banner
Breaking
Yearly Archives

2023

ଖଣ୍ଡଗିରିରେ ୩୦ ରୁ ନାଚିବ ୫ଟି ଯାତ୍ରା ପାର୍ଟି

ଭୁବନେଶ୍ୱର : ଆସନ୍ତା ମାଘସପ୍ତମୀରୁ ଖଣ୍ଡଗିରିରେ ପ୍ରସିଦ୍ଧ କୁମ୍ଭମେଳା ଆରମ୍ଭ ହେବ। ଏହି ଉପଲକ୍ଷେ ଯାତ୍ରାକୁ ଅନୁମତି ମିଳିଛି।୩୦ ତାରିଖରୁ ୫ଟି ପେଣ୍ଡାଲରେ ଯାତ୍ରା ପାର୍ଟି ନାଟକ ପରିବେଷଣ କରିବେ।କରୋନା ଗାଇଡ୍‌ଲାଇନ୍‌ ଅନୁଯାୟୀ, ପ୍ରସିଦ୍ଧ ଖଣ୍ଡଗିରି ମେଳା ଚାଲିବ ବୋଲି ଶନିବାର…
Read More...

ଆବାସ ଘରରେ ସାଧୁତା ଅବଲମ୍ବନ କରନ୍ତୁ ରାଜ୍ୟ ସରକାର: ଧର୍ମେନ୍ଦ୍ର

ଭୁବନେଶ୍ବର : କେନ୍ଦ୍ର ସରକାର ଓଡ଼ିଶାକୁ ପର୍ଯ୍ୟାପ୍ତ ଘର ଦେଇଛନ୍ତି। ତେଣୁ ରାଜ୍ୟ ସରକାର ଗରିବ ଲୋକଙ୍କ ଉପରେ ଚାପ ନ ପକାଇ ତାଲିକାରେ ସାଧୁତା ଅବଲମ୍ବନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏ ସମ୍ପର୍କରେ ଶୁକ୍ରବାର ଧର୍ମେନ୍ଦ୍ର ଗଣମାଧ୍ୟମକୁ କହିଛନ୍ତି,…
Read More...

ବଦଳିଲେ ୧୪ ଡିଏସପି

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ରାଜ୍ୟ ପୋଲିସର ୧୪ ଜଣ ଡିଏସ୍‌ପିଙ୍କୁ ବଦଳି କରାଯାଇଛି। ଏ ନେଇ ବୁଧବାର ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ସମସ୍ତ ପୋଲିସ ଅଫିସରଙ୍କୁ ନିକଟରେ ଡିଏସ୍‌ପି ପାହ୍ୟାକୁ ପଦୋନ୍ନତି ମିଳିଥିଲା। ରାଜ୍ୟ ପୋଲିସ ଏଷ୍ଟାବ୍ଲିଶମେଣ୍ଟ ବୋର୍ଡର…
Read More...

ଓପିଡିସିର ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ପାତ୍ରଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର, ୧୯ା୧(ଓଡ଼ିଆ ନ୍ୟୁଜ); ରାଜ୍ୟ ମତ୍ସ୍ୟ ଉନ୍ନୟନ ନିଗମର ଅଧ୍ୟକ୍ଷ ଭାବେ ସୁବାଷ ଚନ୍ଦ୍ର ପାତ୍ର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଉପରେ ଆସ୍ଥା ପ୍ରକଟ କରି ଏଭଳି ଗୁରୁ ଦାୟିତ୍ୱ ପ୍ରଦାନ କରିଥିବାରୁ ସେ…
Read More...

ଆଜିଠାରୁ ପୁଣି ଟିକାକରଣ ଆରମ୍ଭ

ଭୁବନେଶ୍ୱର : ରାଜ୍ୟରେ ଗୁରୁବାରଠାରୁ ପୁଣି କୋଭିଡ୍‌ ଟିକାକରଣ ଆରମ୍ଭ ହେବ। ରାଜ୍ୟର ସମସ୍ତ ଜିଲା, ସହରାଞ୍ଚଳ, ଗୋଷ୍ଠୀ ଓ ପ୍ରାଥମିକ ଡାକ୍ତରଖାନାରେ ଟିକା ଦିଆଯିବ। ଯେଉଁମାନେ ଦ୍ୱିତୀୟ ଓ ପ୍ରିକଶନ୍‌ ଡୋଜ୍‌ ବା ବୁଷ୍ଟର ଡୋଜ୍‌ ନେଇ ନାହାନ୍ତି, ସେମାନେ ଏହି ଟିକା ନେଇପାରିବେ। ଏହି…
Read More...

ଏପ୍ରିଲ ୧ରୁ ହଟିବ ୧୫ ବର୍ଷର ପୁରୁଣା ଗାଡ଼ି

ନୂଆଦିଲ୍ଲୀ : ଦେଶରେ ପ୍ରଦୂଷଣକୁ ରୋକିବା ନେଇ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଦେଶରେ ଚାଲୁଥିବା ସମସ୍ତ ୧୫ ବର୍ଷ ପୁରୁଣା ଗାଡିର ପଞ୍ଜୀକରଣ ରଦ୍ଦ କରିବାକୁ ମୋଦି ସରକାର ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଏହି ଆଦେଶ ୧ ଏପ୍ରିଲ…
Read More...

ଭାରତ ବିଶ୍ଵର ଜନ ବହୁଳ ଦେଶ

ନୂଆଦିଲ୍ଲୀ : ଭାରତ ଚଳିତ ବର୍ଷ ଚାଇନାକୁ ପଛରେ ପକାଇ ବିଶ୍ୱର ସବୁଠାରୁ ଜନବହୁଳ ଦେଶ ହେବାକୁ ଯାଉଛି। ଏପ୍ରିଲ ୨୦୨୩ରେ ଭାରତର ଜନସଂଖ୍ୟା ୧୪୩ କୋଟିରେ ପହଞ୍ଚିବ। ଏହା ସହିତ ଚାଇନା ଜନସଂଖ୍ୟା ଦୃଷ୍ଟିରୁ ଭାରତଠାରୁ ପଛରେ ରହିବ। ଭାରତର ଜନସଂଖ୍ୟା ଅଭିବୃଦ୍ଧି ହାର ବଡ ଦେଶ ତୁଳନାରେ ବହୁ ଅଧିକ…
Read More...

ଭୁବନେଶ୍ବର ଫେରିଲା ବିଜୁଙ୍କ ଡାକୋଟା

ଭୁବନେଶ୍ବର : ବିଜୁ ପଟ୍ଟନାୟକଙ୍କ ସ୍ମୃତି ଡାକୋଟା ଭିଟି-ଏୟୁଆଇ ବିମାନ ବୁଧବାର ପୂର୍ବାହ୍ନରେ ଓଡ଼ିଶାକୁ ଫେରିଛି। ଅତି ସାବଧାନତାର ସହିତ ବିମାନକୁ ସଡ଼କ ପଥରେ ଅଣାଯାଉଛି। କୋଲ୍‌କାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ୍‌ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଭୁବନେଶ୍ବର ଅଭିମୁଖେ ଆସିଛି ଡାକୋଟା।…
Read More...

ବର୍ଜ୍ୟ ପ୍ଲାଷ୍ଟିକ ମାଟିର ଉର୍ବରତା ବୃଦ୍ଧି କରିବ

ଓ୍ବାଶିଂଟନ : ବୈଜ୍ଞାନିକମାନେ ଏପରି ଏକ ଟେକ୍ନୋଲୋଜି ବିକଶିତ କରିଛନ୍ତି ଯାହା ପ୍ଲାଷ୍ଟିକ ବର୍ଜ୍ୟବସ୍ତୁକୁ ବାୟୋଚାରରେ ପରିଣତ କରିପାରିବ। ଏହା ମାଟିର ଉର୍ବରତା ବୃଦ୍ଧି କରିବାରେ ସହାୟକ ହେବ। ଫଳରେ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ଯୋଗୁ ଆଗାମୀ ସମୟରେ ପ୍ରକୃତି ପାଇଁ ବିପଦ ସୃଷ୍ଟି ହେବାର…
Read More...

ନୀଳାଦ୍ରି ବିହାର ଶିଶୁ ମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ

ଭୁବନେଶ୍ୱର,୧୮ା୧(ଓଡ଼ିଆ ନ୍ୟୁଜ): ନୀଳାଦ୍ରି ବିହାର ସେକ୍ଟର ତିନି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରତିଷ୍ଠାତା ଦୀନବନ୍ଧୁ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ୧୪ ନମ୍ବର ଓ୍ବାର୍ଡର…
Read More...