banner
Breaking
Yearly Archives

2023

ଏସଆଇ ନିଯୁକ୍ତି ନେଇ ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ

କଟକ : ଓଡ଼ିଶା ପୋଲିସ ସବ୍‌ଇନ୍ସପେକ୍ଟର (ଏସ୍‌ଆଇ) ନିଯୁକ୍ତି ନେଇ ୨୦୨୧ ଜୁନ୍‌ ୨୨ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଉପରେ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଅଦାଲତଙ୍କ ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ବିଜ୍ଞପ୍ତି ଉପରେ କୌଣସି ପଦକ୍ଷେପ ଗ୍ରହଣ କରାଯାଇପାରିବ ନାହିଁ ବୋଲି କୋର୍ଟ…
Read More...

ଭୁବନେଶ୍ବରରୁ ଦୁବାଇ ଉଡିବ ବିମାନ

ଭୁବନେଶ୍ୱର : ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ କରିବ। ଇଣ୍ଡିଗୋ ଏୟାରଲାଇନ୍ସ ଏହି ସେବା ଯୋଗାଇ ଦେବ। ଇଣ୍ଡିଗୋର ୬ଇ୦୦୨୭ ବିମାନଟି ସନ୍ଧ୍ୟା ୬ଟା ୫ରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ଆରମ୍ଭ କରି ଦୁବାଇରେ ରାତି ୯ଟା ୪୫ରେ ପହଞ୍ଚତ୍ବ।…
Read More...

କର୍ପୋରେଟ୍ ବ୍ୟାଡ଼୍‌ମିଣ୍ଟନ୍ ଚମ୍ପିୟନ୍‌ସିପ୍ ‘ଲେଟସ୍ ସଟ୍ଟଲ’ ଉଦ୍‌ଘାଟିତ

ଭୁବନେଶ୍ୱର : ରେଡ଼ିଓ ଚକୋଲେଟ୍ ଓ ସମ୍ବାଦ ଡ଼ିଜିଟାଲ ତରଫରୁ ଆୟୋଜିତ ସର୍ବବୃହତ୍ କର୍ପୋରେଟ୍ ବ୍ୟାଡ଼୍‌ମିଣ୍ଟନ୍ ଚମ୍ପିୟନ୍‌ସିପ୍ ‘ଲେଟସ୍ ସଟ୍ଟଲ୍‌’ ଉଦ୍‌ଘାଟିତ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ରେଲୱେ ଇଣ୍ଡୋର୍ ଷ୍ଟାଡ଼ିୟମ୍‌ଠାରେ ଏହି ଟୁର୍ଣ୍ଣାମେଣ୍ଟ ୧୦ ଫେବୃଆରୀରୁ ୧୨ ଫେବୃଆରୀ ପର୍ଯ୍ୟନ୍ତ…
Read More...

କଂଗ୍ରେସରେ ମିଶିଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର,୧୦।୨(ବ୍ୟୁରୋ): କଂଗ୍ରେସରେ ମିଶିଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଶୁକ୍ରବାର ଦିଲ୍ଲୀସ୍ଥିତ ଏଆଇସିସି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। କିଛି ଦିନ ପୂର୍ବରୁ କଂଗ୍ରେସରେ ସାମଲ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା। ୧୯୭୬ କ୍ୟାଡରର…
Read More...

ଆର୍ଥିକ କ୍ଷେତ୍ରରେ ଭାରତ ଏକ ନମ୍ବର ହେବ : ରାଷ୍ଟ୍ରପତି

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଉତ୍କଳ ମଣ୍ଡପଠାରେ ଆୟୋଜିତ ଜ୍ଞାନପ୍ରଭା ମିଶନର ଦ୍ବିତୀୟ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି। ସେ କହିଛନ୍ତି, ଆଜିର ସମାଜରେ ଆଧ୍ୟାତ୍ମିକତା ବିକାଶ ହେବା…
Read More...

ରଘୁନାଥପୁରରେ ଏଚଡିଏଫସି ବ୍ୟାଙ୍କର ନୂଆ ଶାଖା

ଭୁବନେଶ୍ବର: ନନ୍ଦନକାନନ ସ୍ଥିତ ରଘୁନାଥପୁରରେ ଏଚଡିଏଫସି ବ୍ୟାଙ୍କର ନୂତନ ଶାଖା ଆରମ୍ଭ ହୋଇଛି। ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଯୋଗଦେଇ ଏହି ଶାଖାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଏଚଡିଏଫସି ହେଉଛି ସବୁଠୁ…
Read More...

ଆଜି ଆସୁଛନ୍ତି ରା୍ଷ୍ଟ୍ରପତି

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ପୂର୍ବାହ୍ନ ୧୧ଟା ୪୫ରେ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବା ପରେ ଉତ୍କଳ ମଣ୍ଡପଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା…
Read More...

ଆଜିଠାରୁ ଆଇସିସି ମହିଳା ଟି୨୦ ବିଶ୍ବକପ

କେପ୍‌ ଟାଉନ୍‌, ୧୦ା୨ :ଆଇସିସି ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ ଏଠାରେ ଶୁକ୍ରବାରଠାରୁ ଆରମ୍ଭ ହେବ। ପ୍ରତିଯୋଗିତାରେ ଅଷ୍ଟ୍ରେଲିଆ ଆଧିପତ୍ୟ ବିସ୍ତାର କରିବାକୁ ଚାହିଁବ। ଭାରତ ଓ ଇଂଲଣ୍ଡ ସମେତ ଅନ୍ୟ କେତୋଟି ଦଳ ତାହା କରାଇ ଦେବାକୁ ଚାହିଁବେ ନାହିଁ। ଆଇସିସି ମହିଳା ଟି୨୦ କ୍ରିକେଟ…
Read More...

ଧାର ଟଙ୍କାକୁ କେନ୍ଦ୍ରକରି ଗଣ୍ଡଗୋଳ ଜଣେ ମୃତ

ଭୁବନେଶ୍ୱର,୧୦ା୨ : ଧାର ଟଙ୍କାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ଗୁରୁବାର ରାତିରେ ଅପହରଣ କରାଯିବା ଏବଂ ପରେ ଶହୀଦନଗର ଥାନା ପରିସରରେ ତାଙ୍କର ମୃତ୍ୟୁ ଘଟିବା ଭଳି ଏକ ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଗାଡ଼କଣ ଅଞ୍ଚଳରେ ରହୁଥିବା ବିଚିତ୍ର ପଲେଇ(୪୨)। ପୋଲିସ ଏହି ଘଟଣାରେ ସମ୍ପୃକ୍ତ…
Read More...

ଆଜିଠାରୁ ଓଜେଇଇ ଆବେଦନ ଆରମ୍ଭ

ଭୁବନେଶ୍ୱର :ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୩ ଲାଗି ଶୁକ୍ରବାରଠାରୁ ଅନ୍‌ଲାଇନ୍‌ ଆବେଦନ ଆରମ୍ଭ ହେବ। ଏହା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। ତେବେ ଓଜେଇଇ ପରୀକ୍ଷା ଲାଗି ନିର୍ଦ୍ଦିଷ୍ଟ ତାରିଖ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ ମେ’ ପ୍ରଥମ କିମ୍ବା ୨ୟ ସପ୍ତାହ ମଧ୍ୟରେ…
Read More...