପରିମାଣ କମାଇଦେବା ଯୋଗୁ ଓଡ଼ିଶାର ଲକ୍ଷ ଲକ୍ଷ ଚାଷୀ ଧାନ ବିକ୍ରି କରିବାରେ ଗୁରୁତର ଭାବେ ପ୍ରଭାବିତ ହେବେ ା ପୂର୍ବରୁ…
Read More...

ଓଡ଼ିଶା ଖେଳାଳୀଙ୍କୁ କିଣିଲେନି କୈାଣସି ଦଳ

ଭୁବନେଶ୍ୱର : ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ)ର ପ୍ରଥମ ସଂସ୍କରଣ ପାଇଁ ୮୭ ଖେଳାଳିଙ୍କ ନିଲାମ ହୋଇଥିବା ବେଳେ ଜଣେ ବି ଓଡ଼ିଶା ଖେଳାଳି ବିକ୍ରି ହୋଇ ନାହାନ୍ତି। ଓଡ଼ିଶାର ସମୁଦାୟ ୮ ଜଣ ଖେଳାଳି ଏହି ନିଲାମୀରେ ସାମିଲ ଥିଲେ। ଓଡ଼ିଶା କ୍ରିକେଟ ଆସୋସିଏସନ ପକ୍ଷରୁ ମାଧୁରୀ ମେହେଟା,…
Read More...

ସରିଲା ଓମେନ୍ସ ପ୍ରିମିୟମ ଲିଗ୍ ନିଲାମୀ

ମୁମ୍ବାଇ,୧୪ା୨ : ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ)ର ପ୍ରଥମ ସଂସ୍କରଣ ପାଇଁ ଖେଳାଳିଙ୍କ ନିଲାମୀ ଶେଷ ହୋଇଛି। ୯୦ଟି ସ୍ଲଟ ପାଇଁ ୪୦୯ ଖେଳାଳିଙ୍କ ନିଲାମୀ ହୋଇଥିଲା। ୨୪୬ ଜଣ ଭାରତୀୟ ଏବଂ ୧୬୩ ବିଦେଶୀ ଖେଳାଳିଙ୍କୁ ନେଇ ନିଲାମୀ ସମ୍ପନ୍ନ ହୋଇଛି। ଦିଲ୍ଲୀ କ୍ୟାପିଟାଲ୍ସ, ରୟାଲ…
Read More...

ଓଡ଼ିଶାର ଏମ୍ସ ଡାକ୍ତରଙ୍କୁ ମୋଦିଙ୍କ ପ୍ରଶଂସା

ଭୁବନେଶ୍ୱର :ଏମ୍ସ ଭୁବନେଶ୍ବରରେ ଜଣେ ପଙ୍ଗୁପ୍ରାୟ ମହିଳା ରୋଗୀଙ୍କ ଦୁଇ ଆଣ୍ଠୁ ଓ ଦୁଇ ହିପ୍‌ (ନିତମ୍ବ ଗଣ୍ଠି)ର ଏକକାଳୀନ ପ୍ରତିରୋପଣ କରାଯାଇଥିଲା। ଭୁବନେଶ୍ବର ଏମ୍ସର ଏହି ସଫଳ ଉଦ୍ୟମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ସୋମବାର ଟୁଇଟ୍‌ କରି…
Read More...