banner
Breaking
Yearly Archives

2023

ଜେଲରେ ମୃତ୍ୟୁ ବରଣ ହେଲେ ମିଳିବ ସହାୟତା

ଭୁବନେଶ୍ୱର : ଜେଲ ଅନ୍ତେବାସୀଙ୍କ କୌଣସି କାରଣରୁ ମୃତ୍ୟୁ ହେଲେ ସେମାନଙ୍କର ନିକଟ ସମ୍ପର୍କୀୟଙ୍କୁ ରାଜ୍ୟ ସରକାର ଆର୍ଥିକ କ୍ଷତିପୂରଣ ପ୍ରଦାନ କରିବେ। ହାଇକୋର୍ଟ ଏବଂ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଜେଲ ଅନ୍ତେବାସୀଙ୍କ ଉଦ୍ଦେଶ୍ୟରେ କ୍ଷତିପୂରଣ ପ୍ରଦାନ ରୁଲ୍ସ-୨୦୨୩…
Read More...

କ୍ୟାବିନେଟ ବୈଠକରେ ୧୫ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର : ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୧୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ବୈଠକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଲାଗି ୧୦୦ ସିଟ୍‌ ବିଶିଷ୍ଟ ୨୩୭ଟି ହଷ୍ଟେଲ…
Read More...

ସରକାରୀ ସ୍କୁଲ ପିଲାମାନଙ୍କୁ ଶୃଙ୍ଖଳିତ ଓ ସ°ଯମ କରିବାକୁ ପଦକ୍ଷେପ

ଭୁବନେଶ୍ୱର :ଏବେ ସରକାରୀ ସ୍କୁଲରେ ପିଲାମାନଙ୍କୁ ଅଧିକ ଶୃଙ୍ଖଳିତ ତଥା ସଂଯମ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଅଯାଇଛି । ଏଣିକି ସରକାରୀ ସ୍କଲକୁ ପିଲା ଆଉ ବିଶୃଙ୍ଖଳିତ ହୋଇ ସ୍କଲକୁ ଆସିବେ ନାହିଁ । ଝିଅପିଲାମାନେ ଚୁଟି ଖୋଲା କରିବେନି । ମୁଣ୍ଡରେ ରିବନ ଫିତା ବାନ୍ଧିବେ ନଚେତ ହେୟାର…
Read More...

ପୁଣି ଦନ୍ତାହାତୀ ମୃତ୍ୟୁ

ଆଠଗଡ,୧୩।୨: ଆଠଗଡ ବନାଞ୍ଚଳ ଅନ୍ତର୍ଗତ ନୂଆବନ୍ଧ ନୂଆ ତଇଲା କାଜୁ ଜଙ୍ଗଲରେ ପୁଣି ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ହାତୀର ଆନୂମାନିକ ବୟସ ୨୦ ହେବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଘଟଣାସ୍ଥଳରେ ଆଠଗଡ ବନାଞ୍ଚଳ ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ହାତୀର ଶୁଣ୍ଢରେ କ୍ଷତ…
Read More...

ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝରଗଡ଼ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କେନ୍ଦୁଝର ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ ସହ କେତେକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଗସ୍ତ ଦିନକ ପୂର୍ବରୁ କେନ୍ଦୁଝରର ଧରଣୀଧର ବିଶ୍ୱବିଦ୍ୟାଳୟ…
Read More...

ଚଳିତ ମାସ ଶେଷ ସପ୍ତାହରେ ତାତିବ ଓଡ଼ିଶା

ଭୁବନେଶ୍ବର : ଚଳିତ ମାସ ଶେଷ ସପ୍ତାହବେଳକୁ ଭୁବନେଶ୍ବର ସମେତ କେତେକ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ୪୦ଡିଗ୍ରୀ ଛୁଇଁପାରେ। ୨୨ ତାରିଖ ସୁଦ୍ଧା ରାଜଧାନୀ ସହିତ ଅନ୍ୟାନ୍ୟ ଅଞ୍ଚଳରେ ଦିନ ତାପମାତ୍ରା ୩୯ଡିଗ୍ରୀ ଟପିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ…
Read More...

ପାହାଳରେ ଉତ୍କଳ ବିଲ୍ଡର୍ସର ଉତ୍କଳ ଲେଭେଲ୍ସ ଉନ୍ମୋଚିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ବିଳାସପୂର୍ଣ୍ଣ ରିୟଲ ଇଷ୍ଟେଟ୍ ବ୍ରାଣ୍ଡ ଉତ୍କଳ ବିଲ୍ଡର୍ସ ଗ୍ରୁପ ପକ୍ଷରୁ ନୂଆ ପ୍ରକଳ୍ପ ‘ଉତ୍କଳ ଲେଭେଲ୍ସ’ର ରବିବାର ଉନ୍ମୋଚନ ହୋଇଛି । କମ୍ପାନୀର ଅଧ୍ୟକ୍ଷ ଶ୍ରୀ ସୁବାଷ ଭୁରା ଏବଂ ପରିଚାଳନା ନିର୍ଦ୍ଦେଶକ ଶରଦ ବୈଦ ଉପସ୍ଥିତ ରହି ଏହାର ଶୁଭାରମ୍ଭ କରିଥିଲେ…
Read More...

ପାକିସ୍ଥାନକୁ ହରାଇଲା ଭାରତ

କେପ୍‌ ଟାଉନ, ୧୨।୨: ଆଇସିସି ମହିଳା ଟି-୨୦ ବିଶ୍ୱକପରେ ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱି ପାକିସ୍ତାନକୁ ୭ ଉଇକେଟରେ ପରାସ୍ତ କରିଛି। ପାକିସ୍ତାନ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୧୪୯ ରନ୍‌ କରିଥିବା ବେଳେ ଭାରତ ୧୯ ଓଭରରେ ୩ ଉଇକେଟ ହରାଇ ୧୫୧ ରନ୍‌ ସଂଗ୍ରହ କରି ନେଇଥିଲା।…
Read More...

କ୍ୟାନ୍ସର ପାଇଁ ଭ୍ୟାକ୍ସିନ୍ ଖୁବଶୀଘ୍ର

ନୂଆଦିଲ୍ଲୀ: କ୍ୟାନ୍ସରକୁ ମାତ୍‌ ଦେବାକୁ ଖୁବ୍‌ଶୀଘ୍ର ବଜାରରେ ଉପଲବ୍ଧ ହେବ କ୍ୟାନ୍ସର ଭ୍ୟାକ୍ସିନ୍‌ । ସେରମ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ଏହି ଟିକା ବଜାରରେ ଉପଲବ୍ଧ ହେବା ନେଇ ସୂଚନା ଦିଆଯାଇଛି । ମିଳିଥିବା ତଥ୍ୟ ଅନୁସାରେ ଚଳିତ ମାସ ଶେଷ ସୁଦ୍ଧା ଗର୍ଭାଶୟ କ୍ୟାନ୍‌ସର ପାଇଁ ‘CERVAVAC’…
Read More...

ଗୋପାଳ କହିଲା ହତ୍ୟାକାଣ୍ଡ ରହସ୍ୟ

ଭୁବନେଶ୍ବର : ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ବିରୋଧରେ ଅସନ୍ତୋଷ ବୃଦ୍ଧି କରିବାକୁ ଯାଇ ହତ୍ୟା ଘଟଣାର ଅଭିଯୁକ୍ତ ଗୋପାଳ ଦାସ ଦୁଇ ମାସ ହେବ ଔଷଧ ଖାଉନଥିଲେ। ୫ ଦିନିଆ ରିମାଣ୍ଡର ତଦନ୍ତ ବେଳେ ଏହି ସୂଚନା ମିଳିଛି। ଗୁରୁବାର, ଶୁକ୍ରବାର ଓ ଶନିବାର ଗୁଜରାଟର ଗାନ୍ଧୀନଗରସ୍ଥିତ ଫରେନ୍ସିକ…
Read More...