banner
Breaking
Yearly Archives

2023

ମନମୋହନ ସିଂଙ୍କୁ ମିଳିବ ଲାଇଫ ଟାଇମ୍ ଆଚିଭମେଣ୍ଟ ସମ୍ମାନ

ଲଣ୍ଡନ : ଅର୍ଥନୀତି ଏବଂ ରାଜନୀତି ପ୍ରତି ଅବଦାନ ଲାଗି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କୁ ଲଣ୍ଡନରେ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ସମ୍ମାନରେ ସମ୍ମାନିତ କରାଯାଇଛି। ଗତ ସପ୍ତାହରେ ଏକ ପୁରସ୍କାର ଉତ୍ସବରେ ଏହି ସମ୍ମାନ ଘୋଷଣା କରାଯାଇଥିଲା। ବ୍ରିଟେନର ନ୍ୟାଶନାଲ ଇଣ୍ଡିଆନ…
Read More...

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଚିଠି

ଭୁବନେଶ୍ୱର : ଝାରସୁଗୁଡ଼ା ବିଧାୟକ ତଥା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗତ ରବିବାର ଗୁଳିମାଡ଼ରେ ନିହତ ହୋଇଛନ୍ତି। ମଙ୍ଗଳବାର ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ଭାବେ ନିର୍ବାଚନ କମିଶନ ଓ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମେତ ରାଜ୍ୟ ସଭା, ଲୋକ ସଭା, ଓଡ଼ିଶାର ସମସ୍ତ…
Read More...

ଜାମସେଦପୁରକୁ ଉଡ଼ିଲା ବିମାନ

ଭୁବନେଶ୍ୱର : ଭୁବନେଶ୍ୱରରୁ ଝାଡ଼ଖଣ୍ଡର ଜାମଶେଦପୁରକୁ ଦୈନିକ ବିମାନସେବା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଇଣ୍ଡିଆ ଓ୍ବାନ୍‌ ଏୟାର ପକ୍ଷରୁ ଏହି ସେବା ପ୍ରଦାନ କରାଯାଉଛି। ମଙ୍ଗଳବାର ସକାଳ ୭ଟା ୩୦ରେ ଏୟାରକ୍ରାଫ୍ଟ ଭିଟି-କେଏସ୍‌ଏସ୍‌ ଭୁବନେଶ୍ୱର ବିମାନବନ୍ଦରରୁ ଉଡ଼ାଣ ଶୁଭାରମ୍ଭ କରିଥିଲା।…
Read More...

ଗୋପାଳ ଦାସ ଭାଇକୁ ପୋଲିସର ଜେରା

ବ୍ରହ୍ମପୁର : ପୋଲିସ ଗୁଳିରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଚାଲିଛି। ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଏସ୍‌ପି ଶିଶିର ମିଶ୍ରଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ବ୍ରହ୍ମପୁର ଆସି ଦୁଇଟି ପର୍ଯ୍ୟାୟରେ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କ ପରିବାର ଲୋକଙ୍କୁ…
Read More...

ବଜେଟ ଅଧିବେଶନରେ ରାଷ୍ଟ୍ରପତିଙ୍କ ଉଦବୋଧନ

ନୂଆଦିଲ୍ଲୀ,୩୧।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣରୁ ସଂସଦର ବଜେଟ୍‌ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ସଂସଦର ମିଳିତ ସଦନକୁ ସମ୍ବୋଧିତ କରି ରାଷ୍ଟ୍ରପତି କହିଛନ୍ତି, ଆମକୁ ଏପରି ଏକ ଭାରତ ଗଠନ କରିବାକୁ ହେବ, ଯେଉଁଥିରେ ଅତୀତର ଗୌରବ ଥିବ। ଆମକୁ ଏପରି ଏକ ଭାରତ କରିବାକୁ…
Read More...

ବଜେଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମତାମତ

ନୂଆଦିଲ୍ଲୀ,୩୧।୧: ସଂସଦର ବଜେଟ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ମିଳିତ ବୈଠକରେ ତାଙ୍କର ପ୍ରଥମ ଅଭିଭାଷଣ ପ୍ରଦାନ କରିବେ। ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି। ସେ…
Read More...

ଲ ପରୀକ୍ଷା ଦେବେ ଅର୍ଚ୍ଚନା

ଭୁବନେଶ୍ୱର,୩୧।୧(ବ୍ୟୁରୋ): ବେଆଇନ୍‌ ଅର୍ଥ କାରବାରରେ ଗିରଫ ହୋଇ ଜେଲ୍‌ରେ ଥିବା ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମଙ୍ଗଳବାର ଇଣ୍ଟିଗ୍ରେଟେଡ ଲ’ ପରୀକ୍ଷା ଦେବେ। ଏନେଇ ଜେଏମ୍‌ଏଫ୍‌ସି ଭୁବନେଶ୍ୱର କୋର୍ଟ ଅନୁମତି ଦେଇଛନ୍ତି। ଭୁବନେଶ୍ୱର କ୍ୟାପିଟାଲ ଲ’ କଲେଜରେ ଜେଲ ମାନୁଆଲ ଅନୁଯାୟୀ…
Read More...

କେଜିରଓ୍ବାଲଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଜୀବନରୁ ମାରିଦେବାକୁ ଧମକ ମିଳିଛି। ମୁଣ୍ଡକା ଅଞ୍ଚଳରେ ରହୁଥିବା ଜୟ ପ୍ରକାଶ ନାମକ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ ଦେଇଥିବା ସୂଚନା ମିଳିଛି। ବ୍ୟକ୍ତି ଜଣଙ୍କ ବିଳମ୍ବିତ ରାତିରେ ପୋଲିସକୁ ଡାକି…
Read More...

ନିରଞ୍ଜନ ପୂଜାରୀଙ୍କୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ବ

ଭୁବନେଶ୍ୱର : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ କ୍ରମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଦାୟିତ୍ୱ ବଣ୍ଟନ କରିଛନ୍ତି। ସୂଚନାଯୋଗ୍ୟ, ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଦେହାନ୍ତ ପରେ ଏହି…
Read More...

ଗୋପାଳ ଦାସ ଚାକିରୀରୁ ବିଦାହେଲେ

ଝାରସୁଗୁଡ଼ା : ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା ଏଏସ୍ଆଇ ଗୋପାଳ ଦାସଙ୍କୁ ଚାକିରିରୁ ବିଦା କରାଯାଇଛି । କ୍ରାଇମବ୍ରାଞ୍ଚ ଗୋପାଳଙ୍କୁ ଗିରଫ କରିବା ପରେ ଚାକିରିରୁ ବରଖାସ୍ତ କରିଛନ୍ତି ଝାରସୁଗୁଡ଼ା ଏସପି । ଏଏସଆଇ ଗୋପାଳ ଦାସ ଗାନ୍ଧୀ ଛକ ଫାଣ୍ଡିରେ ମୁତୟନ ଥିଲେ । ଗତକାଲି…
Read More...