banner
Breaking
Yearly Archives

2023

ରାଜଧାନୀରେ ୧୫ ପର୍ଯ୍ୟନ୍ତ ସ୍କୁଲ ବନ୍ଦ

ନୂଆଦିଲ୍ଲୀ : ଦିଲ୍ଲୀ ସରକାରଙ୍କ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରାଇଭେଟ ବା ଘରୋଇ ସ୍କୁଲ ପାଇଁ ଆଡଭାଇଜରୀ ଜାରି କରାଯାଇଛି । ଆଡଭାଇଜରୀରେ ଥଣ୍ଡାକୁ ଦେଖି ସ୍କୁଲ ଗୁଡିକୁ ୧୫ ଜାନୁୟାରୀ ପର୍ଯ୍ୟନ୍ତ ବନ୍ଦ ରଖିବାକୁ କୁହାଯାଇଛି । ରାଜଧାନୀ ଦିଲ୍ଲୀର ଅଧିକାଂଶ ସ୍କୁଲ ଥଣ୍ଡା ପାଇଁ ୮…
Read More...

ବିଧୁଭୂଷଣ ମିଶ୍ର ସମ୍ବଲପୁର ବିଶ୍ବବିଦ୍ୟାଳୟର କୁଳପତି

ଭୁବନେଶ୍ୱର : ମାନ୍ୟବର ରାଜ୍ୟପାଳ ତଥା ଓଡ଼ିଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଗଣେଶୀଲାଲ୍‌ ପ୍ରଫେସର ବିଧୁଭୂଷଣ ମିଶ୍ରଙ୍କୁ ୪ ବର୍ଷ ପାଇଁ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ଭାବରେ ନିଯୁକ୍ତ କରିଛନ୍ତି। ପ୍ରଫେସର ମିଶ୍ର ଉତ୍କଳ ବିଶ୍ୱବିଦ୍ୟାଳୟର ବାଣିଜ୍ୟ ପ୍ରଶାସନ ବିଭାଗର ପ୍ରଫେସର…
Read More...

ସହମତିରେ ଶାରୀରିକ ସମ୍ପର୍କ ବଳାତ୍କାର ନୁହେଁ – ହାଇକୋର୍ଟ

କଟକ : ବିବାହ ପ୍ରତିଶ୍ରୁତି ଦେଇ ସହମତିରେ ପ୍ରାପ୍ତ ବୟସ୍କା ମହିଳାଙ୍କ ସହିତ ଶାରିରୀକ ସମ୍ପର୍କ ରଖିଲେ ବଳାତ୍କାର ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ରାୟ ଦେଇଛନ୍ତି। ଜଷ୍ଟିସ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏକ ବଳାତ୍କାର ମାମଲାରେ ଜାମିନ ଆବେଦନର ଶୁଣାଣି କରି ଏହି ରାୟ…
Read More...

ଜୟଗୁରୁ କହି ଅଭିଭାଷଣ ରଖିଲେ ମୁଖ୍ୟମନ୍ତ୍ରୀ

ପୁରୀ : ପୁରୀ ତାଳବଣିଆସ୍ଥିତ ସ୍ପୋଟର୍ସ କମ୍ପ୍ଲେକ୍ସଠାରେ ରବିବାର ଆୟୋଜିତ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନୀର ୧୦୧ ତମ ପୂର୍ତ୍ତି ଉତ୍ସବରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ସୁନ୍ଦର ରାଜ୍ୟ ଓ ଦେଶ ଗଠନ ପାଇଁ  ଆହ୍ବାନ ଦେଇଛନ୍ତି। ସଭାସ୍ଥଳକୁ ଯାଇ ପ୍ରଥମେ ଜୟ ଜଗନ୍ନାଥ…
Read More...

୨୮ ରୁ ଖଣ୍ଡଗିରି ଯାତ୍ରା

ଭୁବନେଶ୍ୱର : ଆସନ୍ତା ୨୮ରୁ ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ଖଣ୍ଡଗିରି ଯାତ୍ରା। ୨୮ରୁ ଫେବୃୟାରୀ ୧୦ ପର୍ଯ୍ୟନ୍ତ ଯାତ୍ରା ଚାଲିବାକୁ ଥିବାବେଳେ ୩୦ରୁ ୬ ତାରିଖ ପର୍ଯ୍ୟନ୍ତ କୁମ୍ଭମେଳା ଆୟୋଜନ କରାଯିବ। ଏହାକୁ କିପରି ଶୃଙ୍ଖଳିତ ଏବଂ ବ୍ୟବସ୍ଥିତ ଢଙ୍ଗରେ କରାଯିବ ସେ ନେଇ ଶନିବାର ବିଏମ୍‌ସି…
Read More...

ବିଏମସି ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା ଓ କମ୍ବଳ ବଣ୍ଟନ

ଭୁବନେଶ୍ୱର,୭ା୧ ଓଡିଶା ସେବକ ସଂଘ ପକ୍ଷରୁ ମଞ୍ଚେଶ୍ବର ଧିରୀକୁଟି ସାହିରେ ବିଏମସି ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା ଓ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଂଘର ସମ୍ପାଦକ ବସନ୍ତ କୁମାର ତ୍ରିପାଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ଭାବେ…
Read More...

ଏମ୍‌ସ ଭୁବନେଶ୍ୱରର ୪ର୍ଥ ବାର୍ଷିକ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର : ଗୁଣାତ୍ମକ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଦେଶବିଦେଶରେ ଏମ୍‌ସ ଭୁବନେଶ୍ୱର ଭରସାର ପ୍ରତୀକ ପାଲଟିଛି। ଏହି ଜାତୀୟ ପ୍ରତିଷ୍ଠାନ ପ୍ରତିଷ୍ଠା ନେଇ ଦେଶର ଦୂରଦର୍ଶୀ ତଥା ଲୋକପ୍ରିୟ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀ ଦେଖିଥିବା ସ୍ବପ୍ନକୁ ଏମ୍‌ସ ଏହାର ଏକ ଦଶନ୍ଧିର…
Read More...

ଟି-୨୦ ସିରିଜ ଜିତିଲା ଟିମ୍ ଇଣ୍ଡିଆ, ସୂର୍ଯ୍ୟଙ୍କ ଜବରଦସ୍ତ ବ୍ୟାଟିଂ

ରାଜକୋଟ : ଭାରତ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚର ତୃତୀୟ ତଥା ଶେଷ ମ୍ୟାଚରେ ବିଜୟ ଲାଭ କରି ଭାରତ ୨-୧ରେ ସିରିଜ ଜିତିଛି। ରାଜକୋଟର ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳା ଯାଉଥିବା ଏହି ମ୍ୟାଚରେ ଟସ ଜିତି ଭାରତ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ…
Read More...

ଠାକୁର ଅନୁକୂଳଚନ୍ଦ୍ରଙ୍କ ୧୦୧ ତମ ବାର୍ଷିକ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ପୁରୀ : ଶ୍ରୀଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନୀର ୧୦୧ତମ ବାର୍ଷିକୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଅର୍ଥାତ୍‌ ୮ତାରିଖ ରବିବାର ପୁରୀର ତାଳବଣିଆଠାରେ ଏହି ବାର୍ଷିକ ଉତ୍ସବ ଅନୁଷ୍ଠିତ ହେବ। ଏହି ଉତ୍ସବରେ…
Read More...

ବିସିସିଆଇର ଚୟନ କମିଟିରେ ଓଡ଼ିଆ ଖେଳାଳୀ

ନୂଆଦିଲ୍ଲୀ : ବିସିସିଆଇ ଚୟନ କମିଟି ସଦସ୍ୟ ଭାବେ ନିଯୁକ୍ତି ପାଇଛନ୍ତି ଟିମ୍‌ ଇଣ୍ଡିଆ ତଥା ଓଡ଼ିଶାର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ଶିବସୁନ୍ଦର ଦାସ। ସେ ଏବେ ଭାରତୀୟ ପୁରୁଷ ସିନିୟର ଟିମ୍‌ ଚୟନରେ ସକ୍ରିୟ ଭୂମିକା ଗ୍ରହଣ କରିବେ। ୨୦୨୨ ଟି-୨୦ ବିଶ୍ୱକପରେ ଭାରତର ବିପର୍ଯ୍ୟୟ ପରେ…
Read More...