banner
Breaking
Yearly Archives

2023

ଉତ୍କଳ କେଶରୀ ଡ଼ ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ପରିସରରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଶାର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହାତାବଙ୍କର ୩୬ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି।ଆଜି ପୂର୍ବାହ୍ନରେ ବିଧାନସଭା ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…
Read More...

ଏହି ୬ଟି ଦେଶରୁ ଭାରତକୁ ଆସିଲେ କରୋନା ଟେଷ୍ଟ ବାଧ୍ୟତାମୂଳକ

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଆଗୁଆ ପଦକ୍ଷେପ ନେଉଛନ୍ତି । ପୂର୍ବରୁ ଦେଶରେ ଟେଷ୍ଟିଂ ଓ ସଂକ୍ରମଣକୁ ନେଇ ବାରମ୍ବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ସମୀକ୍ଷା କରାଯାଇଥିବା ବେଳେ ବର୍ତ୍ତମାନ ଗାଇଡଲାଇନ୍‌ ଜାରି କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ…
Read More...

୧୭ ତାରିଖ ପର୍ଯ୍ୟନ୍ତ ୟୁଜିସି ପରୀକ୍ଷା ପଞ୍ଜିକରଣ

ଭୁବନେଶ୍ୱର : ଜାତୀୟ ପରୀକ୍ଷଣ ସଂସ୍ଥାନ(ଏନଟିଏ) ଦ୍ବାରା ପରିଚାଳିତ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି)-ନେଟ ଡିସେମ୍ବର- ୨୦୨୨ ସେସନ ପରୀକ୍ଷା ଫେବୃଆରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୦ ପର୍ଯ୍ୟନ୍ତ ଚାଲିବ। ଏ ସଂକ୍ରାନ୍ତରେ ଏନଟିଏ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ…
Read More...

କରୋନା ପାଇଁ ଆଗୁଆ ସତର୍କ ଯୋଗୀ , ମାଗିଲେ ୧୦ ଲକ୍ଷ ଡୋଜର ଟିକା

ଉତ୍ତରପ୍ରଦେଶ : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶରେ ଟିକାକରଣ କାର୍ଯ୍ୟକୁ ତ୍ୱରାନ୍ବିତ ପାଇଁ କାର୍ଯ୍ୟ କରାଯାଉଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି। ୟୁପି ସରକାର କେନ୍ଦ୍ର ସରକାରଙ୍କଠାରୁ ୧୦ ଲକ୍ଷ ଡୋଜ କୋଭିଡ ଟିକା…
Read More...

ଫ୍ୟୁଚର ଓଡିଶା ପକ୍ଷରୁ ନିଆରା ଢଙ୍ଗରେ ନବବର୍ଷ ପାଳିତ

ଭୁବନେଶ୍ୱର,୧ା୧ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଫ୍ୟୁଚର ଓଡିଶା ପକ୍ଷରୁ ନୂତନ ବର୍ଷ ୨୦୨୩ କୁ ନିଆରା ଢଙ୍ଗରେ ପାଳନ କରାଯାଇଛି । ଅଜି ପ୍ରେସ ଛକ ନିକଟରେ ଥିବା ଓପନ ଲର୍ଣିଙ୍ଗ ସ୍କୁଲରେ ଦିବ୍ୟାଙ୍ଗ ପିଲାଙ୍କ ଗହଣରେ କେକ୍ କାଟି ନାଚ ଗୀତ କରି ନୂଆବର୍ଷ ଉତ୍ସବ ପାଳନ କରାଯାଇଥିଲା ।…
Read More...

ଭାରତରେ ଆଜି ତିନିଥର ଭୂକମ୍ପ ଅନୁଭୂତ

ନୂଆଦିଲ୍ଲୀ : ନୂଆବର୍ଷର ପ୍ରଥମ ଦିନରେ ଦେଶରେ ୩ଟି ଭୂକମ୍ପ ଅନୁଭୁତ ହୋଇଛି । ସନ୍ଧ୍ୟା ପ୍ରାୟ ୬ଟା ସମୟରେ ତୃତୀୟ ଭୂକମ୍ପ ଲଦ୍ଦାଖରେ ଅନୁଭୁତ ହୋଇଛି । ନ୍ୟାଶନାଲ ସେଣ୍ଟର ଫର ସିସମୋଲୋଜି ପକ୍ଷରୁ ଭୂକମ୍ପ ସମ୍ପର୍କରେ ସୂଚନା ଦିଆଯାଇଛି । ସେଣ୍ଟରର ସୂଚନା ଅନୁଯାୟୀ, ଭୂକମ୍ପର ତୀବ୍ରତା…
Read More...

ପଞ୍ଚାୟତରେ ଖୋଲିବ ଜନଔଷଧି କେନ୍ଦ୍ର

ନୂଆଦିଲ୍ଲୀ,୧।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ରାସାୟନିକ ପଦାର୍ଥ ଏବଂ ସାର ମନ୍ତ୍ରଣାଳୟ ଅଧୀନରେ ଥିବା ଆୟୁଷ ବିଭାଗ ଦ୍ୱାରା ୨୦୧୭ରେ ପ୍ରଧାନମନ୍ତ୍ରୀ ଜନଔଷଧି କେନ୍ଦ୍ର ଦେଶରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ ଦେଶର ୭୬୬ ଟି ଜିଲା ମଧ୍ୟରୁ ୭୪୩ ଟି ଜିଲାରେ ୧୦ ହଜାର ଜନଔଷଧି…
Read More...

ଶ୍ରୀମନ୍ଦିରରେ ମୋବାଇଲ ପ୍ରବେଶ ଉପରେ କଟକଣା

ପୁରୀ,୧ା୧ : ଇଂରାଜୀ ନୂଆବର୍ଷର ପ୍ରଥମ ଦିନରୁ ଅର୍ଥାତ୍‌ ରବିବାରଠାରୁ ଶ୍ରୀମନ୍ଦିରକୁ ସ୍ମାର୍ଟ ଫୋନ ନେବା ଉପରେ କଟକଣା ଜାରି ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କର୍ମଚାରୀ, ସେବାୟତ ଓ ଜେଟିପି ସମସ୍ତଙ୍କୁ ଶ୍ରୀମନ୍ଦିର ଭିତରକୁ ସ୍ମାର୍ଟ ଫୋନ ନ ନେବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।…
Read More...

ନବବର୍ଷର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୧(ବ୍ୟୁରୋ): ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଇଂରାଜୀ ନବବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ସମୃଦ୍ଧି, ସୁଯୋଗ ଓ ସମ୍ଭାବନାର ବର୍ଷ ହେଉ। ଏହାସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟବାସୀଙ୍କ ପାଇଁ ମଙ୍ଗଳ…
Read More...