banner
Breaking
Monthly Archives

May 2024

ପ୍ରେମ ପରେ ଟୁଙ୍ଗୁରୁ ଭୋଳର ଜଘନ୍ୟ କାରନାମା

ଭୁବନେଶ୍ବର: ପ୍ରେମ କରି ଚର୍ଚ୍ଚାକୁ ଆସିଥିବା ଟୁଙ୍ଗୁରୁ ଭୋଳ ଚୋରି ଭଳି ଜଘନ୍ୟ କାରନାମା କରି ଧରା ପଡିଛି। କୋଟିଏ ଟଙ୍କାର ପାଇପ ଚୋରି ଅଭିଯୋଗରେ ୧୧ ଜଣଙ୍କୁ ବାନ୍ଧିଛି ଚନ୍ଦକା ପୋଲିସ I ଆରଡବ୍ଲୁଏସଏସ କମ୍ପାନୀର ବହୁ ମୂଲ୍ୟବାନ ପାଣି ପାଇପ୍ ରାଜ୍ୟର ବିଭିନ୍ନ ସ୍ଥାନରୁ ଚୋରି ହେବା ନେଇ…
Read More...

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଓଡିଶା ପୁଲିସର ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର: ଓଡ଼ିଶାରେ ଆସନ୍ତାକାଲି ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏଥିରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନ ପାଇଁ ଭୋଟ ପଡ଼ିବ। ଏଥର ୧୦ ହଜାର ୮୮୨ଟି ବୁଥ୍ ହୋଇଥିବାବେଳେ, ଏଥିରୁ ୨୧ ପ୍ରତିଶତ ବୁଥ୍ ସମ୍ବେଦନଶୀଳ ଅଟେ । ଯାହାକୁ ନେଇ ସୁରକ୍ଷା ଦୃଷ୍ଟିରୁ ୩୬…
Read More...