banner
Breaking
Yearly Archives

2023

ଠାକୁର ଅନୁକୂଳଚନ୍ଦ୍ରଙ୍କ ୧୩୫ ତମ ଜନ୍ମ ମହୋତ୍ସବ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଜୀବନକୁ ସୁନିୟନ୍ତ୍ରିତ କରିବାରେ ଗୁରୁଙ୍କର ରହିଛି ବିଶେଷ ଭୂମିକା। ତାଙ୍କ ପ୍ରଦର୍ଶିତ ମାର୍ଗରେ ନିଜକୁ ପରିଚାଳିତ କରିପାରିଲେ ବ୍ୟକ୍ତି, ସମାଜ ଓ ରାଷ୍ଟ୍ର ଜୀବନ ମଧୁମୟ ହୋଇଉଠେ। ଆଉ ଏହି ମାର୍ଗରେ ଚାଲିବା ପାଇଁ ଆଚାର୍ଯ୍ୟଙ୍କ ଅନୁସରଣ ଅପରିହାର୍ଯ୍ୟ। ପରମ…
Read More...

ବଦଳିଲେ ୧୩ ରାଜ୍ୟପାଳ

ନୂଆଦିଲ୍ଲୀ,୧୨।୨ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ୧୩ ରାଜ୍ୟର ରାଜ୍ୟପାଳ-ଉପରାଜ୍ୟପାଳ ବଦଳି କରିଛନ୍ତି। ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କ ଇସ୍ତଫା ଗ୍ରହଣ କରି ସେ ରମେଶ ବୈସଙ୍କୁ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି। ଏହା ବ୍ୟତୀତ ଲଦାଖର ଉପରାଜ୍ୟପାଳ ରାଧା…
Read More...

ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆସିଲା ନୂଆ ଗାଇଡ ଲାଇନ

ଭୁବନେଶ୍ୱର:ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆସିଲା ଗାଇଡ ଲାଇନ । କେବେ ଆସିବ ପ୍ରଶ୍ନପତ୍ର, କେମିତି ରହିବ ଉତ୍ତରଖାତା ଏ ସମସ୍ତ ତଥ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସବୁ ସ୍କୁଲକୁ ଜଣାଇ ଦିଆଯାଇଛି । ମାର୍ଚ୍ଚ ୧ତାରିଖରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଏଥର ଯୁକ୍ତ ଦୁଇ…
Read More...

ବାମପନ୍ଥର କୁଶାସନରୁ ମୁକ୍ତ ହୋଇଛି ତ୍ରିପୁରା : ମୋଦି

ନୂଆଦିଲ୍ଲୀ,୧୧ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତ୍ରିପୁରା ଗସ୍ତ କରିଛନ୍ତି । ତ୍ରିପୁରା ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ମୋଦିଙ୍କ ରାଲି ରାଜନୈତିକ ବାତାବରଣକୁ ଉଷ୍ମ କରି ଦେଇଛି । ମୋଦି ଧଲାଇର ଅଂବାସା ପହଞ୍ଚି ସେଠାରେ ବିଜୟ ସଂକଳ୍ପ ରାଲିକୁ ସମ୍ବୋଧିତ କରୁଛନ୍ତି…
Read More...

କଳିଙ୍ଗ ରନର୍ସ ପକ୍ଷରୁ ୫ମ ଜାତୀୟସ୍ତରର ଗଣଦୌଡର ଆୟୋଜନ

ଭୁବନେଶ୍ୱର: ସମାଜରେ ବିଶୃଙ୍ଖଳିତ ଜୀବନଶୈଳୀ, ଖରାପ ଖାଦ୍ୟାଭ୍ୟାସ ଓ ଅର୍ଥନୈତିକ ଅସମାନତା ପ୍ରଭୃତି କାରଣରୁ ଅଧିକାଂଶ ଲୋକ ଆଜିଦିନରେ ଚାପଗ୍ରସ୍ତ ଜୀବନଯାପନ କରୁଛନ୍ତି । ଯାହା ଫଳରେ ଉଚ୍ଚ ରକ୍ତଚାପ, ଡାଇବେଟିସ୍‌, ହୃଦରୋଗ ଭଳି ରୋଗ ଆଜି ସମାଜରେ ଅତିସାଧାରଣ ହୋଇଯାଇଛି । ଓଡିଶାରେ ଏକ…
Read More...

ଏମ୍‌ସ ଭୁବନେଶ୍ୱରରେ ଜଣେ ପଙ୍ଗୁପ୍ରାୟ ରୋଗୀଙ୍କର ଦୁଇ ଆଣ୍ଠୁ ଓ ଦୁଇ ହିପ୍‌(ନିତମ୍ବ ଗଣ୍ଠି)ର ସଫଳ ମିଳିତ ପ୍ରତିରୋପଣ

ଭୁବନେଶ୍ୱର : ଏମ୍‌ସ ଭୁବନେଶ୍ବରର ପ୍ରଥମ ଦଶନ୍ଧିର ସ୍ବର୍ଣ୍ଣିମ ଯାତ୍ରାରେ ଯୋଡ଼ିହୋଇଛି ଆଉ ଏକ ସଫଳ ଫର୍ଦ୍ଦ। ଏହି ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ ଜଣେ ପଙ୍ଗୁପ୍ରାୟ ମହିଳା ରୋଗୀଙ୍କର ଏକକାଳୀନ ଦୁଇ ଆଣ୍ଠୁ ଓ ଦୁଇ ହିପ୍‌(ନିତମ୍ବ ଗଣ୍ଠି)ର ସଫଳ ପ୍ରତିରୋପଣ କରିଛନ୍ତି ଡାକ୍ତରୀଦଳ। ଯାହାକି…
Read More...

ଗୋଟିଏ ଇନି°ସ ଓ ୧୩୨ ଧନରେ ଜିତିଲା ଭାରତ

ନାଗପୁର,୧୧।୨ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗୋଟିଏ ଇନି°ସ ଓ ୧୩୨ ରନରେ ଟିମ୍‌ ଇଣ୍ଡିଆ ଜିତିଛି। ଏହି ବିଜୟ ସହିତ ଭାରତ ଚାରି ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି। ନାଗପୁରର ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୧୭୭ ରନ ସଂଗ୍ରହ କରିଥିଲା।…
Read More...

ସୋମବାର ବସିବ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ରାଜ୍ୟ ବଜେଟ ଅଧିବେଶନ ପୂର୍ବରୁ ଆସନ୍ତା ସୋମବାର ରାଜ୍ୟ କ୍ୟାବିନେଟ୍ ବୈଠକ ସହିତ ମନ୍ତ୍ରିପରିଷଦ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ସାଢ଼େ ୫ଟାରେ ପ୍ରଥମେ ମନ୍ତ୍ରିପରିଷଦ ବୈଠକ ଅନୁଷ୍ଠିତ ହେବ। ଏଥିରେ ୨୦୨୩-୨୪ ଆର୍ଥିକ ବର୍ଷ…
Read More...

ହାଇଦ୍ରାବାଦକୁ ହରାଇଲା ଓଡ଼ିଆ ଏଫସି

ଭୁବନେଶ୍ୱର : କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଇଣ୍ଡିଆନ୍‌ ସୁପର ଲିଗ୍‌ର ଏକ ମ୍ୟାଚ୍‌ରେ ନିମ୍‌ ଦୋର୍ଜିଙ୍କ ଆତ୍ମଘାତୀ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ହାଇଦ୍ରାବାଦ ଏଫ୍‌ସିକୁ ୩-୧ରେ ପରାସ୍ତ କରି ଓଡିଶା ଏଫ୍‌ସି(ଓଏଫ୍‌ସି) ୩ ପଏଣ୍ଟ ଅର୍ଜନ କରିଛି। ଫଳରେ ୧୮ ମ୍ୟାଚ୍‌ରୁ ୧୦ ବିଜୟ ସହିତ…
Read More...

ଲିଙ୍ଗରାଜଙ୍କ ଦର୍ଶନ କରି ଜଳାଭିଷେକ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୧।୨(ବ୍ୟୁରୋ): ବାବା ଲିଙ୍ଗରାଜଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କଡା ସୁରକ୍ଷା ବ୍ୟବସ୍ଥାରେ ଶୁକ୍ରବାର ବାବା ଲିଙ୍ଗରାଜଙ୍କ ଜଳାଭିଷେକ ସହ ପୂଜାର୍ଚ୍ଚନା କରିଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ଉପସ୍ଥିତ ଥିଲେ। ଗର୍ଭଗୃହରୁ ପୂଜାର୍ଚ୍ଚନା ସାରିବା ପରେ…
Read More...