banner
Breaking
Yearly Archives

2023

ଏମ୍‌ସ ଭୁବନେଶ୍ୱରର ୪ର୍ଥ ବାର୍ଷିକ ସମାବର୍ତ୍ତନ ଉତ୍ସବ ଜାନୁଆରି ୭ରେ ଯୋଗଦେବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ମନସୁଖ…

ଭୁବନେଶ୍ୱର : ଚଳିତ ମାସ ୭ ତାରିଖରେ ଏମ୍‌ସ ଭୁବନେଶ୍ୱରର ୪ର୍ଥ ବାର୍ଷିକ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ଏବଂ ସାର ଓ ରସାୟନ ମନ୍ତ୍ରୀ ଡ. ମନସୁଖ ମାଣ୍ଡଭେୟ ଯୋଗଦେବେ। ଏଥିସହିତ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ…
Read More...

୭ରୁ ଜୀ-ସାର୍ଥକରେ ସେଲିବ୍ରେଟିଙ୍କ ‘ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ

ଭୁବନେଶ୍ବର : ଲୋକପ୍ରିୟ ଓଡ଼ିଆ ଚ୍ୟାନେଲ ଜୀ-ସାର୍ଥକରେ ଆଗାମୀ ଜାନୁଆରୀ ୭ ରୁ ଆରମ୍ଭ ହେବାକୁ ଯାଉଛି 'ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ, ଜୀ-ସାର୍ଥକ ସଂସାର ଡ୍ୟାନ୍ସ ଲିଗ୍'। ଜୀ-ସାର୍ଥକରେ ପ୍ରସାରିତ ହେଉଥିବା ମେଗା ଧାରାବାହିକଗୁଡ଼ିକର ଅଭିନେତ୍ରୀମାନେ ଏଥିରେ ପ୍ରତିଯୋଗୀ ଭାବରେ ଭାଗ ନେବେ।…
Read More...

ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ଭୁବନେଶ୍ୱର ଓ ରାଉରକେଲାରେ ହକି ବିଶ୍ୱକପ ଅନୁଷ୍ଠିତ ହେବ। ଏଥିପାଇଁ ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମ ପ୍ରସ୍ତୁତ ହୋଇ ସାରିଲାଣି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ଗସ୍ତରେ ଯାଇ ଏହି ଷ୍ଟାଡିୟମ୍‌ ଉଦ୍‌ଘାଟନ…
Read More...

ଲିକ୍ ହେଲା ପଠାନ ଟ୍ରେଲର

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଫିଲ୍ମ ‘ପଠାନ୍‌’ଖୁବ୍‌ଶୀଘ୍ର ରିଲିଜ୍‌ ହେବାକୁ ଯାଉଛି। ଏହି ଫିଲ୍ମ ମାଧ୍ୟମରେ ବଲିଉଡ ମେଗା ସୁପରଷ୍ଟାର ଶାହରୁଖ ଖାନ ପ୍ରାୟ ୪ ବର୍ଷ ପରେ ବଡ ପରଦାରେ ଫେରୁଛନ୍ତି। ନିକଟରେ ଫିଲ୍ମ ‘ପଠାନ୍‌’ର ‘ବେସର୍ମ ରଙ୍ଗ’ ଏବଂ ‘ଜୁମ ଜୋ ପଠାନ୍‌’ ଦୁଇଟି ଗୀତ ରିଲିଜ୍‌…
Read More...

ପୁଣି ଜେରା ହେବେ ଅର୍ଚ୍ଚନା ଦମ୍ପତି

ଭୁବନେଶ୍ୱର : ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି ତଦନ୍ତ ଚଳାଇଛି। ତେବେ ଡିଜିଟାଲ ଏଭିଡେନ୍ସ ପାଇବା ବୁଧବାର ଇଡି ଅର୍ଚ୍ଚନାଙ୍କୁ ଜେଲ ଭିତରେ ଜେରା କରିବ। ଏଥିପାଇଁ ମଙ୍ଗଳବାର କୋର୍ଟ ଇଡିକୁ ଅନୁମତି ଦେଇଥିଲେ। ସେହିପରି ଗୁରୁବାର ଅର୍ଚ୍ଚନାଙ୍କ ବିଜନେସ…
Read More...

ରାଜଧାନୀରେ ନିର୍ମାଣ କାର୍ଯ୍ୟ ଉପରେ ରୋକ

ଭୁବନେଶ୍ୱର: ରାଜଧାନୀରେ ନିର୍ମାଣ କାମ ଉପରେ ରୋକ। ମାସେ ପାଇଁ ସମସ୍ତ ନିର୍ମାଣ କାମ ଉପରେ ରୋକ ଲଗାଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) କର୍ତୃପକ୍ଷ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଉ ଅଳ୍ପ ଦିନ ପରେ ପୁରୁଷ ହକି ବିଶ୍ୱକପ ମ୍ୟାଚ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ବିଏମସି…
Read More...

୫ ରେ କସ୍ତୁରୀର ୨୪ ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୩ା୧ : ଓଡ଼ିଶାର ଅଗ୍ରଣୀ ସ୍ୱେଚ୍ଛାସେବୀ, ସାଂସ୍କୃତିକ ଓ ଶିକ୍ଷାଭିିତ୍ତିକ ଅନୁଷ୍ଠାନ ‘କସ୍ତୁରୀ’ର ୨୪ତମ ବାର୍ଷିକ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସଭାପତି ବିଶ୍ୱନାଥ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ନିଷ୍ପତି ଅନୁଯାୟୀ କସ୍ତୁରୀ ପକ୍ଷରୁ ପୂର୍ବରୁ ଆୟୋଜିତ…
Read More...

ବାର୍ଷିକ ପତ୍ରିକା ଅନ୍ୱେଶଣର ପଞ୍ଚମ ସଂସ୍କରଣ ଉନ୍ମୋଚିତ

ଭୁବନେଶ୍ୱର,୩ା୧ : ଓଡିଶାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଆସ୍ଥା ସ୍କୁଲ ଅଫ୍ ମ୍ୟାନେଜମେଣ୍ଟର ବାର୍ଷିକ ପତ୍ରିକା ଅନ୍ୱେଶଣର ପଞ୍ଚମ ସଂସ୍କରଣ ଉନ୍ମୋଚିତ ହୋଇଯାଇଛି । ବାଣୀବିହାର ନିକଟସ୍ଥ ଏକ ହୋଟେଲରେ ଅନୁଷ୍ଠିତ ଏହି ଉତ୍ସବରେ ବିଶିଷ୍ଟ ଅତିଥି ଭାବେ ଉତ୍କଳ ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ…
Read More...

ଶିଖରଚଣ୍ଡୀ ମନ୍ଦିର ଉନ୍ନୟନ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ। 

ଭୁବନେଶ୍ବର: ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାର୍ଶ୍ବିକ ଅଞ୍ଚଳର ଉନ୍ନୟନ କରାଯାଇ ଏହାକୁ ଭୁବନେଶ୍ବର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବରେ ବିକଶିତ କରାଯିବ। ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତି କାର୍ଯ୍ୟ କରାଯିବ ଏବଂ ଏଥିପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀ…
Read More...

ବରିଷ୍ଠ ସାମ୍ବାଦିକ ଅଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର : ପ୍ରଯୋଜକ ତଥା ବରିଷ୍ଠ ସାମ୍ବାଦିକ ଆଳୟ ମହାନ୍ତିଙ୍କର ମଙ୍ଗଳବାର ପୂର୍ବାହ୍ନରେ ପରଲୋକ ଘଟିଛି। ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା। ଅସୁସ୍ଥତା ହେତୁ ସେ କିଛିଦିନ ହେଲା କ୍ୟାପିଟାଲ ହସ୍ପିଟାଲର ଆଇସିୟୁରେ ଚିକିତ୍ସାଧୀନ ଥିଲେ। ସେଠାରେ ତାଙ୍କର ବିୟୋଗ ଘଟିଛି। ସେ ଜଣେ ସରକାରୀ…
Read More...