banner
Breaking
Yearly Archives

2023

ପାଇକ ବିଦ୍ରୋହ ପାଇଁ ଖୋର୍ଦ୍ଧା ମାଟି ସ୍ମରଣୀୟ ହୋଇ ରହିବ

ଭୁବନେଶ୍ୱର : ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ବିଜେବି ହାଇସ୍କୁଲ ପଡିଆଠାରେ ୭୭ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ ଅଭିଭାଦନ ଗ୍ରହଣ କରିଥିଲେ। ପାଇକ ବିଦ୍ରୋହ…
Read More...

ଦେଶଭକ୍ତିର ପରମ ପୁଲକରେ ଏମ୍ସ ଭୁବନେଶ୍ୱରରେ ୭୭ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର : ଦେଶଭକ୍ତିର ପରମ ପୁଲକରେ ଏମ୍‌ସ ଭୁବନେଶ୍ୱରରେ ପାଳିତ ହୋଇଛି ୭୭ତମ ସ୍ୱାଧୀନତା ଦିବସ। ଏହି ଜାତୀୟ ପ୍ରତିଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଡ. ବିଶ୍ବାସ ସ୍ୱାସ୍ଥ୍ୟ,…
Read More...

ଶ୍ରୀ କ୍ରିଷ୍ଣା ଇଣ୍ଟରନ୍ୟାସନାଲ ସ୍କୁଲରେ ୭୭ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର : ଭୁବନେଶ୍ୱର ଉପକଣ୍ଠ ମଳିପଡା ସ୍ଥିତ ଶ୍ରୀ କ୍ରିଷ୍ଣା ଇଣ୍ଟରନ୍ୟାସନାଲ ସ୍କୁଲରେ ୭୭ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପୂର୍ବତନ ପୋଲିସ ଡି ଜି ସଞ୍ଜିବ ମାରିକ ଯୋଗଦେଇ ପତାକା ଉତ୍ତୋଲନ କରିଥିଲେ । ଇତିହାସରୁ ଆଜିଯାଏ ଭାରତର…
Read More...

ଏମ୍ସ ଭୁବନେଶ୍ୱରରେ ସିଜିଏଚଏସ୍ ହିତାଧିକାରୀଙ୍କ ପାଇଁ ସ୍ୱତନ୍ତ୍ର ପଞ୍ଜୀକରଣ କେନ୍ଦ୍ର ଉଦ୍ଘାଟନ କଲେ କାର୍ଯ୍ୟନିର୍ବାହୀ…

ଭୁବନେଶ୍ୱର,: ଏମ୍ସ ଭୁବନେଶ୍ୱରରେ ସମସ୍ତ ସିଜିଏଚଏସ୍ ହିତାଧିକାରୀଙ୍କ ପାଇଁ ଏକ ସ୍ୱତନ୍ତ୍ର ପଞ୍ଜୀକରଣ କେନ୍ଦ୍ରକୁ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ଵାସ ଉଦ୍ଘାଟନ କରିଛନ୍ତି। ଓପିଡି ଫୋୟରରେ ଆରମ୍ଭ ହୋଇଥିବା ଏହି ସ୍ୱତନ୍ତ୍ର ପଞ୍ଜୀକରଣ କେନ୍ଦ୍ର ମାଧ୍ଯମରେ ସିଜିଏଚଏସ୍…
Read More...

ଈଶାନେଶ୍ବର ବସ୍ତିରେ ପାଠାଗାର ଉଦଘାଟିତ

ଭୁବନେଶ୍ୱର: କମିଶନରେଟ ପୋଲିସ ପକ୍ଷରୁ ନୀଳାଦ୍ରି ବିହାର ସ୍ଥିତ ଈଶାନେଶ୍ବର ବସ୍ତିରେ ବକୁଳ ଫାଉଣ୍ଡେସନ ସହଯୋଗରେ ବସ୍ତି ପାଠାଗାର ଉଦଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ପୋଲିସ କମିଶନର ସୋମେନ୍ଦ୍ର ପ୍ରିୟଦର୍ଶୀ ଯୋଗଦେଇ ବସ୍ତି ପାଠାଗାର ଉଦଘାଟନ କରି କହିଥିଲେ ବଡ଼ ମଣିଷ ହେବା ପାଇଁ…
Read More...

ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଶବ ପରିଚାଳନା କ୍ଷେତ୍ରରେ ଅନନ୍ୟ ପାରଦର୍ଶିତା ନିମନ୍ତେ ଏମ୍‌ସ ଭୁବନେଶ୍ୱରକୁ ସମ୍ମାନିତ…

ଭୁବନେଶ୍ୱର : ବାଲେଶ୍ବର ଜିଲ୍ଲା‌ ଅନ୍ତର୍ଗତ ବାହାନଗାରେ ହୋଇଥିବା ଦୁର୍ଭାଗ୍ୟଜନକ ଟ୍ରେନ୍‌ ଦୁର୍ଘଟଣାରେ ମୃତ ଶରୀର ପରିଚାଳନା ‌‌କ୍ଷେତ୍ରରେ ଏମ୍‌ସ ଭୁବନେଶ୍ୱରର ପ୍ରତିବଦ୍ଧତା, ଉତ୍ସର୍ଗୀକୃତ ମନୋଭାବ ଏବଂ ନିରନ୍ତର ପ୍ରୟାସ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଜାତୀୟ…
Read More...

ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ

ଭୁବନେଶ୍ୱର, ୧୨/୮:  ନ୍ୟୁ ଭୁବନେଶ୍ବର ପ୍ରେସ୍ କ୍ଲବ୍ ଓ ଓମ୍ ସାଇ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ମହାତ୍ମାଗାନ୍ଧି ପାର୍କ ନିକଟରେ ସକାଳୁ ଶତାଧିକ ଯୁବକ ଯୁବତୀ ଏକାଠି ହୋଇଥିଲେ। ଚଳିତ ବର୍ଷ ୱାକ୍ ଟୁ ଗ୍ରୀନ୍ ବିଷୟବସ୍ତୁକୁ ନେଇ ଯୁବ…
Read More...

ବାପୁଜୀନଗରରେ ଖୋଲିଲା ସ୍ପୋଟ୍ସ ଏମ୍ପୋରିୟମର ନୂଆ ଷ୍ଟୋର

ଭୁବନେଶ୍ବର: ଭୁବନେଶ୍ବରର ବାପୁଜୀନଗର ଠାରେ ସ୍ପୋଟ୍ସ ଏମ୍ପୋରିୟମର ପୁଣି ଏକ ନୂଆ ଷ୍ଟୋର ଖୋଲିଛି। ଏହା ପୂର୍ବରୁ ଭୁବନେଶ୍ୱରର ଜନପଥ ଓ ଜୟଦେବ ବିହାରରେ ଦୁଇଟି ଷ୍ଟୋର ରହିଥିବା ବେଳେ ଏହା ତୃତୀୟ ଷ୍ଟୋର। ଏଠାରେ ଗୋଟେ ଛାତ ତଳେ ଖେଳ, ଜିମ ସହ ଅନ୍ୟାନ୍ୟ ଉପକରଣ ସୁଲଭ ମୂଲ୍ୟରେ…
Read More...

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଓଏସ୍‌ଡି ସୁଧାଂଶ୍‌ ପନ୍ତଙ୍କ ଏମ୍‌ସ ଭୁବନେଶ୍ୱର ପରିଦର୍ଶନ, ଗୁଣବତ୍ତାପୂର୍ଣ୍ଣ…

ଭୁବନେଶ୍ୱର : ଗୌରବମୟ ପ୍ରଥମ ଦଶନ୍ଧିର ଯାତ୍ରା ଅବସରରେ ଏମ୍‌ସ ଭୁବନେଶ୍ୱର ଓଡ଼ିଶା ତଥା ପଡୋଶୀ ରାଜ୍ୟର ଜନସାଧାରଣଙ୍କୁ ଗୁଣବତ୍ତାପୂର୍ଣ୍ଣ ସ୍ୱାସ୍ଥ୍ୟ ସେବା ଯୋଗାଇଦେବାରେ ଅଗ୍ରଣୀ ଭୂମିକା ନିର୍ବାହ କରିଛି। ରୋଗୀସେବା କ୍ଷେତ୍ରରେ ଏହି ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଦେଶରେ ଏକ ନୂତନ…
Read More...

କଟକରେ ଆରବିଏଲ ବ୍ୟାଙ୍କର ନୂଆ ଶାଖା , ଗ୍ରାହକଙ୍କୁ ମିଳିବ ଗୁଣାତ୍ମକ ବ୍ୟାଙ୍କିଙ୍ଗ୍ ସେବା

ଭୁବନେଶ୍ୱର : କଟକ ଦୋଳମୁଣ୍ଡାଇରେ ଆରବିଏଲ୍ ବ୍ୟାଙ୍କର ନୂତନ ଶାଖା ଆରମ୍ଭ ହୋଇଛି । ବିଧାୟକ ସୌଭିକ ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଛନ୍ତି । ଆରବିଏଲ୍ ବ୍ୟାଙ୍କର ପାନ୍ ଇଣ୍ଡିଆରେ ୫୨୦ଟି ଶାଖା ରହିଥିବା ବେଳେ ପୂର୍ବ ଭାରତରେ ୫୬ଟି ରହିଛି । ସେହିପରି ଏହି ଶାଖାକୁ…
Read More...