banner
Breaking
Yearly Archives

2023

ଏଥର ପ୍ୟାରେଡରେ ଭାଗନେବେ ୪୩ ରୁ ଉର୍ଦ୍ଧ୍ବ ଗ୍ରୁପ

ଭୁବନେଶ୍ବର : ସାଧାରଣତନ୍ତ୍ର ଦିବସ ପାଇଁ ମଙ୍ଗଳବାର ଗାନ୍ଧୀମାର୍ଗରେ ଫୁଲଡ୍ରେସ୍‌ ରିହର୍ସାଲ୍‌ ହୋଇଛି। କୋଭିଡ କଟକଣା ପରେ ଏଥର ୪୩ରୁ ଉର୍ଦ୍ଧ୍ବ ଟ୍ରୁପ ଭାଗ ନେବେ। ପୋଲିସ, ସଶସ୍ତ୍ର ବାହିନୀ, କମାଣ୍ଡୋ, ଆନ୍ଧ୍ର ପୋଲିସର ଗୋଟିଏ ଟ୍ରୁପ, ସିଭିଲିଆନଙ୍କ ଅଂଶ ଗ୍ରହଣ କରିବେ। ଏଥିସହ ରାଜ୍ୟର…
Read More...

ଆଜିଠାରୁ କ୍ୱାର୍ଟର ଫାଇନାଲ

ଭୁବନେଶ୍ୱର : ଚଳିତ ହକି ବିଶ୍ୱକପ୍‌ର କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ମଙ୍ଗଳବାର ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ। ପ୍ରଥମ କ୍ୱାର୍ଟର ଫାଇନାଲରେ ଅଷ୍ଟ୍ରେଲିଆକୁ ସ୍ପେନ୍‌ ଏବଂ ଦ୍ୱିତୀୟ କ୍ୱାର୍ଟରରେ ଗତଥରର ଚାମ୍ପିୟନ ବେଲ୍‌ଜିୟମକୁ ଭେଟିବ ନ୍ୟୁଜିଲାଣ୍ଡ। ୨୫ ତାରିଖରେ ଅନ୍ୟ ୨ଟି…
Read More...

ଧର୍ମନିରପେକ୍ଷ ସ୍ବାଧୀନ ଭାରତ ଚାହୁଁଥିଲେ ନେତାଜୀ

ନୂଆଦିଲ୍ଲୀ : ଦେଶର ସ୍ବାଧୀନତା ସଂଗ୍ରାମକୁ ନୂତନ ଶକ୍ତି ପ୍ରଦାନ କରିଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ବାର୍ଷିକୀ ଆଜି ପାଳନ କରାଯାଉଛି। ଏହି ଅବସରରେ ତାଙ୍କ ଝିଅ ଅନୀତା ବୋଷ ଫାଫ ମଧ୍ୟ ପିତାଙ୍କୁ ମନେ ପକାଇ କହିଛନ୍ତି, ଯେଉଁମାନେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ପ୍ରଶଂସା…
Read More...

ଜୀବନ ଜାଗୃତି ଟ୍ରଷ୍ଟର ବାର୍ଷିକ ଉତ୍ସବ

ଭୁବନେଶ୍ୱର ; ଜୀବନ ଜାଗୃତି ଓ୍ବେଲଫେୟାର ଟ୍ରଷ୍ଟର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସାରା ଦିନ ବ୍ୟାପି ଅନୁଷ୍ଠିତ ଏହି ଉତ୍ସବରେ ସକାଳୁ ଏକ ଗଣ ସାଇକେଲ୍ ରାଲି କରାଯାଇଥିଲା । ଏହାକୁ ଆଥକଲେଟ୍ ଅନୁରାଧା ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ । ରାଲିଟି…
Read More...

ନେତାଜୀଙ୍କ ଜୟନ୍ତୀରେ ଥାଇଲାଣ୍ଡରେ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ଓଡ଼ିଆ ମାଟିର ପୁଅ ସତ୍ୟ ସୂତାର

ଭୁବନେଶ୍ବର - ସ୍ଵାଧୀନତା ସଂଗ୍ରାମର କର୍ଣ୍ଣଧାର, ମହାନ୍ ଦେଶପ୍ରେମୀ, ତେଜସ୍ୱୀ ଜନନାୟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଓଡ଼ିଶା ମାଟିର ପୁଅ ସତ୍ୟ ସୁତାର ଚଳିତ ବର୍ଷ ଥାଇଲାଣ୍ଡରେ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ଗତବର୍ଷ ଭିଏତନାମାରେ ନେତାଜୀଙ୍କ ଫଟୋରେ ପୁଷ୍ପମାଲ୍ୟ ଦେଇ ସେ…
Read More...

ଅଗ୍ରୟୋଧୀ ଲୋଗୋ, ୱେବ୍‌ସାଇଟ୍ ଉନ୍ମୋଚିତ  ଉପକୃତ ହେବେ ଦଶମ ଓ ଦ୍ୱାଦଶ ଶ୍ରେଣୀର ସି.ବି.ଏସ୍‌.ଇ ଛାତ୍ରଛାତ୍ରୀ

ଭୁବନେଶ୍ୱର : ସମ୍ବାଦ ଡ଼ିଜିଟାଲ୍ ଦ୍ୱାରା ଆରମ୍ଭ ହୋଇଥିବା ଅଗ୍ରୟୋଧୀ ଲୋଗୋ ଏବଂ ୱେବ୍‌ସାଇଟ୍ ଉନ୍ମୋଚିତ କରାଯାଇଛି । ସି.ବି.ଏସ୍‌.ଇ ଅନୁବନ୍ଧିତ ବିଦ୍ୟାଳୟରେ ଦଶମ ଏବଂ ଦ୍ୱାଦଶ ବୋର୍ଡ଼ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀମାନଙ୍କୁ ସାହାଯ୍ୟ କରିବା ଉଦ୍ଦେଶ୍ୟରେ ସମ୍ବାଦ…
Read More...

ଭାରତର ପ୍ରଧାନ ବିଚାରପତିଙ୍କୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ,୨୨।୧:ସୁପ୍ରିମକୋର୍ଟ ରାୟଗୁଡ଼ିକୁ ଆଞ୍ଚଳିକ ଭାଷାରେ ଉପଲବ୍ଧ କରାଇବା ଉପରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଗୁରୁତ୍ୱ ଦେଉଥିବାରୁ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଉଚ୍ଚ ପ୍ରଶଂସା କରିଛନ୍ତି। ସର୍ବୋଚ୍ଚ ଅଦାଲତଙ୍କ ରାୟ ଆଞ୍ଚଳିକ…
Read More...

କିସ୍‌ରେ ମହାଅଭିଭାବକ ସମ୍ମିଳନୀ ଏକଜୁଟ ହେଲେ୧ଲକ୍ଷ ଜନଜାତି ଅଭିଭାବକ

ଭୁବନେଶ୍ୱର, ୨୨ ।୧: ଚଳିତବର୍ଷ କିସ୍ ଛାତ୍ରଛାତ୍ରୀଙ୍କ ଅଭିଭାବକଙ୍କୁ ନେଇ ରବିବାର ଏକ ମହାଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡି଼ଶାର ୩୦ଜିଲ୍ଲାରୁ ୬୦ହଜାର ଅଭିଭାବକ, ପୁରାତନ ଛାତ୍ରଛାତ୍ରୀ ଓ ୩୦ ହଜାର ଛାତ୍ରଛାତ୍ରୀଙ୍କୁ ମିଶାଇ କିସରେ ୧ଲକ୍ଷ ଜନସମାଗମ ହୋଇଥିଲା।…
Read More...

ହକି ବିଶ୍ବକପରୁ ଭାରତ ବିଦାହେଲା

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଭାରତ ୨୦୨୩ ହକି ବିଶ୍ୱକପ୍‌ରୁ ବିଦାୟ ନେଇଛି। କ୍ରସ୍‌ ଓଭର ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡଠାରୁ ପେନାଲଟି ସୁଟ୍‌ଆଉଟ୍‌ ପରାଜିତ ହୋଇଛି। ଫଳରେ ଭାରତର କ୍ୱାର୍ଟରଫାଇନାଲ ଖେଳିବା ଆଶା ମଉଳିଯାଇଛି। କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଆରମ୍ଭରୁ…
Read More...

ଆସନ୍ତା ମାସରୁ ନାଜାଲ ଟିକା

ନୂଆଦିଲ୍ଲୀ : ସମଗ୍ର ବିଶ୍ୱରେ କରୋନା ଦ୍ୱାରା ଘଟିଥିବା ବିନାଶ ବିଷୟରେ ସମସ୍ତେ ଅବଗତ ହୋଇଛନ୍ତି। ଏଭଳି ପରିସ୍ଥିତିରେ କରୋନା ବିରୋଧରେ ଟିକାକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅସ୍ତ୍ର ଭାବରେ ବିବେଚନା କରାଯାଉଛି। ବର୍ତ୍ତମାନ ଭାରତ ବାୟୋଟେକ ଦ୍ୱାରା ବିକଶିତ ହୋଇଥିବା ପ୍ରଥମ ଇଣ୍ଟ୍ରାନାଜାଲ…
Read More...