banner
Breaking
Yearly Archives

2023

ବାରବାଟୀରେ ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ

କଟକ : ଆସନ୍ତା ୧୧ ତାରିଖରେ ବାରବାଟୀରେ ଅନୁଷ୍ଠିତ ହେବ ପୁରୁଷ ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ତେବେ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ। ଏଥିଲାଗି ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ସୋମବାର ବାରବାଟୀ…
Read More...

ରାଜ୍ୟସ୍ତରୀୟ ଦିଲ୍ଲୀପ ରାୟ ୬୯ତମ ଜୟନ୍ତୀ ଉତ୍ସବ

ଭୁବନେଶ୍ୱର : ରାଜ୍ୟସ୍ତରୀୟ ଦିଲ୍ଲୀପ ରାୟ ଜୟନ୍ତୀ କମିଟି ପକ୍ଷରୁ ବିଶିଷ୍ଟ ରାଜନେତା, ମେ ଫେୟାର ପ୍ରତିଷ୍ଠାତା ତଥା ବିଶିଷ୍ଟ ଶିଳ୍ପପତି ଦିଲ୍ଲୀପ ରାୟଙ୍କ ୬୯ ତମ ଜୟନ୍ତୀ ଉତ୍ସବ ହୋଟେଲ ମେ ଫେୟାର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମହିଳା ସଶକ୍ତୀକରଣ ଓ ଗଣମାଧ୍ୟମ ଶୀର୍ଷକ…
Read More...

ପୁରୀ ସହରରେ ହାତୀ ଆତଙ୍କ

ପୁରୀ : ପୁରୀ ସହରରେ ହାତୀ ଆତଙ୍କ। ସୋମବାର ଭୋର ସମୟରେ ଚନ୍ଦନପୁର ଅଞ୍ଚଳର ପ୍ରତାପ ପୁରୁଷୋତ୍ତମପୁର ଜଙ୍ଗଲ ନିକଟରେ ଏକ ଦନ୍ତାହାତୀ ଦେଖିବାକୁ ମିଳିଥିଲା। ପରେ କୃଷ୍ଣରଞ୍ଜନପୁର ଗାଁକୁ ହତୀଟି ପଶିଆସିଥିଲା। ରାତି ୯ଟାରେ ହାତୀଟି ତଳଜଙ୍ଘ ଅଞ୍ଚଳରେ ଥିବା ବେଳେ ରାତି ପ୍ରାୟ ୧୧ଟା ବେଳକୁ ପୁରୀ…
Read More...

କମିଶନରେଟ ପୋଲିସର ୧୫ ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର : ରାଜ୍ୟ ପୋଲିସ ବିଭାଗ ୫-ଟିରେ ସାମିଲ ହେବାପରେ ଅନେକ ପରିବର୍ତ୍ତନ ଆସିଛି। ପୋଲିସ ଉପରେ ଲୋକଙ୍କ ଆସ୍ଥା ବଢ଼ିଛି। ଯଦି ଲୋକମାନଙ୍କର ଆସ୍ଥା ଆହୁରି ବଢ଼ିବ ବହୁତ ଖୁସି ହେବି। ଥାନାରେ ଲୋକଙ୍କୁ ଉପଯୁକ୍ତ ସମ୍ମାନ ମିଳୁଥିବା ଖବର ମିଳୁଛି। ପୋଲିସ ସବୁବେଳେ ଲୋକଙ୍କ ମିତ୍ର ଓହାଇ…
Read More...

ଗୋଟିଏ ବୁନ୍ଦା ମଦ ବି କ୍ୟାନ୍ସର ସୃଷ୍ଟି କରିପାରେ – ହୁ

ୱାଶିଂଟନ : ଅନେକ ଲୋକ ଭାବନ୍ତି କମ ପରିମାଣରେ ମଦ ପିଇଲେ ଏହା ଶରୀରର କୌଣସି କ୍ଷତି କରି ନଥାଏ । ହେଲେ ଏପରି ଭାବିବା ସମ୍ପୂର୍ଣ୍ଣ ରୂପେ ଭୁଲ । ଏହାକୁ ନେଇ ଅନେକ ଷ୍ଟଡି କରାଯାଇଛି । ହେଲେ ଏବେ ଏକ ଗବେଷଣାର ତଥ୍ୟ ସମସ୍ତଙ୍କୁ ଚମକାଇ ଦେଇଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଦାବି…
Read More...

୧୨୫ କୋଟି ଟଙ୍କାର ସୁଧ ଛାଡକଲେ ସରକାର

ଭୁବନେଶ୍ବର : ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଙ୍କୁ ଅଧିକ ସଶକ୍ତ ଓ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ସୋମବାର ରାଜ୍ୟ ସରକାର ଅଢ଼େଇ ଲକ୍ଷ ମିଶନ ଶକ୍ତି ଗ୍ରୁପର ବ୍ୟାଙ୍କ ଖାତାକୁ ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି। ୨୦୨୨…
Read More...

ଏପ୍ରିଲରୁ ଆରମ୍ଭ ହେବ ଶିକ୍ଷାବର୍ଷ

ଭୁବନେଶ୍ୱର : ଚଳିତ ବର୍ଷ ଏପ୍ରିଲରୁ ଶିକ୍ଷାବର୍ଷ ଆରମ୍ଭ ହେବ। ଏନେଇ ସରକାରଙ୍କ ପକ୍ଷରୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ ହୋଇଛି। ଶିକ୍ଷାବର୍ଷ ଆରମ୍ଭ ପୂର୍ବରୁ ସବୁ ପିଲାଙ୍କ ପାଖରେ ପାଠ୍ୟପୁସ୍ତକ ପହଞ୍ଚାଇବା ପାଇଁ ୬ ଜିଲାର ୧୫ଟି ବ୍ଲକକୁ ଟ୍ରକ୍‌ ଯୋଗେ ପାଠ୍ୟପୁସ୍ତକ ପଠାଯାଇଛି। ଏହି…
Read More...

ଆରମ୍ଭ ହେଲା ଫ୍ୟାଶନ ଆଣ୍ଡ ଲାଇଫ୍ ଷ୍ଟାଇଲ୍ ମେଳା

ଭୁବନେଶ୍ୱର : ଆଇ.ଏନ୍‌.ଡ଼ବ୍ଳ୍ୟୁ.ଇ.ସି ମହିଳା ବାଣିଜ୍ୟ ମେଳାର ସଫଳତା ପରେ ଇଣ୍ଡିଆନ ଚାମ୍ବର ଅଫ୍ କମର୍ସ ଓ ମହିଳା ଉଦ୍ୟୋଗୀ ପରିଷଦର ମିଳିତ ସହଯୋଗରେ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଫ୍ୟାସନ୍ ଆଣ୍ଡ ଲାଇଫ୍ ଷ୍ଟାଇଲ୍ ମେଳା । ପଟିଆ ସ୍ଥିତ ପାଟ୍ରୋନିକ୍ସ ଗ୍ରାଉଣ୍ଡରେ ଆରମ୍ଭ ହୋଇଥିବା ଏହି…
Read More...

ପଟିଆ ଇତିହାସ’ ପୁସ୍ତକର ଉନ୍ମୋଚନ ଉତ୍ସବ ଇତିହାସ ହେଉଛି ସତ୍ୟର ପ୍ରତୀକ ଓ ମୂକସାକ୍ଷୀ

ଭୁବନେଶ୍ୱର : ଭୁବନେଶ୍ୱରର ପଟିଆ ସ୍ଥିତ ଯାତ୍ରାପଡ଼ିଆରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ‘ପଟିଆ ଇତିହାସ’ ପୁସ୍ତକର ଉନ୍ମୋଚନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପଟିଆ ରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ…
Read More...

୪ ଜିଲ୍ଲାରେ ପ୍ରବଳ ଶୀତ ଅନୁଭୂତ ହେବ

ଭୁବନେଶ୍ୱର, ୮।୧(ବ୍ୟୁରୋ)- ରାଜ୍ୟରେ ଗତ ଦୁଇ ଦିନ ହେବ ପ୍ରବଳ ଥଣ୍ଡା ପଡ଼ିଛି। ଅଳ୍ପ କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ବଢ଼ିଛି। ରବିବାର ଓଡ଼ିଶାର ୨୧ଟି ସହରରେ ତାପମାତ୍ରା ୧୦ଡିଗ୍ରୀ ତଳେ ରହିଥିଲା। ଏନେଇ ଆଞ୍ଚଳିକ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…
Read More...