banner
Breaking
Yearly Archives

2023

ପାଣ୍ଡିଆନଙ୍କୁ ଏଫଆଇଏଚ୍ ପ୍ରେସିଡେନ୍ସ ପୁରସ୍କାର

ଭୁବନେଶ୍ୱର : ହକି ପାଇଁ ଉଲ୍ଲେଖନୀୟ ଅବଦାନ ଲାଗି ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ସଭାପତି ତାୟାବ ଇକ୍ରାମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍‌ଙ୍କୁ ‘ଏଫ୍‌ଆଇଏଚ୍‌ ପ୍ରେସିଡେନ୍ସ ପୁରସ୍କାର’ରେ ସମ୍ମାନିତ କରିଛନ୍ତି। ଏହି ଅବସରରେ ଇକ୍ରାମ…
Read More...

ତିନି ଦିନିଆ ଶୋକ ପାଳନ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଗୁଳିମାଡରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ରବିବାର ପରଲୋକ ଘଟିଛି। ତାଙ୍କ ପରଲୋକଙ୍କ ୩ ଦିନିଆ ରାଜ୍ୟବ୍ୟାପୀ ଶୋକ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସରକାରୀ ଭାବେ କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମ ହେବନି । ଶେଷକୃତ୍ୟ ସ୍ଥଳରେ…
Read More...

ଝାରସୁଗୁଡ଼ାରେ ହେବ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ପୋଲିସ ଏସ୍‌ଆଇଙ୍କ ଗୁଳିମାଡରେ ନିହତ ହୋଇଛନ୍ତି। କ୍ୟାପିଟାଲ ହସ୍ପିଟାଲରେ ରବିବାର ରାତିରେ ମନ୍ତ୍ରୀ ନବ ଦାସଙ୍କ ଶବ ବ୍ୟବଚ୍ଛେଦ ହେବା ପରେ ସେଠାରୁ ପାର୍ଥିବ ଶରୀର ବିଧାନସଭା ଅଣାଯାଇଥିଲା। ସେଠାରେ ବାଚସ୍ପତିଙ୍କଠାରୁ…
Read More...

ବିଧାନସଭା ପରିସରରେ ଶେଷ ଦର୍ଶନ

ଭୁବନେଶ୍ବର :କ୍ୟାପିଟାଲ ହସ୍ପିଟାଲରେ ରବିବାର ରାତିରେ ମନ୍ତ୍ରୀ ନବ ଦାସଙ୍କ ଶବ ବ୍ୟବଚ୍ଛେଦ ହେବା ପରେ ସେଠାରୁ ପାର୍ଥିବ ଶରୀର ବିଧାନସଭା ଅଣାଯାଇଥିଲା। ସେଠାରେ ବାଚସ୍ପତିଙ୍କଠାରୁ ଆରମ୍ଭ କରି ବହୁ ବିଧାୟକ, ମନ୍ତ୍ରୀ ଓ ପୂର୍ବତନ ବିଧାୟକମାନେ ନବଙ୍କ ମରଶରୀର ଦର୍ଶନ କରିବା ସହ ଅଶ୍ରୁଳ…
Read More...

ନବୀନଙ୍କ ଫର୍ମୁଲାକୁ ଫଲୋ କଲେ ମୋଦି

ନୂଆଦିଲ୍ଲୀ : ଲୋକଙ୍କ ନିକଟକୁ ଯାଇ ସରକାରୀ ଯୋଜନା ବିଷୟରେ ବୁଝାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସରକାରର ସମସ୍ତ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସଂସଦର ବଜେଟ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ମନ୍ତ୍ରୀଙ୍କ ସହ ଏକ ବୈଠକ କରିଥିଲେ। ଧାରା ୩୭୦ ରଦ୍ଦ…
Read More...

ଭାରତୀୟ ମହିଳା ଦଳକୁ ଶୁଭେଚ୍ଛାର ସୁଅ

ନୂଆଦିଲ୍ଲୀ,୩୦।୧: ଭାରତୀୟ ଅଣ୍ଡର-୧୯ ମହିଳା ଦଳ ଟି-୨୦ ବିଶ୍ୱକପ ଜିତିବା ପରେ ଅଭିନନ୍ଦନର ସୁଅ ଛୁଟିଛି। ଅଣ୍ଡର-୧୯ ମହିଳା ଦଳ ରବିବାର ଇଂଲଣ୍ଡ ବିପକ୍ଷରେ ଚମତ୍କାର ୭ ଉଇକେଟ ବିଜୟ ସହ ମହିଳା କ୍ରିକେଟରେ ନିଜର ପ୍ରଥମ ଆଇସିସି ଟାଇଟଲ ଜିତିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ,…
Read More...

ଭାରତ ଜିତିଲା ଅଣ୍ଡର ୧୯ ମହିଳା ଟି୨୦ ବିଶ୍ବକପ୍

ପୋଶ୍ଚେଫଷ୍ଟ୍ରୁମ୍‌,୨୯।୧: ଭାରତ ଅଣ୍ଡର-୧୯ ମହିଳା ଟି-୨୦ ବିଶ୍ୱକପ ୨୦୨୩ ଟାଇଟଲ ହାସଲ କରିଛି। ଶେଫାଳି ବର୍ମାଙ୍କ ନେତୃତ୍ୱଧୀନ ଭାରତୀୟ ଦଳ ଫାଇନାଲରେ ଇଂଲଣ୍ଡକୁ ୭ ଉଇକେଟରେ ପରାସ୍ତ କରିଛି। ଟିମ ଇଣ୍ଡିଆ ଏହି ବିଶ୍ୱକପର ପ୍ରଥମ ସଂସ୍କରଣ ଜିତି ଇତିହାସ ସୃଷ୍ଟି କରିଛି । ପ୍ରଥମେ ବ୍ୟାଟିଂ…
Read More...

ଦ୍ବିତୀୟ ମ୍ୟାଚ ଜିତି ସିରିଜ ବରାବର କଲା ଭାରତ

ଲକ୍ଷ୍ନୌ : ଲକ୍ଷ୍ନୌ ଏକନା କ୍ରିକେଟ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୬ ଉଇକେଟରେ ବିଜୟୀ ହୋଇଛି। ଫଳରେ ଭାରତ ୧-୧ରେ ସିରିଜକୁ ପ୍ରତ୍ୟାବର୍ତ୍ତନ କରିଛି। ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା।…
Read More...

ବ୍ୟବସାୟୀ ସଂଘର ସଭାପତି ହେଲେ ବରିଷ୍ଠ ସାମ୍ବାଦିକ ତାରକ ମହାନ୍ତି

ଭୁବନେଶ୍ୱର,୨୯ା୧(ଓଡ଼ିଆ ନ୍ୟୁଜ): ନୀଳାଦ୍ରି ବିହାର ସେକ୍ଟର ୧ ସ୍ଥିତ ଲକ୍ଷ୍ମୀ ବଜାର ବ୍ୟବସାୟୀ ସଂଘର ସଭାପତି ଭାବେ ବରିଷ୍ଠ ସାମ୍ବାଦିକ ତଥା କବି ତାରକ ମହାନ୍ତି ନିର୍ବାଚିତ ହୋଇଛନ୍ତି । ଆଜି ନୀଳାଦ୍ରି ବିହାର ସେକ୍ଟର ୧ ଛକ ଠାରେ ସଂଘର ମାସିକିଆ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ…
Read More...

ଜର୍ମାନୀ ହକି ବିଶ୍ବକପ୍ ଚମ୍ପିଆନ୍

ଭୁବନେଶ୍ୱର : ଜର୍ମାନୀ ହକି ବିଶ୍ୱକପ୍‌ ୨୦୨୩ ଚାମ୍ପିଅନ୍‌ ହୋଇଛି। ଫାଇନାଲରେ ୫-୪ ଗୋଲ୍‌ରେ ବେଲଜିୟମକୁ ପରାସ୍ତ କରି ଜର୍ମାନୀ ଚାମ୍ପିଅନ୍‌ ଆଖ୍ୟା ଅର୍ଜନ କରିଛି। କଳିଙ୍ଗ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ନିର୍ଦ୍ଧାରିତ ସମୟରେ ଉଭୟ ଦଳ ୩-୩ ଗୋଲ୍‌ରେ ସୀମିତ…
Read More...