banner
Breaking
Yearly Archives

2023

ମହାବୀର ମନ୍ଦିରର ଉନବିଂଶତମ ପ୍ରତିଷ୍ଠା ଉତ୍ସବ

ଭୁବନେଶ୍ୱର ; ନୀଳାଦ୍ରି ବିହାର ସେକ୍ଟର ଦୁଇ ସ୍ଥିତ ମହାବୀର ମନ୍ଦିରର ଉନବିଂଶତମ ପ୍ରତିଷ୍ଠା ଉତ୍ସବ ମୋହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଦୁଇ ଦିନ ଧରି ଚାଲିଥିବା ଏହି ଧାର୍ମିକ ଉତ୍ସବରେ ଶୁକ୍ରବାର ସନ୍ଧ୍ୟାରେ କଳସ ଯାତ୍ରା ଅନୁଷ୍ଠିତ ହୋଇ ଘଟ ସ୍ଥାପନ କରାଯାଇଥିଲା । ଶନିବାର…
Read More...

5T ସଚିବଙ୍କ ବେଦବ୍ୟାସ ପୀଠ ପରିଦର୍ଶନ .

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ରାଉରକେଲା ନିକଟସ୍ଥ ବେଦବ୍ୟାସ ପୀଠ ପରିଦର୍ଶନ କରିଥିଲେ. 5T ଉପକ୍ରମ ରେ ପୀଠର ବିକାଶ ସମ୍ପର୍କରେ ଟ୍ରଷ୍ଟ ବୋର୍ଡ ର ସଭ୍ୟ…
Read More...

ବିଆଇଟିଏମରେ ପୁସ୍ତକ ପ୍ରଦର୍ଶନୀ, ପୁସ୍ତକ ହେଉଛି ଜ୍ଞାନର ଭଣ୍ଡାର

ଭୁବନେଶ୍ୱର : ପୁସ୍ତକ ହେଉଛି ଜ୍ଞାନର ଭଣ୍ଡାର । ପୁସ୍ତକକୁ ଭଲ ସାଥୀ ଟିଏ କଲେ ଛାତ୍ରଛାତ୍ରୀ ଜ୍ଞାନୀ, ଗୁଣୀ ଓ ବିଜ୍ଞ ହୋଇ ପାରିବେ । ବର୍ତ୍ତମାନର ଦୃତ ପ୍ରଗତି ଡିଜିଟାଲ ଯୁଗରେ ବିଦ୍ୟାର୍ଥୀମାନେ ଡିଜିଟାଲ ଅଧ୍ୟୟନରେ ଲିପ୍ତ ରହୁଛନ୍ତି । ଏହି କ୍ଷଣସ୍ଥାୟୀ ପ୍ରକ୍ରିୟାରେ କମ୍ ସଂଖ୍ୟକ ସଫଳତା…
Read More...

ଆଜି ପବିତ୍ର ମକର ସଂକ୍ରାନ୍ତି

ପୁରୀ : ଆଜି ପବିତ୍ର ମକର ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଆରମ୍ଭ ହୋଇଛି । ବଡଠାକୁରଙ୍କୁ ମକର ଚାଉଳ ଭୋଗ ଲାଗି କରାଯାଇଛି । ମହାପ୍ରଭୁଙ୍କ ମକର ଚୌରାଶି ବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ସକାଳୁ ସକାଳୁ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି । ଏଥି ନେଇ…
Read More...

ଟାଟା ପାୱାରର ୨୫ ହଜାର ଇଭି ଚାର୍ଜି° ଷ୍ଟେଶନ

ନୂଆଦିଲ୍ଲୀ,୧୪।୧: ଭାରତର ଅଗ୍ରଣୀ ଓ ଦ୍ରୁତ ଅଭିବୃଦ୍ଧିଶୀଳ ଇଭି ଚାର୍ଜିଂ ସମାଧାନ ପ୍ରଦାନକାରୀ ଟାଟା ପାୱାର ପକ୍ଷରୁ ଇ-ଯାନ ଗ୍ରହଣୀୟତା ବଢ଼ାଇବା ଲାଗି ଆସନ୍ତା ୫ ବର୍ଷରେ ଦେଶରେ ୨୫,୦୦୦ ଇଭି ଚାର୍ଜିଂ ଷ୍ଟେଶନ ସ୍ଥାପନ କରିବା ଲାଗି କମ୍ପାନୀ ରଖିଥିବା ମହତ୍ୱାକାଂକ୍ଷୀ ଯୋଜନାକୁ ମଧ୍ୟ ଏହି…
Read More...

କରୋନା ଟିକା ଫାଇଜରରେ ହୋଇପାରେ ବ୍ରେନ୍ ଷ୍ଟ୍ରୋକ

ୱାଶିଂଟନ,୧୪ ।୧: ଚାଇନା ସମେତ ସାରା ବିଶ୍ୱରେ କରୋନା ମହାମାରୀ ତାଣ୍ଡବ ରଚି ଚାଲିଛି । ଏହାଠାରୁ ଦୂରେଇ ରହିବାକୁ ଟିକାକରଣକୁ ସମସ୍ତେ ଆପଣେଇ ନେଇଛନ୍ତି । ହେଲେ ଏହାରି ଭିତରେ ୟୁଏସ ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନସନ(ସିଡିସି) ଓ ଫୁଡ ଆଣ୍ଡ ଡ୍ରଗ୍ ଆଡମିନିଷ୍ଟ୍ରେଶନ(ଏଫଡିଏ)…
Read More...

ଦମନର ହିନ୍ଦୀ ଟ୍ରେଲର ରିଲିଜ୍

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ର ହିନ୍ଦୀ ଟ୍ରେଲର ଶୁକ୍ରବାର ରିଲିଜ ହୋଇଛି। ମାତ୍ର କିଛି ଘଣ୍ଟା ମଧ୍ୟରେ ଏହାକୁ ୭.୭ ଲକ୍ଷ ଲୋକ ଦେଖିଛନ୍ତି। ଫେବୃୟାରୀ ୩ରେ ହିନ୍ଦୀରେ ଏହି ଫିଲ୍ମର ଶୁଭମୁକ୍ତି ହେବା ନେଇ ପାନୋରମା ଷ୍ଟୁଡିଓ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ…
Read More...

ପୁରୁଷ ବିଶ୍ଵକପ ହକି ବିଜୟରୁ ଅଭିଯାନ ଆରମ୍ଭ କଲା ଭାରତ

ରାଉରକେଲା,୧୩।୧: ପୁରୁଷ ହକି ବିଶ୍ୱକପ୍‌ ୨୦୨୩ରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ। ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ସ୍ପେନ୍‌ ବିପକ୍ଷରେ ଖେଳିଥିବା ପ୍ରଥମ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ଦଳ ୨-୦ ଗୋଲରେ ସ୍ପେନ୍‌କୁ ପରାସ୍ତ କରିଛି। ଭାରତ ପକ୍ଷରୁ ଉପ-ଅଧିନାୟକ ତଥା ଓଡ଼ିଶାର…
Read More...

ବିଶ୍ବ ଭେଟେରାନ ଟେବୁଲ୍ ଟେନିସ ଚମ୍ପିୟାନ ସିପରେ ଭାରତ ଟିମରେ ଓଡ଼ିଶାରୁ ଦୁଇଜଣ ଖେଳାଳି

ଭୁବନେଶ୍ବର - ଓମାନର ମସ୍କଟ ଠାରେ ଅନୁଷ୍ଠିତ ହେବାକୁ ଯାଉଥିବା ବିଶ୍ବ ଭେଟେରାନ ଟେବୁଲ୍ ଟେନିସ ଚମ୍ପିୟାନ ସିପ ପାଇଁ ଭାରତୀୟ ଟିମ୍ ରେ ଓଡ଼ିଶାର ଦୁଇ ଜଣ ଖେଳାଳି ଡି ଦେବଦତ୍ତ ମହାନ୍ତି ଓ ତ୍ରୈଲୋକ୍ୟ ନାଥ ରାଉତ ଅଂଶଗ୍ରହଣ କରିବେ। ୧୫ ରୁ ୨୧ ପର୍ଯ୍ୟନ୍ତ ଏହି ଚମ୍ପିୟାନ ସିପ ଅନୁଷ୍ଠିତ ହେବ।…
Read More...

ଓଡ଼ିଆ ଖେଳାଳୀଙ୍କ ପାଇଁ ୧୦ ଲକ୍ଷ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକି ବିଶ୍ବକପ୍‌ରେ ଭାଗ ନେଇଥିବା ଦୁଇ ଓଡ଼ିଆ ଖେଳାଳିଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ଘୋଷଣା କରିଛନ୍ତି। ଅମିତ୍‌ ରୋହିଦାସ ଓ ନିଲମ ସଂଜୀପ ଖେସ ଭାରତୀୟ ହକି ଟିମ୍‌ରେ ସ୍ଥାନ ପାଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଭାରତ-ସ୍ପେନ…
Read More...