banner
Breaking
Yearly Archives

2023

ରୋଗର ପୂର୍ବାନୁମାନ ଏବଂ ତ୍ବରିତ ଚିକିତ୍ସା ପ୍ରଦାନ କ୍ଷେତ୍ରରେ ଉପଯୋଗୀ ସାଜିବ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ

ଭୁବନେଶ୍ୱର : ଜରୁରୀକାଳୀନ କ୍ଷେତ୍ରରେ ତ୍ବରିତ ଚିକିତ୍ସା ସେବା ଯୋଗାଇବା ନିମନ୍ତେ ରୋଗର ଶୀଘ୍ର ଚିହ୍ନଟ କରିବା ବେଶ ଗୁରୁତ୍ୱପୂର୍ଣ୍ଣ। ଯେତେବେଳେ କର୍କଟ କିମ୍ବା ପକ୍ଷାଘାତ (ପାରାଲିସିସ୍‌/ବ୍ରେନ୍‌ ଷ୍ଟ୍ରୋକ୍) ରୋଗୀଙ୍କୁ ଡାକ୍ତରଖାନାର ଜରୁରୀକାଳୀନ ବିଭାଗରେ ଭର୍ତ୍ତି କରାଯାଏ, ରୋଗୀଙ୍କୁ…
Read More...

ଇଂ ମାୟାଧର ସ୍ବାଇଁ ପାଇବେ ବିଜ୍ଞାନ ପୁରସ୍କାର

ଭୁବନେଶ୍ୱର,୮।୨(ବ୍ୟୁରୋ): ଓଡ଼ିଶାର ଜଣାଶୁଣା ଜନପ୍ରିୟ ବିଜ୍ଞାନ ଲେଖକ ଇଂ ମାୟାଧର ସ୍ବାଇଁଙ୍କୁ ବିଜ୍ଞାନକୁ ଜନପ୍ରିୟ କରିବାରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଜନପ୍ରିୟ ବିଜ୍ଞାନ ପୁରସ୍କାରରେ ସମ୍ମାନିତ କରାଯିବ। ୨୦୨୨ ମସିହା ନିମିତ୍ତ ଏହି ଜାତୀୟ ପୁରସ୍କାର ପ୍ରଦାନ କରିବାକୁ…
Read More...

ମେୟର ନିର୍ବାଚନ ନେଇ ଜବାବ ତଲବ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ଦିଲ୍ଲୀର ଉପରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ନୋଟିସ ଜାରି କରଛନ୍ତି। ନୋଟିସରେ ମେୟର ନିର୍ବାଚନ ସମ୍ପର୍କରେ ଜବାବ ତଲବ କରାଯାଇଛି। ଆମ ଆଦମୀ ପାର୍ଟିର ମେୟର ପ୍ରାର୍ଥୀ ଶୈଲି ଓବରୋଇଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ଆବେଦନର ଶୁଣାଣି ସମୟରେ ସୁପ୍ରିମକୋର୍ଟ ଏହି…
Read More...

ରେପୋ ହାର ବୃଦ୍ଧି କଲା ଆରବିଆଇ

ନୂଆଦିଲ୍ଲୀ,୮।୨ : ସାଧାରଣ ଲୋକ ପୁଣି ଥରେ ମହଙ୍ଗା ମାଡ଼ର ସମ୍ମୁଖୀନ ହେଉଛନ୍ତି। ଏବେ ଘର କିମ୍ବା କାର୍‌ ଋଣ କରି ଏହାର କିସ୍ତି ଦେବା ମହଙ୍ଗା ହେବ। ଭାରତୀୟ ରିଜର୍ଭ ବ୍ୟାଙ୍କ ବୁଧବାର ଏକ ବଡ ପଦକ୍ଷେପ ନେଇଛି। ଆରବିଆଇ ରେପୋ ହାର ବୃଦ୍ଧି କରିଛି। ଏହି ବୃଦ୍ଧି ସହିତ ଋଣ ନେବା ଅଧିକ ମହଙ୍ଗା…
Read More...

ଚାଇନା ଗୁପ୍ତଚର ବେଲୁନର ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୮।୨ : ଚାଇନା ଗୁପ୍ତଚର ବେଲୁନ ବିଷୟରେ ଏକ ବଡ଼ ପର୍ଦ୍ଦାଫାଶ ହୋଇଛି। ଆମେରିକାର ଅଧିକାରୀମାନେ ଦାବି କରିଛନ୍ତି ଯେ ଚାଇନା କେବଳ ଆମେରିକା ଏବଂ ଭାରତରେ ନୁହେଁ ବରଂ ଅନ୍ୟାନ୍ୟ ଦେଶକୁ ମଧ୍ୟ ଗୁପ୍ତଚର ବେଲୁନ ପଠାଇଛି। ଆମେରିକାର ଡେପୁଟି ସେକ୍ରେଟେରୀ ୱେଣ୍ଡି ଶେର୍ମାନ ଏହି…
Read More...

ରାଷ୍ଟ୍ରପତିଙ୍କ ଓଡିଶା ଆସିବା ନେଇ କଡ଼ା ସୁରକ୍ଷା

ଭୁବନେଶ୍ୱର : ଆସନ୍ତା ୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ୪୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ସହ ୨୦୦ ରୁ ଅଧିକ ଅଫିସ ନିୟୋଜିତ ହେବେ। ଏଥିସହ ସାଧା ପୋଷାକଧାରୀ ପୋଲିସ ଏବଂ ରୁଫଟପ୍‌…
Read More...

ଶର୍ଟଲିଷ୍ଟରେ ଓଡ଼ିଶାରୁ ୬ ଜଣ ଖେଳାଳି

ଭୁବନେଶ୍ୱର, ୭।୨: ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ନିଲାମ ପାଇଁ ଶର୍ଟଲିଷ୍ଟ ହୋଇଛନ୍ତି ୪୦୯ ଖେଳାଳି। ସେମାନଙ୍କ ମଧ୍ୟରେ ଓଡ଼ିଶାର ୬ ଜଣ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ମାଧୁରୀ ମେହେଟା, ରସନାରା ପରବିନ, ସୁଶ୍ରୀ ଦିବ୍ୟଦର୍ଶିନୀ, ପ୍ରିୟଙ୍କା ପ୍ରିୟଦର୍ଶିନୀ ସାହୁ,…
Read More...

ଜାଗୁଆର ଟିସିଏସ୍ ରେସିଂ ଗ୍ରୀଙ୍କୋ ହାଇଦ୍ରାବାଦ୍ ଇ-ପ୍ରିକ୍ସ ଇଣ୍ଡିଆରେ ଫର୍ମୁଲା ଇ ଡେବୁଟ୍ ପାଇଁ ପ୍ରସ୍ତୁତ

ଜାଗୁଆର ଟିସିଏସ୍ ରେସିଂ ଗ୍ରୀଙ୍କୋ ହାଇଦ୍ରାବାଦ୍ ଇ-ପ୍ରିକ୍ସ ଇଣ୍ଡିଆରେ ଫର୍ମୁଲା ଇ ଡେବୁଟ୍ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ୨୦୨୩ ଏବିବି ଏଫଆଇଏ ଫର୍ମୁଲା ଇ ବିଶ୍ୱ ଚାମ୍ପିଅନଶିପ୍ ପ୍ରଥମ ଥର ପାଇଁ ହାଇଦ୍ରାବାଦରେ ହେବାକୁ ଯାଉଥିବାରୁ ଜାଗୁଆର ଟିସିଏସ୍ ରେସିଂ ଏହି ସପ୍ତାହ ଶେଷରେ…
Read More...

ମାର୍ଚ୍ଚ ୪ରୁ ମହିଳା ପ୍ରିମିୟର ଲିଗ୍

କୋଲକାତା,୭।୨ : ମହିଳା ପ୍ରିମିୟର ଲିଗ (ଡବ୍ଲୁପିଏଲ) ର ପ୍ରଥମ ସଂସ୍କରଣ ଚଳିତ ବର୍ଷ ମାର୍ଚ୍ଚ ୪ ରୁ ୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏ ସମ୍ପର୍କରେ ବିସିସିଆଇ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଛି। ଏହି ଟୁର୍ନାମେଣ୍ଟ ମୁମ୍ବାଇର ଦୁଇଟି ଷ୍ଟାଡିୟମ ବ୍ରାବୋର୍ନ ଏବଂ ଡିଓ୍ବାଇ ପାଟିଲରେ…
Read More...

ଝାରସୁଗୁଡ଼ା ଯିବେ ଜଷ୍ଟିସ ଜେ ପି ଦାସ

ବ୍ରଜରାଜନଗର : ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ଘଟଣାରେ ମଙ୍ଗଳବାର ଜଷ୍ଟିସ ଜେ. ପି. ଦାସ ଝାରସୁଗୁଡ଼ା ଯିବେ। ଘଟଣାର ଅଧିକ ତଦନ୍ତ ଲାଗି ଜଷ୍ଟିସ ଦାସଙ୍କ ତତ୍ତ୍ବାବଧାନରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି । ବୁଧବାର ଜଷ୍ଟିସ ଦାସ ଘଟଣାସ୍ଥଳ ତଦାରଖ କରିବେ ବୋଲି ସୂଚନା ମିଳିଛି।
Read More...